ମାଲକାନଗିରି

ଧରିତ୍ରୀର ପ୍ରଭାବ: ଅଧା ତିଆରି ରାସ୍ତାରେ ପଡିଲା ପିଚୁ

ମାଲକାନଗିରି, ୧୯।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ସୁବାଷ ବୋସ ଛକ ଠାରୁ ଦୈନିକ ବଜାର ଓ ପୁରୁଣା ଥାନା ଦେଇ ଆଇସିଆଇସିଆଇ ବ୍ୟାଙ୍କ ଛକ ପର୍ଯ୍ୟନ୍ତ ଯାଇଥିବା ରାସ୍ତାରେ ମେଟାଲ ବିଛାଇ ଦୀର୍ଘ ଚାରିମାସ ବିତି ଯାଇଥିଲେ ମଧ୍ୟ ପିଚୁ…

ଧରିତ୍ରୀ ପ୍ରଭାବ: ଖଜୁରି ଗଛ ପାଲଟିଛି ଆଶ୍ରୟସ୍ଥଳ; ଖବର ପ୍ରକାଶ ପରେ ରାମ କବାସୀଙ୍କୁ ମିଳିବ ପକ୍କା ଘର

ପାଣ୍ଡ୍ରିପାଣି,୧୮ା୧୨: ମାଲକାନଗିରି ଜିଲା ସଦର ବ୍ଲକ ପଦ୍ମଗିରି ପଞ୍ଚାୟତ ତଳସାହିରେ ରାମ କବାସୀ (୭୦) ଦୀର୍ଘ ୬ ବର୍ଷ ହେଲା ନିଜ ଘରଦ୍ୱାର ନ ଥିବାରୁ ଏକ ଖଜୁରି ଗଛ ତଳେ ଆଶ୍ରୟ ନେଇଥିଲେ। ଏ ସମ୍ପର୍କରେ ଖବର ପ୍ରକାଶ ପରେ…

ଖଇରପୁଟ ବିଡିଓଙ୍କ ବଦଳି ନେଇ ତାତିଲେ ଲୋକ ପ୍ରତିନିଧି: ବ୍ଲକ କାର୍ଯ୍ୟାଳୟରେ ପକାଇଲେ ତାଲା

ମାଲକାନଗିର/ଖଇରପୁଟ, ୧୮ା୧୨(ଡି.,ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ କାର୍ଯ୍ୟାାଳୟକୁ ବୁଧବାର ବହୁ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ଘେରାଉ କରି ବିଡିଓ ବିଶ୍ୱଜିତ ବର୍ମନଙ୍କ ବଦଳି ଦାବି କରିଛନ୍ତି। କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସେମାନେ କାର୍ଯ୍ୟାଳୟରେ ତାଲା ପକାଇଦେଇଛନ୍ତି।…

ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ ଶିକ୍ଷକ କ୍ଲଷ୍ଟର ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ହେଲିକପ୍ଟର ଯୋଗେ…

ସ୍ବାଭିମାନ ଅଞ୍ଚଳରେ ପାଓ୍ବାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ କଲେ ଗଣଶିକ୍ଷା ମନ୍ତ୍ରୀ

ମାଲକାନଗିରି,୧୮।୧୨(ଡି.ଏନ୍‌.ଏ.): ସ୍ବାଭିମାନ ଅଞ୍ଚଳ ପାଇଁ ପାୱାର ଚାଳିତ ଆମ୍ବୁଲାନ୍ସ ଲଞ୍ଚ ଉଦ୍‌ଘାଟନ ହୋଇଛି। ସେହିପରି ଶିକ୍ଷକ କ୍ଲଷ୍ଟରର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପ୍ରଶାସକ ସୁରେଶ ମହାପାତ୍ର ଏବଂ ମାଲକାନଗିରି ଜିଲାପାଳ ମନୀଷ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କୁ ନିଲମ୍ବନ ଘଟଣା: ୨୪ ଘଣ୍ଟିଆ କାଲିମେଳା ବନ୍ଦ

କାଲିମେଳା,୧୬।୧୨(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର, ତାଙ୍କର ପୁନଃ ନିଯୁକ୍ତି ଦାବିରେ ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ବିଜେଡି,ଭାଜପା ଓ କଂଗ୍ରେସର ଲୋକ ପ୍ରତିନିଧିଙ୍କ ସହ କାଲିମେଳା…

