ସାପ କାମୁଡାରେ ନାବାଳିକାଙ୍କ ମୃତ୍ୟୁ
କାଲିମେଳା,୨୬।୯(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଗମ୍ଫାକୋଣ୍ଡା ପଞ୍ଚାୟତ ଏମ୍ଭି-୧୦୫ ଗ୍ରାମରେ ଗୁରୁବାର ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ଗାଁର ଅଭିନୟ ବାଇନଙ୍କ ସାନ ଝିଅ ସୁପ୍ରିୟା (୧୬)। ପ୍ରକାଶ ଯେ, ସୁପ୍ରିୟା ଗୁରୁବାର…
ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ
ଗୁଣପୁର,୨୪।୯(ଡି.ଏନ୍.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଥିବା ନେଇ…
୨ ମାସ ହେବ ବିଦ୍ୟୁତ୍ ସେବା ଅଚଳ: ସମାଧାନ ନେଇ ଗ୍ରାମବାସୀଙ୍କ ଚେତାବନୀ
କୋରୁକୋଣ୍ଡା, ୨୪।୯ (ଡ଼ି.ଏନ୍.ଏ) : ମାଲକାନଗିରି ଜିଲା କୋରୁକୋଣ୍ଡା ପଞ୍ଚାୟତ ଡୁରୁକାଗୁଡା ଗ୍ରାମରେ ପ୍ରାୟ ଦୁଇ ମାସରୁ ଊଦ୍ଧର୍ବ ହେବ ବିଦ୍ୟୁତ୍ ସେବା ଅଚଳ ହୋଇପଡିଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, କମ୍ପାନୀ ଆନ୍ଧ୍ରର ଏକ ଠିକାଦାରଙ୍କୁ ଏହି କାମ କରିବାକୁ ଦେଇଥିଲା।…
ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ : ପୁଣି ବୁହାହେଲେ ଗର୍ଭବତୀ
କୋରୁକୋଣ୍ଡା,୨୩।୯(ଡି.ଏନ୍.ଏ.): ମାଲକାନଗିରି ଜିଲାର କୁଡୁମୁଳୁଗୁମ୍ମା ପଞ୍ଚାୟତର ନଙ୍ଗଳଗୁଡ଼ା ଗ୍ରାମକୁ ରାସ୍ତା ନ ଥିବାରୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀ ପୁଣି ଥରେ ବୁହା ହୋଇ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ନଙ୍ଗଳଗୁଡ଼ା ଗ୍ରାମର ହାତୀ ମାଡିଙ୍କ ସ୍ତ୍ରୀ ଚନ୍ଦ୍ରମା…
ମାଲକାନଗିରି ଜିଲା ଚିଠି: କ୍ଷତି ସହୁଛି ଚାଷୀ, ଫାଇଦାରେ ବୀମା କମ୍ପାନୀ
ଚାଷୀଙ୍କ ସମସ୍ୟା କେବେହେଲେ ସୁଧୁରୁନାହିଁ। ଋଣ, ମରୁଡ଼ି, ବନ୍ୟା ବିତ୍ପାତଜନିତ ସମସ୍ୟାରେ ଫସଲ ନଷ୍ଟ ହୋଇ ଚାଷୀ କ୍ଷତି ସହୁଛି। ସବୁ ସହି ଯାହା ଧାନ ଅମଳ କରେ ନିଜ ଚଳିବା ଲାଗି ବର୍ଷକ ପାଇଁ ରଖି ବଳକା ଧାନ ବିକ୍ରି…
ରାଜୁ ହନ୍ତାଳ ହତ୍ୟା ଘଟଣା: ପାପରମେଟଲାରେ ପୁଣି ଉତ୍ତେଜନା: ୧୪୪ ଧାରା ଜାରି
ମାଲକାନଗିରି,୨୦ା୯(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଜନ୍ତାପାଇରେ ରାଜୁ ହନ୍ତାଳ ହତ୍ୟା ମାମଲା ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରା କରି ପାପରମେଟଲା ନିକଟରେ ଶତାଧିକ ଲୋକ ଏକାଠି ହୋଇଛନ୍ତି। । ଅପ୍ରୀତିକର ପରିସ୍ଥିତକୁ…
ଦେବଦୂତ ସାଜିଲେ ଡାକ୍ତର: ଅନାଥ ପିଲାକୁ ଭାରରେ ବୋହି ଡାକ୍ତରଖାନା ନେଲେ
