ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ
ମାଲକାନଗିରି, ୨୨।୮ (ଡି.ଏନ୍.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଜ୍ଞା ନଳିନୀ ମିଶ୍ର ଅଭିଯୁକ୍ତ ପର୍ଶୁରାମ ପଡିଆମୀଙ୍କୁ ଆଜୀବନ କାରାଦଣ୍ଡ…
କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ : ଅଟକି ରହିଛି ଗାଡ଼ିମୋଟର, ଯାତାୟାତ ବାଧାପ୍ରାପ୍ତ
କାଲିମେଳା,୨୨।୮(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ବୁଧବାର ରାତିଠାରୁ ବର୍ଷା ଲାଗିରହିଛି। ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, କାଙ୍ଗୁରୁକୋଣ୍ଡା ପୋଲ ଉପରେ ପ୍ରାୟ…
ବନ ବିଭାଗ ପକ୍ଷରୁ ଚଢ଼ାଉ : ଶାଳକାଠ ସହ ଗାଡ଼ି ଜବତ, ୨ ଗିରଫ
ମାଲକାନଗିରି,୨୧।୮(ଡି.ଏନ୍.ଏ.) : ମାଲକାନଗିରି ଜିଲା ପଦ୍ମଗିରି ନିକଟରେ ବନ ବିଭାଗ ପକ୍ଷରୁ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ଶାଳକାଠ ସହ ଏକ ପିକ୍ଅପ୍ ଜବତ କରାଯିବା ସହ ଏଥିରେ ସଂପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ଖଣ୍ଡୀୟ ବନାଧିକାରୀ ପ୍ରଦୀପ…
ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ଘଟଣା: କାରଣ ଅସ୍ପଷ୍ଟ
ଚିତ୍ରକୋଣ୍ଡା,୨୦।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଟେମ୍ପରାରି କଲୋନୀ ପ୍ରାଇମେରି ପ୍ରାଥମିକ ଆବାସିକ ବିଦ୍ୟାଳୟରେ ସୋମବାର ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ। ମଧ୍ୟାହ୍ନଭୋଜନରେ ଭାତ, ଡାଲି ଓ ଭଜା ଖାଇବା ପରେ ଅପରାହ୍ନରେ କିଛି ଛାତ୍ରୀଙ୍କ…
ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
ମାଲକାନଗିରି/ଖଇରପୁଟ,୧୯।୮(ଡି.ଏନ୍.ଏ.): ଚାଷଜମିକୁ ଯାଇ ନିଖୋଜ ହୋଇ ଯାଇଥିବା ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଝରିଆଗୁ୍ଡ଼ା ଗ୍ରାମର ଜଣେ ଯୁବକଙ୍କ ଗଳିତ ମୃତଦେହ ତିନିଦିନ ପରେ ସୋମବାର ଉଦ୍ଧାର ହୋଇଛିା ସେହେଲେ ମଙ୍ଗଳା ପୁଜାରୀ ସୂଚନାଯୋଗ୍ୟ, ମଙ୍ଗଳା ତିନିଦିନ ପୂର୍ବରୁ ଜମି ଚାଷ…
ବାଲିମେଳା ଡ୍ୟାମ୍ର ୨ଟି ଗେଟ୍ ଖୋଲିଲା
କୋରୁକୋଣ୍ଡା, ୧୯।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ଥିବା ବାଲିମେଳା ଜଳ ଭଣ୍ଡାରର ୨ଟି ଗେଟ୍ ସୋମବାର ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଜଳ ନିଷ୍କାସନ କରାଯାଇଥିବା ବିଭାଗୀୟ ଅଧିକାରୀ ସୂଚନା…
ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ, ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ
କୋରୁକୋଣ୍ଡା,୧୮।୮(ଡି.ଏନ୍.ଏ.): ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ ଅଧିକାଂଶ ଲୋକ ଏଥିରୁ ବଞ୍ଚିତ ହେଉଛନ୍ତି। ଏଭଳି ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ୩ ନଂ ପଞ୍ଚାୟତର ପୁରୁଣା ବାଲିମେଳା ଗ୍ରାମରେ। ଏହି…
ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି
ମାଲକାନଗିରି,୧୭।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ ନିଖୋଜ ଥିବା ବେଳେ ଘଟଣାସ୍ଥଳରେ ମାଥିଲି ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି…
ବିଏସ୍ଏଫ୍ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର
ଏମ୍ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି ଏହାକୁ ରକ୍ଷାବନ୍ଧନ ମଧ୍ୟ କୁହନ୍ତି। ତେଣୁ ଦେଶ ମାତୃକାର ସେବା କରି ସାଧାରଣ ଲୋକଙ୍କୁ…
ଚିକିତ୍ସା ନାଁରେ ଶରୀରକୁ କାମୁଡ଼ିଥିବା ଗୁଣିଆ ଗିରଫ
କାଲିମେଳା,୧୫ା୮(ଡି.ଏନ.ଏ.):ଶରୀରକୁ କାମୁଡି ରୋଗ ଭଲ କରୁଥିବା ନେଇ ଦାବି କରୁଥିବା ଗୁଣିଆ କସା ବେଟୀ ବୁଧବାର ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତର ଉର୍ମାଗୁଡା ଗ୍ରାମର ଜଣେ ମହିଳାଙ୍କ ଜ୍ୱର ଭଲ କରିବା ଲାଗି କସା ତାଙ୍କୁ…
ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ
ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା ଗୁଟା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମାଝିଗୁଡା ଗ୍ରାମରେ ତାଙ୍କ ଘର। ତେବେ ସନ୍ୟା…
ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ
ମାଲକାନଗିରି,୧୪ା୮ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା…
Archives


