ମାଲକାନଗିରି

ସୁରକ୍ଷାକର୍ମୀ-ମାଓବାଦୀ ସଂଘର୍ଷ: ଟଳିଲେ ୩୧ ମାଓବାଦୀ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି…

ସୁରକ୍ଷାକର୍ମୀ-ମାଓବାଦୀ ଘମାଘୋଟ ଲଢ଼େଇ: ୧୨ ମାଓବାଦୀ ନିହତ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ…

ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାରଵର୍ଗ

ଜୟପାଟଣା,୮।୨(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଚିର୍କା ଗ୍ରାମକୁ ଯାଉଥିବା କେନାଲ ରାସ୍ତାର ଏକ ପୋଖରୀରୁ ଶନିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତ ଦେହକୁ ସ୍ଥାନୀୟ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ…

୨ ସ୍କୁଲ ଛାତ୍ରୀଙ୍କ ମିଳିଲା ଝୁଲନ୍ତା ମୃତଦେହ: ମାରି ଟାଙ୍ଗିଦେଇଥିବା କହିଲେ…

ମାଲକାନଗିରି,୮।୨(ଦୁର୍ଯ୍ୟୋଧନ ପାତ୍ର): ନିଖୋଜ ୨ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କାଳିମେଳା ଥାନା ଏମଭି ୪୧ ଗାଁ ନିକଟ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ୨ ଦିନ ହେଲା ନିଖୋଜ ନେଇ ପରିବାର ପକ୍ଷରୁ ଏତଲା ହୋଇଥିଲା।ସକାଳୁ ଏକ ଗଛରୁ…

ଗିରଫ ହେଲେ କୋଟିପତି ସରକାରୀ ବାବୁ

ମାଲକାନଗିରି,୭।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୁତ ସମ୍ପତ୍ତି ୧ଟି ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୪୨୨ ଗ୍ରାମ ସୁନା, ୯୧…

ବଡ଼ ଝଟକା: ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଲେ ୪ ମାଓବାଦୀ

ମାଲକାନଗିରି,୬ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ପୋଲିସ ଦୁଇଟି ସ୍ଥାନରୁ ୪ ମାଓବାଦୀଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ଚିନ୍ତାଗୁଫା ପୋଲିସ ଡିଆର୍‌ଜି ବାହିନୀ ମିଳିତ ଭାବେ ତାଡମେଟଲା ଓ ଆଖପାଖ ଅଞ୍ଚଳରେ କୋମ୍ବିଂ କରିଥିଲେ । ଏହି…

ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଘରୁ ବାହାରିଲାଣି ଆଖିଖୋସି ହୋଇଗଲା ଭଳି ଟଙ୍କା  

ମାଲକାନଗିରି/ଜୟପୁର,୫।୨(ଦୁର୍ଯ୍ୟୋଧନ ପାତ୍ର/ପବନ ପାଣିଗ୍ରାହୀ): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବାସଭବନରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି। ଆୟବହିର୍ଭୁତ ସମ୍ପତି ଠୁଳ ଅଭି ଯୋଗରେ ଭିଜିଲାନ୍ସର ତିନିଟା ଟିମ୍‌ ଏହି ଚଢ଼ାଉ କରିଛି ଏଥିସହ ତାଙ୍କ କାର୍ଯ୍ୟାଳୟର ଜଣେ…

ପୋଲିସକୁ ଖବର ଦେଉଥିବା ଜାଣି ଘରୁ ଉଠାଇନେଲେ ମାଓବାଦୀ , ଜଙ୍ଗଲରେ ନିର୍ମମ ଭାବେ ହତ୍ୟାକରିଲା ପରେ…

ମାଲକାନଗିରି,୪।୨(ଦୁର୍ଯୋଧନ ପାତ୍ର):ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜଲାରେ ପୁଣି ମାଓବାଦୀଙ୍କ ହିଂସା ଦେଖିବାକୁ ମିଳିଛି। ପୋଲିସ ସୂଚନଦାତା ଦର୍ଶାଇ ଦୁଇ ଜଣ ଗ୍ରାମବାସୀଙ୍କୁ ମାଓବାଦୀ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ସୋମବାର ବିଳମ୍ବିତ ରାତିରେ ତରେମ ଥାନା ଅନ୍ତର୍ଗତ ବୁଦୁଗିଚେରୁ…

ହଷ୍ଟେଲ ପରିସରରେ ଜୀବନ ହାରିଲେ ନବମ ଶ୍ରେଣୀ ଛାତ୍ର

କାଲିମେଳା,୪।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଗୁମ୍ଫାକୋଣ୍ଡା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ର ବିଦ୍ୟାଳୟ ପଛପଟେ ଥିବା ପାଚେରୀ ନିକଟ ଏକ ଗଛରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ରାତିରେ…

ମାଲାକାନଗିରିରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର କଲେ ୬୦ ବର୍ଷୀୟ ବୃଦ୍ଧ

କୋରୁକୋଣ୍ଡା, ୨।୨(ଶିବଦତ୍ତ ସାହୁ): ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ମାଲାକାନଗିରି ଜିଲା ଓରକେଲ ଥାନା ପୋଲିସ ଶ୍ୟାମ ସୀସା(୬୦)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ, ଜଣେ ୧୬ ବର୍ଷୀୟା ନାବାଳିକା ୪ ମାସ ତଳେ ଧାନ ବିଲକୁ…

୩ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ୩ ମାଓବାଦୀଙ୍କ ସହ ୩୨ ଜଣଙ୍କ ଆତ୍ମସମର୍ପଣ, ବନ୍ଧୁକ ଛାଡ଼ି କହିଲେ…

ମାଲକାନଗିରି,୩୦ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲାରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଛତିଶଗଡ଼ ପୋଲିସ ଦ୍ୱାରା ଚାଲିଥିବା ଘରକୁ ଫେରିଆସ ଅଭିଯାନରେ ଅନୁପ୍ରାଣୀତ ହୋଇ ଏହି ତିନି ମାଓବାଦୀ…

ଜମିଜମା ବିବାଦର କରୁଣ ପରିଣତି: ବଡଭାଇର ଟାଙ୍କିଆ ଚୋଟରେ ଚାଲିଗଲା ସାନଭାଇଙ୍କ ଜୀବନ

କାଲିମେଳା, ୨୩।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତାଟିଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା କୁହାଯାଉଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?