ରାସ୍ତାରୋକୋ କରି ଆନ୍ଦୋଳନ କଲେ ଚାଷୀ

କୋରୁକୋଣ୍ଡା, ୧୬।୧୨ (ଡ଼ି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀମାନେ ମାଲକାନଗିରି-ବାଲିମେଳା ରାସ୍ତାକୁ ଅବରୋଧ କଲେ। ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ ଯେତିକି ଧାନବିକ୍ରି ନେଇ କୁହାଯାଇଥିଲା ସେଥିରୁ କମିବା ଏବଂ ଜଳକର ପୈଠ କରିବା ପରେ…

ଡାକ୍ତର ନିଲମ୍ବନ ପ୍ରତ୍ୟାହାର ଦାବିରେ କାଲିମେଳା ବନ୍ଦ ପାଳନ

କାଲିମେଳା,୧୬।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ତୁରନ୍ତ ପ୍ରତ୍ୟାହାର କରି ପୁନଃନିଯୁକ୍ତି ଦାବି କରି ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ଏଥିସହ ବିଜେଡି, ଭାଜପା ଓ କଂଗ୍ରେସ…

ବିଭିନ୍ନ ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଚାଷୀ, ବାଲିମେଳା ରାସ୍ତା ଅବରୋଧ

କୋରୁକୋଣ୍ଡା, ୧୬।୧୦ (ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀ ଉତ୍ତେଜନା ଦେଖାଦେଇଛି। ମାଲକାନଗିରି ବାଲିମେଳା ରାସ୍ତାକୁ କୋରୁକୋଣ୍ଡାଠାରେ ଅବରୋଧ କରିଛନ୍ତି ଉତ୍ତେଜିତ ଚାଷୀ । ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ ମିଳୁଥିବା ଧାନ ବିକ୍ରି ଟାର୍ଗେଟ…

ଇସ୍ରୋ ପରିଦର୍ଶନ ପାଇଁ ଅବିନାଶ ମନୋନୀତ

କୋରୁକୋଣ୍ଡା, ୧୬।୧୨(ଡ଼ି.ଏନ.ଏ.)- ମାଲକାନଗିରି ଜିଲା ବାଲିମେଳା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୧୦ମ ଶ୍ରେଣୀର ଛାତ୍ର ଅବିନାଶ ବେହେରା ଇସ୍ରୋ ପରିଦର୍ଶନ ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶାରୁ ମନୋନୀତ ହୋଇଥିବା ୨୦ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅବିନାଶ ଅନ୍ୟତମ। ଗତ ୧୨ ତାରିଖରେ ଟାଟା…

ବିଡିଓଙ୍କୁ ବଦଳି ଦାବିରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ପତ୍ର

ଖଇରପୁଟ,୧୩ା୧୨(ଡି.ଏନ୍‌.ଏ: ମାଲକାନଗିରି ଜିଲା ଖଇରପୁଟ ବିଡିଓ ବିଶ୍ୱଜିତ୍‌ ବର୍ମନଙ୍କ ବିରୋଧରେ ଦୁନୀତି ଓ ଲୋକ ପ୍ରତିନିଧିଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ନେଇ ଅଭିଯୋଗ ହୋଇଛି। ତାଙ୍କୁ ଏହି ବ୍ଲକରୁ ତୁରନ୍ତ ବଦଳି କରିବାକୁ ବ୍ଳକର ଲୋକ ପ୍ରତିନିଧିମାନେ ଦାବି କରିଛନ୍ତି। ଶୁକ୍ରବାର…

ଜଙ୍ଗଲ,ବନ୍ୟଜନ୍ତୁ ସୁରକ୍ଷା ଚିନ୍ତା: ଏକାଠି ହେଲେ ୬ ବନ ସଂରକ୍ଷଣ ସମିତି ସଦସ୍ୟ

ମାଲକାନଗିରି,୧୩ା୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପ୍ରାକୃତିକ ଜଙ୍ଗଲର ଅବକ୍ଷୟ, ମୂଲ୍ୟବାନ ଗଛସବୁ ବିଲୁପ୍ତ ହେବାରେ ଲାଗିଛି। ଏଥିସହ ବନ୍ୟଜନ୍ତୁଙ୍କ ସଂଖ୍ୟା ଦିନକୁ ଦିନ ଲୋପ ପାଉଛି। ଏହାକୁ ନେଇ ମାଲକାନଗିରି ଜିଲାର ୬ଟି ବନ ସଂରକ୍ଷଣ ସମିତି ଉଦ୍‌ବେଗ ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?