ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ
ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛିା। ସୂଚନାନୁଯାୟୀ, ଶନିବାର ସକାଳେ ଛତିଶଗଡ଼ କାଙ୍କେରଜିଲା ସୀମାବର୍ତ୍ତୀ ଓ ନାରାୟଣପୁର ଅଞ୍ଚଳ…
ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା
ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ । ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ…
ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ
ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ ମାଣ୍ଡୋ ଓରଫ ମାଣ୍ଡୁ ହପିଆ। ସୂଚନା ଅନୁଯାୟୀ, ବିଜାପୁର ଜିଲାରେ ମାଓବାଦୀ ବିରୋଧୀ ଅପରେଶନ୍…
ମାଓବାଦୀ ଭୟ: ୨୧ବର୍ଷ ପରେ ଗାଁକୁ ଫେରିଲେ ଲୋକେ
ମାଲକାନଗିରି,୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଓବାଦୀ ଭୟ ଯୋଗୁ ୨୦୦୩ରୁ ନିଜ ଗାଁ ଦେଖି ନ ଥିବା ଲୋକେ ମଙ୍ଗଳବାର ଗାଁକୁ ଫେରିଛନ୍ତି। ଏଭଳି ଦେଖିବାକୁ ମଳିଛି ଛତିଶଗଡ଼ ନାରାୟଣପୁର ଜିଲା ଗରପା ଗ୍ରାମରେ। ଗ୍ରାମର ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ପରିବାରକୁ ମାଓବାଦୀମାନେ ଧମକ ଦେଇ…
୧୦୦ ଏକର ଜଙ୍ଗଲ ଜମି ଜବରଦଖଲ ଘଟଣାରେ ରିପୋର୍ଟ ତଲବ କଲା ଏନ୍ଜିଟି
ମାଲକାନଗିରି, ୧୨ା୧୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମୋଟୁ ତହସିଲ ଅଧୀନରେ ୧୦୦ ଏକର ଜଙ୍ଗଲ ଜମିକୁ ବେଆଇନ କବ୍ଜାକରି ଇସ୍ଲାମ୍ନଗର ନିର୍ମାଣ ଘଟଣାରେ ଏନ୍ଜିଟି ହସ୍ତକ୍ଷେପ ସହ ରିପୋର୍ଟ ତଲବ କରିଛି। ପିସିସିଏଫ୍ ଓ ମାଲକାନଗିରି ଜିଲାପାଳଙ୍କୁ ଏନ୍ଜିଟି ପକ୍ଷରୁ ସୋମବାର…
ତଳକୁ ଧସୁଛି ମାଲକାନଗିରି ଜିଲା ୭ ମହଲା ବିଶିଷ୍ଟ ମୁଖ୍ୟ ଚିକିତ୍ସାଳୟ
ମାଲକାନଗିରି,୧୧ା୧୧(ଦୁର୍ଯ୍ୟୋଧନ ପାତ୍ର): ତଳକୁ ଧସିବାରେ ଲାଗିଛି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟ। ୭ ମହଲା ବିଶିଷ୍ଟ ଏହି ଚିକିତ୍ସାଳୟର ଅନେକ ସ୍ଥାନ ମାଟି ଭିତରକୁ ଧସିବା ସହ ଚିକିତ୍ସାଳୟଟି ତଳକୁ ଦବି ଯାଉଥିବା ଦେଖିବାକୁ ମିଳିଛି। ବିରାଟ କାୟ ଚିକିତ୍ସାଳୟରେ ତଳ…
ଡିଜି ଦେଲେ ବଡ଼ ପ୍ରତିଶ୍ରୁତି: ୨୦୨୬ ମାର୍ଚ୍ଚ ସୁଦ୍ଧା…
ମାଲକାନଗିରି,୭ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗସ୍ତରେ ପୋଲିସ ଡିଜି ୱାଇ.ବି. ଖୁରାନିଆ ଗୁରୁବାର ଆସି ମାଓବାଦୀ ସମସ୍ୟା ଓ ବିଭିନ୍ନ ବିଷୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ। ହେଲିକପ୍ଟର ଯୋଗେ ଖୁରାନିଆ ଚିତ୍ରକୋଣ୍ଡା ବ୍ଲକ୍ ସ୍ବାଭିମାନ ଅଞ୍ଚଳ ଗୋରାସେତୁ ବିଏସ୍ଏଫ୍ କ୍ୟାମ୍ପ ପରିଦର୍ଶନ…
ଯବାନଙ୍କ ଉପରକୁ ଆକ୍ରମଣ କରି ଅସ୍ତ୍ରଶସ୍ତ୍ର ଲୁଟ୍, ଫଟୋ ଭାଇରାଲ କରି ମାଓବାଦୀ ଲେଖିଲେ PLGA
ମାଲକାନଗିରି,୫ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ଗତ ଦୁଇ ଦିନ ପୂର୍ବରୁ ମାଓବାଦୀମାନେ ୨ଯବାନଙ୍କ ଉପରକୁ ଆକ୍ରମଣକରି ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଛଡାଇ ନେଇଥିଲେ। ଏହାର ଏକ ଫଟୋ ମାଓବାଦୀଙ୍କ ପକ୍ଷରୁ ମଙ୍ଗଳବାର ଭାଇରାଲ କରାଯାଇଛି। ଯେଉଁଥିରେ ମାଓବାଦୀମାନେ ଯବାନଙ୍କଠାରୁ ଛଡାଇ ନେଇଥିବା ସମସ୍ତ…
ସୀମାନ୍ତ ବୋଡୁନୁରରେ ବାଘ ଆତଙ୍କ: ଗାଈ ମୁହଁକୁ କାମୁଡ଼ି ନାଳକୁ ଟାଣି ନେଲା ବାଘ
ମାଲକାନଗିରି,୪ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ କିଛି କିଲୋମିଟର ଦୂରରେ ଥିବା ଆନ୍ଧ୍ରପ୍ରଦେଶର ବୋଡୁନୁର ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଯାହାକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବନ ବିଭାଗ ବାଘଟିକୁ କାବୁ କରିବା ପାଇଁ ଉଦ୍ୟମ ଚଳାଇଛି।…
୨ ଯବାନଙ୍କୁ ଆକ୍ରମଣ କରି ବନ୍ଧୁକ ଛଡ଼ାଇନେଲେ ମାଓବାଦୀ
ମାଲକାନଗିରି,୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୨ ଯବାନ ରବିବାର ଗୁରୁତର ହୋଇଛନ୍ତି। ଏହାସହ ସେମାନଙ୍କ ବନ୍ଧୁକ ମଧ୍ୟ ମାଓବାଦୀମାନେ ଛଡାଇ ନେଇଥିବା ଜଣାପଡିଛି। ଗୁରୁତର ଦ୍ୱୟ ହେଲେ କର୍ତ୍ତମ ଦେବା ଓ ସୋଢି କୁନା । ଏହି…
ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୭ ଜଣଙ୍କ ଇସ୍ତଫା
ମାଲକାନଗିରି,୨ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷଙ୍କ ସହ ଆଉ ୬ ଜଣ ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ଶନିବାର ଏନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି।…
ପୋଲିସ ଇନ୍ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍ଫର୍ମର ଦର୍ଶାଇ ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ଦିନେଶ ପୂଜାରୀ(୩୫)। ରାତି ଅଧରେ ଘରୁ ଡାକିନେଇ ଏକ…
Archives


