ମାଲକାନଗିରି

ପୋଲିସ-ମାଓବାଦୀ ମୁହାଁମୁହିଁ: ୩ ମହିଳା ମାଓବାଦୀ ନିହତ

ମାଲକାନଗିରି,୨୯ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଏବଂ କାଙ୍କେର ଜିଲା ସୀମାବର୍ତ୍ତୀ ଅଞ୍ଚଳରେ ଗୁରୁବାର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ ମହିଳା ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନାରାୟଣପୁର ଏବଂ କାଙ୍କର ଜିଲା ସୀମାବର୍ତ୍ତୀ…

ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି

ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ ଜନଜାତିଙ୍କ ମଧ୍ୟରେ ପ୍ରଥମ ଡାକ୍ତର ହେବେ ମଙ୍ଗଳା । ସେ ଚୟନ ହେବା ପରେ…

ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୮ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ବୁଧବାର ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ମିଋତୁର ଥାନା ଅନ୍ତର୍ଗତ ତିମନାର ଗ୍ରାମର ସୁଦ୍ରୁ କରାମ। ତାଙ୍କୁ ଘରୁ ଅପହରଣ କରିନେଇ ହତ୍ୟା କରାଯାଇଥିବା…

ମହିଳା ମାଓବାଦୀଙ୍କୁ ଗଣବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ଲାଗିଲା ପୋଷ୍ଟର

ମାଲକାନଗିରି, ୨୮ା୮(ଦୁର୍ଯ୍ୟୋଧନ ପାତ୍ର): ମହିଳା ମାଓବାଦୀ ବନ୍ତୀ ରାଧାଙ୍କୁ ଗଣବଳାତ୍କାର ପରେ ପ୍ରଜାକୋର୍ଟରେ ହତ୍ୟା ଘଟଣାକୁ ବିରୋଧକରି ଆଣ୍ଟି ମାଓବାଦୀ ପିପୁଲ ପିସ୍‌ ଫୋର୍ସ ପକ୍ଷରୁ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଗ୍ରାମରେ ବୁଧବାର ମାଓବାଦୀ ବିରୋଧୀ ପୋଷ୍ଟର ଲଗାଯାଇଛି।…

ପ୍ରଜାକୋର୍ଟରେ ଯୁବକଙ୍କୁ ମାରିଦେଲେ ମାଓବାଦୀ

ମାଲକାନଗିରି,୨୭।୮ (ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ଜିଲାର ଭୈରମଗଡ଼ରେ ମାଓବାଦୀମାନେ ଏକ ପ୍ରଜା କୋର୍ଟକରି ଜଣେ ଯୁବକଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର ଅଭିଯୋଗରେ ମାଓବାଦୀମାନେ ଯୁବକଙ୍କୁ ହତ୍ୟାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଅନୁଯାୟୀ, ମାଓବାଦୀ ସଙ୍ଗଠନ ଭୈରମଗଡ଼…

ପାଣ୍ଡିଆନଙ୍କ ଶଳା ପରିଚୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗ

ମାଲକାନଗିରି,୨୬ା୮: ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହୋଇ ପରେ ଅନୁତାପ କରୁଛନ୍ତି। ଜିଲାରେ…

୨୭ରୁ ବସ୍‌ ଚଳାଚଳ ବନ୍ଦ

ମାଲକାନଗିରି,୨୫ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ଖବରଦାତା ସମ୍ମିଳନୀରେ ସେମାନଙ୍କ ବିଭିନ୍ନ ସମସ୍ୟା ନେଇ ଆସନ୍ତା ୨୭ ତାରିଖରୁ ଜିଲାର ସମସ୍ତ ଘରୋଇ ବସ୍‌ ଚଳାଚଳ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଡାକରା ଦେଇଛି।…

ଆତ୍ମସମର୍ପଣ କଲେ ନାବାଳକ ମାଓବାଦୀ, ଯାହାଙ୍କ ନାମରେ ଘୋଷିତ ହୋଇଥିଲା ୨ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୨୧ା୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସ ନିକଟରେ ଛତିଶଗଡ଼ ସୁକ୍‌ମା ଜିଲାର ଜଣେ ୨ ଲକ୍ଷ ପୁରସ୍କାର ଘୋଷିତ ନାବାଳକ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ମାଲକାନଗିରି ଜିଲାକୁ ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଆସିଥିବା ବେଳେ ଏସ୍‌ପି ନିତେଶ…

ମାଲକାନଗିରିରେ ୧୨ ଘଣ୍ଟିଆ ବନ୍ଦ ପାଳନ

ମାଲକାନଗିରି,୧୬ା୮: ଶୁକ୍ରବାର ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ କରାଯାଇଛି। ମାଲକାନଗିରି ଜିଲା ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଚାଲିଥିବା ଅତ୍ୟାଚାର ବନ୍ଦ ଏବଂ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ ଏହି ବନ୍ଦ ଡାକରା…

ମାଓବାଦୀଙ୍କ ବର୍ବରତା, ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟିପିଟି ମାରିଦେଲେ

ମାଲକାନଗିରି,୧୫।୮: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଏପରି ବର୍ବର କାଣ୍ଡ ଘଟାଇଛନ୍ତି ବୋଲି କୁହାଯାଉଛି। ଗତ ଦଶଦିନ ତଳେ ମୃତ…

ମାଓବାଦୀ ସାମଗ୍ରୀ ସହ ୩୮ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୧୩ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଗରିଆବନ୍ଧ ଏବଂ ଧମତରି ପୋଲିସ ମଙ୍ଗଳବାର ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଓ ବିସ୍ଫୋରକ ସହ ୩୮ ଲକ୍ଷ ଟଙ୍କା ଜବତ କରିଛି। ଛତିଶଗଡ ଗରିଆବନ୍ଧ ଓ ଧମତରି ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ପକ୍ଷରୁ ଗତ…

ଏନ୍‌କାଉଣ୍ଟରରେ ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି, ୧୧।୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଦକ୍ଷିଣ ବସ୍ତରରେ ଯବାନଙ୍କ ତଲାସୀ ବେଳେ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଯବାନମାନେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଛତିଶଗଡ଼ ଦକ୍ଷିଣବସ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri