ମାଲକାନଗିରି

ବାଲିମେଳା ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲିଲା

କୋରୁକୋଣ୍ଡା, ୧୯।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ଥିବା ବାଲିମେଳା ଜଳ ଭଣ୍ଡାରର ୨ଟି ଗେଟ୍‌ ସୋମବାର ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଜଳ ନିଷ୍କାସନ କରାଯାଇଥିବା ବିଭାଗୀୟ ଅଧିକାରୀ ସୂଚନା…

ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ, ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

କୋରୁକୋଣ୍ଡା,୧୮।୮(ଡି.ଏନ୍‌.ଏ.): ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ ଅଧିକାଂଶ ଲୋକ ଏଥିରୁ ବଞ୍ଚିତ ହେଉଛନ୍ତି। ଏଭଳି ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ୩ ନଂ ପଞ୍ଚାୟତର ପୁରୁଣା ବାଲିମେଳା ଗ୍ରାମରେ। ଏହି…

ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୧୭।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ ନିଖୋଜ ଥିବା ବେଳେ ଘଟଣାସ୍ଥଳରେ ମାଥିଲି ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି…

ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି ଏହାକୁ ରକ୍ଷାବନ୍ଧନ ମଧ୍ୟ କୁହନ୍ତି। ତେଣୁ ଦେଶ ମାତୃକାର ସେବା କରି ସାଧାରଣ ଲୋକଙ୍କୁ…

ଚିକିତ୍ସା ନାଁରେ ଶରୀରକୁ କାମୁଡ଼ିଥିବା ଗୁଣିଆ ଗିରଫ

କାଲିମେଳା,୧୫ା୮(ଡି.ଏନ.ଏ.):ଶରୀରକୁ କାମୁଡି ରୋଗ ଭଲ କରୁଥିବା ନେଇ ଦାବି କରୁଥିବା ଗୁଣିଆ କସା ବେଟୀ ବୁଧବାର ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତର ଉର୍ମାଗୁଡା ଗ୍ରାମର ଜଣେ ମହିଳାଙ୍କ ଜ୍ୱର ଭଲ କରିବା ଲାଗି କସା ତାଙ୍କୁ…

ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ

ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା ଗୁଟା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମାଝିଗୁଡା ଗ୍ରାମରେ ତାଙ୍କ ଘର। ତେବେ ସନ୍ୟା…

ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ

ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା…

ଭିନ୍ନ ଢଙ୍ଗରେ ଛାତ୍ରୀ ପାଳିଲେ ରକ୍ଷା ବନ୍ଧନ: ଜରିମୁକ୍ତ ରାଖୀ ପ୍ରସ୍ତୁତ କରି ଭାଇଙ୍କ ହାତରେ ବାନ୍ଧିଲେ

ପଦ୍ମଗିର/ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ସାଧାରଣତଃ ରାଖୀ ପୂର୍ଣ୍ଣିମା ଆସିଲେ ଭଉଣୀମାନେ ଭାଇଙ୍କ ହାତରେ ରାଖୀବାନ୍ଧି ଆଶୀର୍ବାଦ ନେବା ସହ ଭାଇମାନଙ୍କ ମଙ୍ଗଳ କାମନା କରିଥାନ୍ତି। ଭାଇମାନେ ମଧ୍ୟ ଭଉଣୀ ପାଇଁ ରକ୍ଷା କବଚ ପାଲଟିଥାନ୍ତି। ଏହି ଦିନଟିକୁ ଭଉଣୀମାନେ ଅପେକ୍ଷା କରି ରହିଥାନ୍ତି।…

ବର୍ଷା, ପବନରେ ଉପୁଡିଲା ଶତାଧିକ ଗଛ, ଭାଙ୍ଗିଲା ୮ ଘର

ପଡିଆ, ୧୨ା୮-ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ମାଟେରୁ ପଞ୍ଚାୟତ ମାଢିଗୁଡାରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଶତାଧିକ ଗଛ ରାସ୍ତା ଏବଂ ଘର ଉପରେ ପଡିଥିବା ଜଣାପଡିଛି। ଏଥିରେ ୮ଟି ପରିବାରର ଘର ଭାଙ୍ଗି ଯାଇଛି…

ମାଲକାନଗିରିରେ ୧୦ ଦିନରେ ତିନିଥର ବନ୍ୟା ପରିସ୍ଥିତି ଗମ୍ଭୀର

ମାଲକାନଗିରି/ଏମ୍‌.ଭି. ୭୯/ପଦ୍ମଗିରି/ଶିଖପାଲ୍ଲି/ପଡିଆ/କୋରୁକୋଣ୍ଡା, ୭ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ମଙ୍ଗଳବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ପ୍ରବଳ ବର୍ଷା ଯୋଗୁ ଜିଲାରେ…

ବଣ୍ଡାଘାଟିରେ ବନ୍ୟା ପରିସ୍ଥିତି: ଅନେକ ଗ୍ରାମରେ ପହଞ୍ଚିପାରିନି ପ୍ରଶାସନ

ଖଇରପୁଟ, ୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାର ଖଇରପୁଟ ବ୍ଲକରେ ଲଗାଣବର୍ଷା ଯୋଗୁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଅନେକ ଗ୍ରାମ ଜଳବନ୍ଦୀ ହୋଇରହିଛି। କେତେକ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ବଣ୍ଡାଘାଟିରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିଲା କାନ୍ଥ: ୩ ପିଲା ଗୁରୁତର

କୋରୁକୋଣ୍ଡା, ୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସଦର ବାଲିସାଗରସାହିର ମନୋଜ ନାୟକଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର ୩ ପିଲା ଗୁରୁତର ଆହତ ହୋଇଛନ୍ତି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?