୨ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି, ୨୪ା୯(ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍ମାରେ ୨ ମାଓବାଦୀ ସୋଡି ଭୀମା ଓ ମୁଦାମି ହଣ୍ଡା ପୋଲିସ ନିକଟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସୋଡିଙ୍କ ନାମରେ ୨ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଏମାନେ ସଙ୍ଗଠନରେ ରହି ବିଭିନ୍ନ ହିଂସାକାଣ୍ଡରେ ଜଡ଼ିତ ଥିଲେ।…
ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ ଓ ଜଣେ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ୨ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ରୀ…
ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ
ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ, ଲୋକଙ୍କ କଥା ଶୁଣିବାକୁ ବିଧାୟକ ଖିଲ ତାଙ୍କ କିଛି ସମର୍ଥକ ଏକ ଦେଶୀ ଡଙ୍ଗାରେ…
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…
ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍ମାଇନ୍ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। କମ୍ବିଂ ବେଳେ ଏହାକୁ ନିଷ୍କ୍ରିୟ କରିଛନ୍ତି ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ମାଓବାଦୀମାନେ ଏପରି…
ଗୋଟିଏ ପରିବାରର ୫ଜଣଙ୍କୁ ହତ୍ୟା କଲେ ଗ୍ରାମବାସୀ, ଗୁଣି ଗାରେଡିକୁ ନେଇ…
ମାଲକାନଗିରି,୧୫ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡର ସୁକ୍ମା ଜିଲାରେ ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ଗ୍ରାମବାସୀ ହତ୍ୟା କରିଛନ୍ତି । ମୃତକଙ୍କ ମଧ୍ୟରେ ୩ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। ସେମାନେ ହେଲେ ମଉସମ୍ କନ୍ନାର, ତାଙ୍କ…
ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସ୍ଏଫ୍ ହେଲିପ୍ୟାଡରେ ଅବତରଣ କରିଥିଲେ ା ଏହି…
ସଂଗଠନରେ ବିଦ୍ରୋହ, ସାଥୀ ମାଓବାଦୀଙ୍କୁ ହତ୍ୟା
ମାଲକାନଗିରି, ୯ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ବିଦ୍ରୋହ ଦେଖାଦେଇଛି। ପୋଲିସ ସୂଚନାଦାତା ସନ୍ଦେହରେ କାଙ୍କେର ଜିଲା ପରତାପୁରରେ ପୋଲିସ ଇନ୍ଫର୍ମର ସନ୍ଦେହରେ ତେଲୁଗୁ କ୍ୟାଡର ସାଥୀ ମାଓବାଦୀ ନେତା ବିଜୟ ରେଡୀ ଓରଫ ବିଜାଙ୍କୁ ହତ୍ୟା ସହ ଏଥିସହ ସଂଗଠନର…
ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ…
ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି
ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ…
୫୦୦ରୁ ଊର୍ଦ୍ଧ୍ୱ କଇଁଛ ଜବତ, ୪ ଗିରଫ
ମାଲକାନଗିରି,୫।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ମୋଟୁ ବନ ବିଭାଗ ଦ୍ୱାରା ବୁଧବାର ସକାଳେ ୫୦୦ରୁ ଊର୍ଦ୍ଧ୍ୱ ଜୀବନ୍ତ କଇଁଛ ଜବତ ହୋଇଛି। ଆନ୍ଧ୍ର- ଓଡ଼ିଶା ସୀମାନ୍ତ ମୋଟୁ ତନଖି ଫାଟକ ନିକଟରୁ ବନ ବିଭାଗ ୨ଟି ପିକ୍ଅପ୍…
ଗୁଳି ବିନିମୟରେ ୯ ମାଓବାଦୀ ମୃତ: ୫ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି, ୩ା୯(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ସୁକ୍ମା ଜିଲା ପୋଲିସ ନିକଟରେ ଜଣେ ମହିଳାଙ୍କ ସମେତ ୫ ମାଓବାଦୀ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମେହେତା ଆର୍ପିସି କେଏଏମ୍ଏସ୍ ସଦସ୍ୟା ପୋଡିୟମ ବୁଦରି, ଗୋଲାପାଲି ଏଲ୍ଓଏସ୍ ସଦସ୍ୟ ୧ ଲକ୍ଷ ପୁରସ୍କାର ଘୋଷିତ…
୩ଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଜିଲାପରିଷଦ ସଭ୍ୟା: ଆଉ ଏବେ ବାନ୍ଧିଲା…
ମାଲକାନଗିରି,୩୦।୮: କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଠକେଇ ମାମଲାରେ ଯୋଡିହୋଇଥିବା ମାଲକାନଗିରି ମାଥିଲି ବ୍ଲକ ୩ ନମ୍ବର ଜୋନର ଜିଲାପରିଷଦ ସଭ୍ୟା ସସ୍ମିତା ମାଝିଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଜଗତସିଂହପୁରରୁ ପୋଲିସ ସସ୍ମିତାଙ୍କୁ…
Archives


