ମାଲକାନଗିରି

ଦୁର୍ଗାଙ୍କ ପାର୍ଶ୍ୱ ମୂର୍ତ୍ତି ଚୋରି

କୋରୁକୋଣ୍ଡା, ୭।୧୦(ଡି.ଏନ୍‌.ଏ.)-ଓର୍‌କେଲ ଥାନା ଅଧୀନ ପର୍କନମାଳା ପଞ୍ଚାୟତ ସୁନାନଗର ଘାଟିସ୍ଥିତ ଦୁର୍ଗା ମନ୍ଦିରରୁ ମା’ଙ୍କ ପାର୍ଶ୍ୱ ଦେବୀଙ୍କ ମୂର୍ତ୍ତି ଚୋରି ହୋଇଛି। ସୋମବାର ସକାଳୁ ପୂଜାରୀ ମନ୍ଦିରକୁ ଯାଇ ଦୁର୍ଗାଙ୍କ ୩ଟି ପାର୍ଶ୍ୱ ମୂର୍ତ୍ତି ମଧ୍ୟରୁ ଗୋଟିଏ ନ ଥିବା ଦେଖିଥିଲେ।…

ବାଲିମେଳା ଜଳଭଣ୍ଡାରରୁ ଜଳ ନିଷ୍କାସନ ଦାବି: ସରକାରଙ୍କୁ ପୋଷ୍ଟର ମାଧ୍ୟମରେ ଚେତାବନୀ

ଚିତ୍ରକୋଣ୍ଡା, ୪।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଆଦିବାସୀ ବିପ୍ଳବୀ ଚାଷୀ ମୂଲିଆ ସଂଗଠନ ପକ୍ଷରୁ ଏକ ପୋଷ୍ଟର ମାଧ୍ୟମରେ ଶୁକ୍ରବାର ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ପୋଷ୍ଟରରେ ଉଲ୍ଲେଖ କରାଯାଇଛି ଯେ, ବାଲିମେଳା ଜଳଭଣ୍ଡାରରେ ଉଚ୍ଚସ୍ତର ପର୍ଯ୍ୟନ୍ତ ଜଳ…

ପାରିବାରିକ କଳହର ପରିଣତି: ସାବତ ମା’ଙ୍କୁ ହତ୍ୟାକଲା ପୁଅ

ମାଲକାନଗିରି, ୩।୧୦(ଡି.ଏନ୍‌.ଏ.): କ୍ରୋଧ ବ୍ରହ୍ମଚଣ୍ଡାଳ। ରାଗର ବଶବର୍ତ୍ତୀ ହେଇ ମଣିଷ ନିଜର ହିତାହିତ ଜ୍ଞାନ ହରାଇ କିପରି ଅଭାବନୀୟ କାଣ୍ଡ କରିବସେ ମାଲକାନଗିରି ଜିଲା ସଦର ଥାନା ଅଧୀନ ଗୁଦୁନାଡ ଗାଁରେ ତାହା ଦେଖିବାକୁ ମିଳିଛି। ପାରିବାରିକ କଳହକୁ କେନ୍ଦ୍ରକରି ଜଣେ…

ବାଲିମେଳା ଡ୍ୟାମ୍‌ର ଜଳପତ୍ତନ ୧୫୧୩ ଫୁଟ ଛୁଇଁଲା

ଚିତ୍ରକୋଣ୍ଡା,୩୦।୯(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା-ବାଲିମେଳା ମାଟିବନ୍ଧରେ ଜଳଧାରଣ କ୍ଷମତା ୧୫୧୬ ଫୁଟ ରହିଥିବା ବେଳେ ବିପଦସଂକେତ ପାଇଁ ସର୍ବାଧିକ ଜଳପତ୍ତନ ୧୫୧୮ ଫୁଟ ରହିଛି। କିନ୍ତୁ ସୋମବାର ମଧ୍ୟାହ୍ନ ସୁଦ୍ଧା ୧୫୧୩ ଫୁଟ ପାଣି ରହିଥିବା ଦେଖିବାକୁ ମିଳିଛି। ଗେଟ୍‌…

ସାପ କାମୁଡାରେ ନାବାଳିକାଙ୍କ ମୃତ୍ୟୁ

କାଲିମେଳା,୨୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଗମ୍ଫାକୋଣ୍ଡା ପଞ୍ଚାୟତ ଏମ୍‌ଭି-୧୦୫ ଗ୍ରାମରେ ଗୁରୁବାର ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ଗାଁର ଅଭିନୟ ବାଇନଙ୍କ ସାନ ଝିଅ ସୁପ୍ରିୟା (୧୬)। ପ୍ରକାଶ ଯେ, ସୁପ୍ରିୟା ଗୁରୁବାର…

ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଥିବା ନେଇ…

୨ ମାସ ହେବ ବିଦ୍ୟୁତ୍‌ ସେବା ଅଚଳ: ସମାଧାନ ନେଇ ଗ୍ରାମବାସୀଙ୍କ ଚେତାବନୀ

କୋରୁକୋଣ୍ଡା, ୨୪।୯ (ଡ଼ି.ଏନ୍‌.ଏ) : ମାଲକାନଗିରି ଜିଲା କୋରୁକୋଣ୍ଡା ପଞ୍ଚାୟତ ଡୁରୁକାଗୁଡା ଗ୍ରାମରେ ପ୍ରାୟ ଦୁଇ ମାସରୁ ଊଦ୍ଧର୍‌ବ ହେବ ବିଦ୍ୟୁତ୍‌ ସେବା ଅଚଳ ହୋଇପଡିଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, କମ୍ପାନୀ ଆନ୍ଧ୍ରର ଏକ ଠିକାଦାରଙ୍କୁ ଏହି କାମ କରିବାକୁ ଦେଇଥିଲା।…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ : ପୁଣି ବୁହାହେଲେ ଗର୍ଭବତୀ

କୋରୁକୋଣ୍ଡା,୨୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାର କୁଡୁମୁଳୁଗୁମ୍ମା ପଞ୍ଚାୟତର ନଙ୍ଗଳଗୁଡ଼ା ଗ୍ରାମକୁ ରାସ୍ତା ନ ଥିବାରୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ଗର୍ଭବତୀ ପୁଣି ଥରେ ବୁହା ହୋଇ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ନଙ୍ଗଳଗୁଡ଼ା ଗ୍ରାମର ହାତୀ ମାଡିଙ୍କ ସ୍ତ୍ରୀ ଚନ୍ଦ୍ରମା…

ମାଲକାନଗିରି ଜିଲା ଚିଠି: କ୍ଷତି ସହୁଛି ଚାଷୀ, ଫାଇଦାରେ ବୀମା କମ୍ପାନୀ

ଚାଷୀଙ୍କ ସମସ୍ୟା କେବେହେଲେ ସୁଧୁରୁନାହିଁ। ଋଣ, ମରୁଡ଼ି, ବନ୍ୟା ବିତ୍ପାତଜନିତ ସମସ୍ୟାରେ ଫସଲ ନଷ୍ଟ ହୋଇ ଚାଷୀ କ୍ଷତି ସହୁଛି। ସବୁ ସହି ଯାହା ଧାନ ଅମଳ କରେ ନିଜ ଚଳିବା ଲାଗି ବର୍ଷକ ପାଇଁ ରଖି ବଳକା ଧାନ ବିକ୍ରି…

ରାଜୁ ହନ୍ତାଳ ହତ୍ୟା ଘଟଣା: ପାପରମେଟଲାରେ ପୁଣି ଉତ୍ତେଜନା: ୧୪୪ ଧାରା ଜାରି

ମାଲକାନଗିରି,୨୦ା୯(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଜନ୍ତାପାଇରେ ରାଜୁ ହନ୍ତାଳ ହତ୍ୟା ମାମଲା ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରା କରି ପାପରମେଟଲା ନିକଟରେ ଶତାଧିକ ଲୋକ ଏକାଠି ହୋଇଛନ୍ତି। । ଅପ୍ରୀତିକର ପରିସ୍ଥିତକୁ…

ଦେବଦୂତ ସାଜିଲେ ଡାକ୍ତର: ଅନାଥ ପିଲାକୁ ଭାରରେ ବୋହି ଡାକ୍ତରଖାନା ନେଲେ

ମାଲକାନଗିରି,୧୭।୯(ସ୍ବ.ପ୍ର): ମାଲକାନଗିରି ଜିଲା ଖଇରିପୁଟ ବ୍ଲକ ବଣ୍ଡାଘାଟି ବଡ଼ଡୁରାଲ ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ଜଣେ ୧୨ ବର୍ଷର ଅନାଥ ପିଲା କମୁଳୁ କିରସାନିଙ୍କ ପେଟ ଫୁଲିବା ଯୋଗୁ ସେ କଷ୍ଟ ଭୋଗୁଥିଲେ। ଏ ନେଇ ଗାଁ ଲୋକ ଆରୋଗ୍ୟ ପ୍ଲସ୍‌କୁ ଖବର…

ବାର୍ଷିକ ଦରମା ବୃଦ୍ଧି ବନ୍ଦ ନେଇ ଶିକ୍ଷକ ମହଲରେ ନିନ୍ଦା

ମାଲକାନଗିରି, ୧୭।୯:(ଡି.ଏନ.ଏ):ଗତ ଦଶମ ଶ୍ରେଣୀ ପରୀକ୍ଷାରେ ଯେଉଁସବୁ ହାଇସ୍କୁଲରେ ଶୂନ କିମ୍ବା ୫୦ ପ୍ରତିଶତରୁ କମ୍‌ ଫଳାଫଳ ହୋଇଥିବା ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ବାର୍ଷିକ ବେତନ ବୃଦ୍ଧି ବନ୍ଦ ପାଇଁ ରାଜ୍ୟ ସରକାର ପ୍ରତ୍ୟେକ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲୋ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?