୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ
ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ ସୁଜାତା। ହାଇଦ୍ରାବାଦର ମେହବୁବନଗରରେ ଲୁଚି ରହିଥିବା ନେଇ ତେଲଙ୍ଗାନା ପୋଲିସକୁ ବିଶେଷ ସୂତ୍ରରୁ ଖବର…
ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା
ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍ଏସ୍ସି -୧୪ ଗ୍ରାମରେ ଗୁରୁବାର ଘଟିଛି। ସକାଳୁ ବ୍ଲେଶିରାଣୀ ଭତ୍ରା(୫)ପଡ଼ୋଶୀ ଘରେ…
ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…
କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ ଆଗରେ ବ୍ଲେଡରେ କାଟି ଦେଇଥିଲେ। ଫଳରେ ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି…
୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା
ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର ଆରଏସ୍ସି -୧୪ଗ୍ରାମରେ। ମୃତ…
ଗାଁ ପଡ଼ିଆରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ
ମାଲକାନଗିରି,୧୫।୧୦: ମାଲକାନଗିରି ଥାନା ଏମ୍ଭି-୮ ଗାଁ ନିକଟ ପଡ଼ିଆରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୋଜନା ମୁତାବକ ପୁଅକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଗାଁ ନିକଟ…
ନାବାଳିକାଙ୍କୁ ଛୁରି ଦେଖାଇ ସାରା ରାତି ବଳାତ୍କାର, ଅଭିଯୁକ୍ତ ଫେରାର
ଏମ୍ଭି ୭୯, ୧୪ା୧୦(ଭିକି ବାରିକ): ଦୁର୍ଗାପୂଜା ପାଇଁ ମଣ୍ଡପଗୁଡିକରେ ଗହଳି ଲାଗି ରହିଥିବା ବେଳେ ମାଲାକନଗିରି ଜିଲା ମୋଟୁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଛୁରି ଦେଖାଇ ଭୟଭୀତ କରି ସାରା ରାତି ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ…
୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ
ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, କରିଆ ପୋୟାମ ଏବଂ ଫୁଲମତି ଗୀର୍ଜା।…
ନିଜ ଜୀବନକୁ ବାଜି ଲଗାଇ ବୁଡ଼ି ଯାଉଥିବା ଯୁବକଙ୍କୁ ପାଣିରୁ ଉଦ୍ଧାର କଲେ ଶିକ୍ଷକ
କୋରୁକୋଣ୍ଡା,୨ା୧୦(ଶିବଦତ୍ତ ସାହୁ): ଗଭୀର ଜଳରେ ବୁଡ଼ିଯାଉଥିବା ଜଣେ ଯୁବକଙ୍କୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି ଜଣେ ଶିକ୍ଷକ। ଉଦ୍ଧାର ହୋଇଥିବା ଯୁବକ ହେଲେ କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ପୁରୁଣା କତାପାଲି ଗ୍ରାମର ମୁକା କବାସୀ। ବାଲିମେଳା…
ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍ପି
ମାଲକାନଗିରି,୨ା୧୦: ଆଇପିଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍ ବିନୋଦ ପାଟିଲ ମାଲକାନଗିରି ଏସ୍ପି ହୋଇଛନ୍ତି। ପୂର୍ବରୁ ବିନୋଦ କେସିଙ୍ଗାର ଏସ୍ଡିପିଓ ଭାବେ କାର୍ଯ୍ୟ କରୁଥିଲେ ।…
ବନ ବିଭାଗକୁ ବଡ଼ ସଫଳତା: ଏକ ଟନ କଇଁଛ ଜବତ, ୨ ଗିରଫ
ମାଲକାନଗିରି/ଚିତ୍ରକୋଣ୍ଡା,୩୦।୯(ଦୁର୍ଯ୍ୟୋଧନ ପାତ୍ର/ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବନ ବିଭାଗ ତରଫରୁ ଏକ କଇଁଚ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇଜଣଙ୍କୁ ଗିରଫ କରିଛନ୍ତି। ଆଜି ସକାଳେ ଚିତ୍ରକୋଣ୍ଡା ବନ ବିଭାଗ ତରଫରୁ ପାଟ୍ରୋଲିଂ ଓ ଗାଡି ଯାଞ୍ଚ୍…
ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ
ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପ୍ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ ଯାଇଥିବା…
ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ
ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ…
Archives


