ମାଲକାନଗିରି

ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍‌ଲେଟ୍‌ କରିବା ପାଇଁ ୨ ଟି ଅଣ୍ଡା ଫଟାଇଥିବା ବେଳେ ଅନ୍ୟ ଏକ ଅଣ୍ଡା…

ବିପଦ ସଙ୍କେତ ଅବସ୍ଥାରେ କାଲିମେଳା ସଦର ମହକୁମା ରାସ୍ତା

କାଲିମେଳା, ୧୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଜୟପୁର- ମୋଟୁ ୩୨୬ ନଂ. ଜାତୟ ରାଜପଥର କାଲିମେଳା ସଦର ମହକୁମା ରାସ୍ତା ଉପରେ ବଡ଼ ବଡ଼ ଗର୍ତ୍ତ ହୋଇ ପୋଖରୀ ଭଳି ପାଣି ଜମି ରହିଛି। ଫଳରେ ଗାଡ଼ି ଦୁର୍ଘଟଣା ହେବା ସମ୍ଭାବନା ରହିଛି।…

୭ ମାସ ହେବ ସବ୍‌ଷ୍ଟେଶନ ଅଚଳ : ଶକ୍ତିବିଭାଗର ପାରିବା ପଣିଆ ପ୍ରତି ପ୍ରଶ୍ନବାଚୀ

କୋରୁକୋଣ୍ଡା,୧୨।୯(ଡି.ଏନ୍‌.ଏ.) : ମାଲକାନଗିରି ଜିଲା କୋରୁକୋଣ୍ଡା ସଦରଠାରେ ସାଉଥ୍‌କୋ ଦ୍ୱାରା ପରିଚାଳିତ ସବ୍‌ଷ୍ଟେଶନଟି ଆଜକୁ ଦୀର୍ଘ ୭ ମାସ ହେବ ଅଚଳ ହୋଇପଡ଼ିଛି। ଫଳରେ ଏନେଇ ଶକ୍ତିବିଭାଗର ପାରିବା ପଣିଆ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନା ଯେ, ଏହି ସବ୍‌ଷ୍ଟେଶନ…

ସାବେରୀ ନଦୀରେ ଡ୍ୟାମ୍‌ ନିର୍ମାଣ କରୁଛନ୍ତି ଛତିଶଗଡ଼ ସରକାର: ପ୍ରତିବାଦରେ ଜିଲା ଆଦିବାସୀ ସଂଘର ଶୋଭାଯାତ୍ରା

ମାଲକାନଗିରିି, ୧୧।୯(ଡି.ଏନ୍‌.ଏ)- ଛତିଶଗଡ଼ ସରକାର ସାବେରୀ ନଦୀରେ ଡ୍ୟାମ ନିର୍ମାଣ କରିବା ପ୍ରତିବାଦରେ ମଙ୍ଗଳବାର ମାଲକାନଗିରି ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ମହୁପଦରଠାରେ ଜିଲା ଆଦିବାସୀ ସଂଘ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ନଦୀର କାକାରାଲ ଓ ଭୀମସେନ ମଧ୍ୟରେ…

ବାଲିମେଳାରେ ଆତଙ୍କ ସୃଷ୍ଟି କରୁଥିଲା ଭାଲୁ, କାବୁ କଲା ବନବିଭାଗ

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଗତ କିଛି ଦିନ ହେବ ଭାଲୁ ଆତଙ୍କ ସୃଷ୍ଟି କରୁଥିଲା। ଚିତ୍ରକୋଣ୍ଡା ଛକ ନିକଟବର୍ତ୍ତୀ ଅଞ୍ଚଳରେ ସନ୍ଧ୍ୟା ହେଲେ ଭାଲୁ ଆସି ବୁଲିବା ସହ ସେଠାରେ ଥିବା ଦୋକାନଗୁଡିକୁ ଭଙ୍ଗାରୁଜା…

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ: ଜିଲା ପ୍ରଶାସନର ସହାୟତା ଲୋଡ଼ିଲେ ବାପା

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି ୩ ପଞ୍ଚାୟତ ଏମ୍‌ଭି ୧୦୪ ଗ୍ରାମରେ ୪ ବର୍ଷ ପୂର୍ବେ ଅର୍ଜୁନ କୀର୍ତ୍ତନିଆ ଓ ସ୍ତ୍ରୀ ମାଧୁରୀଙ୍କର ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା। କିଛି ଦିନ ମଧ୍ୟରେ ସେମାନେ ଝିଅ…

ଆଇଟିଡିଏର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ଦାବି

ମାଲକାନଗିରି,୯।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଲ୍ୟବନ୍ତ ଦେଶିଆ ନାଟ୍ୟଗୁରୁ ସାଂସ୍କୃତିକ ସଂଗଠନ ପକ୍ଷରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କ ବଦଳି ବାତିଲ ପାଇଁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ସଭାପତି ଅନାଦି କଡ଼ା, ସମ୍ପାଦକ ଧାନଫୁଲ ବାରିକ ଓ…

ବିମାନ ଉଡ଼ାଇଲେ ଆଦିବାସୀ ଝିଅ -ମାଲକାନଗିରି ଜିଲାର ପ୍ରଥମ ମହିଳା ପାଇଲଟ ଅନୁପ୍ରିୟା ଲାକ୍ରା

ମାଲକାନଗିରି,୮।୯(ଡି.ଏନ୍‌.ଏ.)ଆକାଶ ଛୁଇଁବା, ପକ୍ଷୀ ଭଳି ଉଡ଼ିବାର ଇଚ୍ଛା ଥିଲା। ଦୀର୍ଘ ୭ ବର୍ଷର ତାଲିମ ପରେ ଏବେ ତାହା ସାକାର ହୋଇଛି। ମାଲକାନଗିରି ଭଳି ଉପାନ୍ତ ଓ ମାଓବାଦୀ ଅଧ୍ୟୁଷିତ ଅଞ୍ଚଳର ଜଣେ ଆଦିବାସୀ ଝିଅ ଅନୁପ୍ରିୟା ଲାକ୍ରା ଆକାଶରେ ବିମାନ…

ଗଙ୍ଗଲାଗୁଡ଼ା ଗ୍ରାମକୁ ନାହିଁ ରାସ୍ତା: ପ୍ରତିବାଦରେ ରାସ୍ତାରେ ତଳି ରୋପଣ କଲେ ଗ୍ରାମବାସୀ, ତୁରନ୍ତ ପଦକ୍ଷେପ ନେବାକୁ ଦାବି

କୋରୁକୋଣ୍ଡା,୭।୯(ଡି.ଏନ୍‌.ଏ.): ସରକାର ପ୍ରତି ଗ୍ରାମକୁ ସଡ଼କପଥ ସହ ଯୋଡ଼ିବା ନିମନ୍ତେ ବହୁ ଯୋଜନା କରିଛନ୍ତି। ହେଲେ ଏହାର ସଫଳ ରୂପାୟନ ମାଲକାନଗିରି ଜିଲାରେ ହୋଇପାରୁନାହିଁ। ଆଜିବି ଲୋକେ କାଦୁଅ ରାସ୍ତାରେ ଯିବା ଆସିବା କରୁଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଦୁଇ ପୁଅଙ୍କୁ ବିଷ ଦେଇ ମା’ଙ୍କ ଆତ୍ମହତ୍ୟା: ଜଣେ ପୁଅ ମୃତ, ଜଣେ ଗୁରୁତର

କାଲିମେଳା,୭।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଳରାଇ ପଞ୍ଚାୟତ ତେଳରାଇ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା ତାଙ୍କ ଦୁଇ ପୁଅଙ୍କୁ ବିଷ ପିଆଇବା ସହ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ତେବେ ବିଷପାନ ଯୋଗୁ…

ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ ଘରର କାନ୍ଥ ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଏହି ସମୟରେ ଘରେ କେହି ନ ଥିଲେ।…

ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ: ଜିଲାପାଳଙ୍କ ଅଚାନକ ପରିଦର୍ଶନ

କୋରୁକୋଣ୍ଡା,୬।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର ଯୋଜନାରେ ସ୍ବାଦିଷ୍ଟ ଖାଦ୍ୟ ଦିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ୪ ବର୍ଷ ଧରି ଏକ ସ୍ବୟଂ ସହାୟକ ଗୋଷ୍ଠୀ ଏହି କେନ୍ଦ୍ରକୁ ଚଳାଇ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?