ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ: ନିଆଁରେ ପୋଡ଼ି ସ୍ବାମୀସ୍ତ୍ରୀ ଗୁରୁତର
କୋରୁକୋଣ୍ଡା,୩୧।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ଏମ୍ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରତାପ ମଣ୍ଡଳ ଏବଂ ସ୍ତ୍ରୀ ପାପିଆ। ସୂଚନାନୁଯାୟୀ, ସକାଳେ ପାପିଆ ରୋଷେଇ କରିବା ଲାଗି…
୬ ଫୁଟ ଲମ୍ବର ଅଜଗର ଉଦ୍ଧାର
କୋରୁକୋଣ୍ଡା,୩୦।୭( ଡି.ଏନ୍.ଏ.): ମାଲକାନଗିରି ଜିଲା କୁଡୁମୁଲୁଗୁମାସ୍ଥିତ ବିଶ୍ୱନାଥ ଗୌଡ଼ଙ୍କ ଘରୁ ମଙ୍ଗଳବାର ସକାଳେ ଏକ ୬ ଫୁଟ ଲମ୍ବର ଅଜଗର ଉଦ୍ଧାର କରାଯାଇଛି। ସକାଳେ ଘର ଭିତରେ ଏକ ଅଜଗର ସାପ ଦେଖି ବିଶ୍ୱନାଥଙ୍କ ପରିବାର ଲୋକେ ଭୟଭୀତ ହୋଇଯାଇଥିଲେ। ତେବେ…
ମାଓବାଦୀ କ୍ୟାମ୍ପରେ ପୋଲିସର ଚଢ଼ାଉ: ଦୁଇ ମାଓବାଦୀ ମୃତ, ବିପୁଳ ପରିମାଣରେ ସାମଗ୍ରୀ ଜବତ
ମାଲକାନଗିରି,୨୯।୭ (ସ୍ବ.ପ୍ର.): ଛତିଶଗଡ଼ର ସୁକ୍ମା ଜିଲା ନକ୍ସଲ ପ୍ରଭାବିତ କୋଣ୍ଟା ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଅସ୍ଥାୟୀ ମାଓବାଦୀ କ୍ୟାମ୍ପ ଉପରେ ସୋମବାର ସକାଳେ ପୋଲିସ ଚଢ଼ାଉ କରିଛି। ଘଟଣାସ୍ଥଳରେ ପୋଲିସ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା…
ମାଓବାଦୀ ଅଞ୍ଚଳରେ ଉଦାହରଣ ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ ପୁଷ୍ପା
ମାଲକାନଗିରି,୨୯ା୭(ଡି.ଏନ.ଏ.)- ଦୀର୍ଘ ୧୧ ବର୍ଷ ଧରି ମାଓବାଦୀ ଅଞ୍ଚଳରେ ଲୋକଙ୍କ ସେବାରେ ଲାଗିଛନ୍ତି ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ। ଗତ ବର୍ଷେ ହେଲା ସେ ନିଜେ କ୍ୟାନସର ରୋଗରେ ପିଡିତ ହୋଇ ମଧ୍ୟ ସେବାକାର୍ଯ୍ୟରୁ ଓହରିଯାଇନାହାନ୍ତି। ତାଙ୍କ ସେବା କାର୍ଯ୍ୟ ପାଇଁ ଆଦିବାସୀ…
ଏନ୍କାଉଣ୍ଟରରେ ୭ ମାଓବାଦୀ ନିହତ
ମାଲକାନଗିରି,୨୮ା୭ (ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏନେଇ ଏକ ବଡ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା…
ବିସ୍ଫୋରକ ଜବତ, ମାଓବାଦୀ ଗିରଫ : ଠିକାସଂସ୍ଥା ଗାଡ଼ି ପୋଡିଲେ ମାଓବାଦୀ
ମାଲକାନଗିରି, ୪।୬(ଡି.ଏନ୍.ଏ.) ମାଓବାଦୀ ନିରୋଧ ଅଭିଯାନରେ ଛତିଶଗଡ଼ ପୋଲିସ ମଙ୍ଗଳବାର ଉଲ୍ଲେଖନୀୟ ସଫଳତା ପାଇଛି। ବିଭିନ୍ନ ସ୍ଥାନରେ କୋମ୍ବିଂ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିବା ସହ ଜଣେ ଇନାମୀ ମାଓବାଦୀଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି। ସୂଚନା…
Archives