ମାଲକାନଗିରି,୧୭।୯(ସ୍ବ.ପ୍ର): ମାଲକାନଗିରି ଜିଲା ଖଇରିପୁଟ ବ୍ଲକ ବଣ୍ଡାଘାଟି ବଡ଼ଡୁରାଲ ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ଜଣେ ୧୨ ବର୍ଷର ଅନାଥ ପିଲା କମୁଳୁ କିରସାନିଙ୍କ ପେଟ ଫୁଲିବା ଯୋଗୁ ସେ କଷ୍ଟ ଭୋଗୁଥିଲେ। ଏ ନେଇ ଗାଁ ଲୋକ ଆରୋଗ୍ୟ ପ୍ଲସ୍କୁ ଖବର…
ବାର୍ଷିକ ଦରମା ବୃଦ୍ଧି ବନ୍ଦ ନେଇ ଶିକ୍ଷକ ମହଲରେ ନିନ୍ଦା
ମାଲକାନଗିରି, ୧୭।୯:(ଡି.ଏନ.ଏ):ଗତ ଦଶମ ଶ୍ରେଣୀ ପରୀକ୍ଷାରେ ଯେଉଁସବୁ ହାଇସ୍କୁଲରେ ଶୂନ କିମ୍ବା ୫୦ ପ୍ରତିଶତରୁ କମ୍ ଫଳାଫଳ ହୋଇଥିବା ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ବାର୍ଷିକ ବେତନ ବୃଦ୍ଧି ବନ୍ଦ ପାଇଁ ରାଜ୍ୟ ସରକାର ପ୍ରତ୍ୟେକ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲୋ ଏହାକୁ…
ପୋଲିସ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗଞ୍ଜେଇ ଚୋରାଚାଲାଣକାରୀ
ମାଲକାନଗିରି,୧୭।୯(ଡି.ଏନ.ଏ): ୨ ବର୍ଷ ଧରି ଗଞ୍ଜେଇ ଚୋରାଚାଲାଣ ରୋକିବାରେ ମାଲକାନଗିରି ପୋଲିସ ସଫଳ ରହିଛି। ଏହି ସମୟ ମଧ୍ୟରେ ଜିଲାର ପ୍ରାୟ ୩୦୦ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଚୋରା ବ୍ୟାପାରୀଙ୍କୁ ପୋଲିସ ଗିରଫ କରିବା ସହ ଦଶ ଚକିଆ, ଚାରି ଚକିଆ, ଛଅ…
ଗୋଦାବରୀ ନଦୀରେ ଲଞ୍ଚ ବୁଡି ଘଟଣା:ନିଖୋଜଙ୍କୁ ଖୋଜୁଛି ବାୟୁସେନା, ନୌସେନା
ମାଲକାନଗିରି,୧୭-୯(ଡି.ଏନ୍.ଏ.):ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ର ପ୍ରଦେଶରେ ପୂର୍ବ ଗୋଦାବରୀ ନଦୀରେ ରବିବାର ଲଞ୍ଚ ବୁଡି ୫୦ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତଦେହ ଊଦ୍ଧାର କରାଯାଇଥିଲା। ସୋମବାର ଅନ୍ୟ ନିଖୋଜମାନଙ୍କୁ ଖୋଜିବା ଲାଗି ବାୟୁସେନା ଓ ନୌସେନାର…
ଅଙ୍ଗନଓ୍ବାଡି କେନ୍ଦ୍ର ରୋଷେଇଘରୁ ମୃତଦେହ ମିଳିବା ଘଟଣା: ପୋଲିସ-ଜନତା ମୁହାଁମୁହିଁ
ଚିତ୍ରକୋଣ୍ଡା, ୧୬।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ରାଜୁ ହାନ୍ତାଳ ନାମକ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସୋମବାର ମଧ୍ୟ ଉତ୍ତେଜନା ଲାଗିରହିଛି। ପୋଲିସ-ଜନତା…
ମାଲକାନଗିରିରେ ନୂତନ ସିଡିଏମ୍ଓଙ୍କ ଯୋଗଦାନ
ମାଲକାନଗିରି,୧୬।୯(ଡି.ଏନ୍.ଏ.) : ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ ଚିକିତ୍ସାଳୟରେ ସୋମବାର ନୂତନ ଜିଲା ଚିକିତ୍ସାଧିକାରୀ ଭାବେ ଡା. ଅଜୟ କୁମାର ବୈଠାରୁ ଯୋଗ ଦେଇଛନ୍ତି। ପୂର୍ବରୁ ସେ ମାଲକାନଗିରି ଅତିରିକ୍ତ ଜିଲା ଚିକିତ୍ସାଧିକାରୀ, ଶିଶୁକଲ୍ୟାଣ ଭାବେ କାର୍ଯ୍ୟ କରୁଥିବାବେଳେ ଏଠାରୁ…
Archives


