ମାଲକାନଗିରି

ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି।…

ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ

କୋରୁକୋଣ୍ଡା, (ଡି.ଏନ୍‌.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏମ୍‌ଭି-୩୭…

ଦୁଃଖ ଶୁଣିଲା ପ୍ରଶାସନ: ଅସହାୟ ମା’ଝିଅଙ୍କୁ ମିଳିଲା ସରକାରୀ ସହାୟତା

ମାଥିଲି, ୧।୮- ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡା ପଞ୍ଚାୟତ ସଦରରେ ରହୁଥିବା ଅସହାୟ ବୃଦ୍ଧା ଦହନା ପାଙ୍ଗି ଓ ତାଙ୍କ ବିଧବା ଝିଅ ସୁଭଦ୍ରା ପାଙ୍ଗିଙ୍କ ଦୁଃଖ ପ୍ରଶାସନ ବୁଝିଛି । ଅସହାୟ ଭଙ୍ଗା ଦଦରା ଘରେ ଓ…

ପ୍ରେସର ବୋମା ବିସ୍ଫୋରଣରେ ଯବାନ ଶହୀଦ

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାର ପଦଲି ଗ୍ରାମ ନିକଟରେ ମାଓବାଦୀଙ୍କ ପ୍ରେସର ବୋମା ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ତାଙ୍କ ନାମ ରୋଶନ କୁମାର। ତାଙ୍କ ଘର ବିହାରର ନୱାଡ଼ା ଗ୍ରାମରେ ବୋଲି…

ମାଲକାନଗିରିରେ ବନ୍ୟା ପରିସ୍ଥିତି: ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଏସଆରସି

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ./ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଜିଲାପାଳ…

ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ,…

ରାଜସ୍ବ ମନ୍ତ୍ରୀଙ୍କ ଦିନିକିଆ ମାଲକାନଗିରି ଗସ୍ତ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ବୁଧବାର ଦିନିକିଆ ମାଲକାନଗିରି ଗସ୍ତରେ ପହଞ୍ଚିଛନ୍ତି। ମନ୍ତ୍ରୀଙ୍କ ସହ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ହେଲିକପ୍ଟର ଯୋଗେ ବିଏସ୍‌ଏଫ୍‌ କ୍ୟାମ୍ପରେ ପହଞ୍ଚିଥିଲେ। ଏହି ଅବସରରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲାପାଳ, ଏସ୍‌ପି…

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ନିଆଁରେ ପୋଡ଼ି ସ୍ବାମୀସ୍ତ୍ରୀ ଗୁରୁତର

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍‌ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍‌ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରତାପ ମଣ୍ଡଳ ଏବଂ ସ୍ତ୍ରୀ ପାପିଆ। ସୂଚନାନୁଯାୟୀ, ସକାଳେ ପାପିଆ ରୋଷେଇ କରିବା ଲାଗି…

୬ ଫୁଟ ଲମ୍ବର ଅଜଗର ଉଦ୍ଧାର

କୋରୁକୋଣ୍ଡା,୩୦।୭( ଡି.ଏନ୍‌.ଏ.): ମାଲକାନଗିରି ଜିଲା କୁଡୁମୁଲୁଗୁମାସ୍ଥିତ ବିଶ୍ୱନାଥ ଗୌଡ଼ଙ୍କ ଘରୁ ମଙ୍ଗଳବାର ସକାଳେ ଏକ ୬ ଫୁଟ ଲମ୍ବର ଅଜଗର ଉଦ୍ଧାର କରାଯାଇଛି। ସକାଳେ ଘର ଭିତରେ ଏକ ଅଜଗର ସାପ ଦେଖି ବିଶ୍ୱନାଥଙ୍କ ପରିବାର ଲୋକେ ଭୟଭୀତ ହୋଇଯାଇଥିଲେ। ତେବେ…

ମାଓବାଦୀ କ୍ୟାମ୍ପରେ ପୋଲିସର ଚଢ଼ାଉ: ଦୁଇ ମାଓବାଦୀ ମୃତ, ବିପୁଳ ପରିମାଣରେ ସାମଗ୍ରୀ ଜବତ

ମାଲକାନଗିରି,୨୯।୭ (ସ୍ବ.ପ୍ର.): ଛତିଶଗଡ଼ର ସୁକ୍‌ମା ଜିଲା ନକ୍ସଲ ପ୍ରଭାବିତ କୋଣ୍ଟା ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଅସ୍ଥାୟୀ ମାଓବାଦୀ କ୍ୟାମ୍ପ ଉପରେ ସୋମବାର ସକାଳେ ପୋଲିସ ଚଢ଼ାଉ କରିଛି। ଘଟଣାସ୍ଥଳରେ ପୋଲିସ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା…

ମାଓବାଦୀ ଅଞ୍ଚଳରେ ଉଦାହରଣ ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ ପୁଷ୍ପା

ମାଲକାନଗିରି,୨୯ା୭(ଡି.ଏନ.ଏ.)- ଦୀର୍ଘ ୧୧ ବର୍ଷ ଧରି ମାଓବାଦୀ ଅଞ୍ଚଳରେ ଲୋକଙ୍କ ସେବାରେ ଲାଗିଛନ୍ତି ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ। ଗତ ବର୍ଷେ ହେଲା ସେ ନିଜେ କ୍ୟାନସର ରୋଗରେ ପିଡିତ ହୋଇ ମଧ୍ୟ ସେବାକାର୍ଯ୍ୟରୁ ଓହରିଯାଇନାହାନ୍ତି। ତାଙ୍କ ସେବା କାର୍ଯ୍ୟ ପାଇଁ ଆଦିବାସୀ…

ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିହତ

ମାଲକାନଗିରି,୨୮ା୭ (ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍‌କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏନେଇ ଏକ ବଡ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?