ସ୍ଥିତି ସମୀକ୍ଷାକଲା ବିଜେଡି ପ୍ରତିନିଧି ଦଳ
ମାଲକାନଗିର/ଏମ୍ଭି ୭୯, ୯ା୮(ଦୁର୍ଯ୍ୟୋଧନ ପାତ୍ର/ଭିକି ବାରିକ):ପୋଲାଭରମ୍ ପ୍ରକଳ୍ପକୁ ନେଇ ଗ୍ରାଉଣ୍ଡ ଜିରୋରେ ବିଜେଡି ପ୍ରତିନିଧି ଦଳ ଗୁରୁବାର ପହଞ୍ଚତ୍ କ୍ଷୟକ୍ଷତି ହେବାକୁ ଥିବା ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳ ବୁଲି ସମୀକ୍ଷା କରିବା ସହ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ…
କୁମ୍ଭୀରକାନ୍ଦଣା କାନ୍ଦୁଛି ବିଜୁ ଜନତା ଦଳ
ମାଲକାନଗିରି,୯ା୮(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରିର ଭାଜପା ବିଧାୟକ ନରସିଂହ ମାଡକାମୀ ଗୁରୁବାର ବିଜେଡି ରାଜ୍ୟ କମିଟି ମୋଟୁ ଅଞ୍ଚଳ ଗସ୍ତକୁ ନେଇ ପ୍ରତିକ୍ରିୟାରେ କହିଛନ୍ତି, ପୋଲାଭରମ୍ ପ୍ରକଳ୍ପ ପାଇଁ ବିଜୁ ଜନତା ଦଳ କୁମ୍ଭୀରକାନ୍ଦଣା କାନ୍ଦୁଛି। କେମିତି ଜାଣିଲେ କେତେ କ୍ଷୟକ୍ଷତି ହେବ। ୨୫…
ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୬ ମାଓବାଦୀ
ମାଲକାନଗିରି,୮।୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଦାନ୍ତଓ୍ବୋଡାରେ ସରକାରଙ୍କ ଆତ୍ମସମର୍ପଣ ନୀତି ଏବଂ ଜିଲା ପୋଲିସ ଦ୍ବାରା କରାଯାଉଥିବା ଘରକୁ ଫେର (ଲୋନ ବାରାଟୁ) ଅଭିଯାନରେ ପ୍ରଭାବିତ ହୋଇ ଜଣେ ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୬ଜଣ ଗୁରୁବାର ଆତ୍ମସମର୍ପଣ କରିଛନ୍ତି।…
୨ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ସୁକ୍ମା ଜିଲାରେ ଚାଲିଥିବା ମାଓବାଦୀ ବିଲୋପ ଅଭିଯାନ ଅଧୀନରେ ଛତିଶଗଡ଼ ସରକାରଙ୍କ ମାଓବାଦୀ ବିଲୋପ ଏବଂ ପୁନର୍ବାସ ନୀତି ଏବଂ ସୁକ୍ମା ପୋଲିସ ଆଭ୍ୟନ୍ତରୀଣ ଅଞ୍ଚଳରେ ଶିବିର ପ୍ରତିଷ୍ଠା ଯୋଗୁ ୨ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ…
ତେଜିଲା ପୋଲାଭରମ୍ ରାଜନୀତି
ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶର ପୋଲାଭରମ୍ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ୍ ହେବାରେ ଲାଗିଛି। ଏହି ପ୍ରକଳ୍ପ ପାଇଁ ମାଲକାନଗିରି ଜିଲାର ୧୦୦ରୁ ଊର୍ଦ୍ଧ୍ୱ ଗଁା ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ଏହାକୁ ଦେଖି ବିଭିନ୍ନ ସଙ୍ଗଠନ ପକ୍ଷରୁ ପୋଲାଭରମ୍ ପ୍ରକଳ୍ପ ଦ୍ବାରା…
ମାଓବାଦୀଙ୍କ ସହ ଲଢ଼େଇ କରି ବାପାଙ୍କ ଜୀବନ ବଞ୍ଚାଇଲେ ଝିଅ
ମାଲକାନଗିରି,୬ା୮(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ସହ ଲଢି ବାପାଙ୍କ ଜୀବନ ବଞ୍ଚାଇଛନ୍ତି ଝିଅ। ଏପରି ଏକ ଘଟଣା ଛତିଶଗଡ଼ ନାରାୟଣପୁରସ୍ଥିତ ଝାରଗାଁରେ ଦେଖିବାକୁ ମିଳିଛି। ସୋମବାର ରାତିରେ ୪ଟି ବାଇକ୍ରେ ୮ଜଣ ମାଓବାଦୀ ଗାଁରେ ପହଞ୍ଚି ସମୋଧର କୋରାମ୍ ନାମକ ବ୍ୟକ୍ତିଙ୍କୁ ଧାରୁଆ…
ବନ୍ଦ ହେଲା ଲକ୍ଷ୍ମୀ ବସ୍!, ଏହି ଜିଲାରେ ବନ୍ଦ ହେଲା ବସ୍ ଚଳାଚଳ
ଭୁବନେଶ୍ୱର,୩।୮:ବନ୍ଦ ହେଲା ଲକ୍ଷ୍ମୀ ବସ୍! ଆଉ ଗଡିବନି ଲକ୍ଷ୍ମୀ ଏସି ବସ୍। ମାଲକାନଗିରିରେ ଆଉ ଗଡିବନି ଲକ୍ଷ୍ମୀ ଏସି ବସ। ୬ଟି ରୁଟରେ ବସ ଚଳାଚଳ ବାତିଲ କରାଯାଇଛି। ଆରଟିଓ ବସ ଚଳାଚଳ ପରମିଟ ବାତିଲ କରିଛନ୍ତି। ସବୁ ବସ ଅପରେଟର…
ଶିକ୍ଷକଙ୍କ ନାଁରେ ମାମଲା, ରାତି ୧୨ଟାରେ ଛାତ୍ରୀଙ୍କୁ କ୍ୱାର୍ଟର୍ସକୁ ଡାକି…
କାଲିମେଳା, ୩ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଜାତି ଓ ଜନଜାତି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜନୈକ ଶିକ୍ଷକ ବଳାତ୍କାର କରିବା ସହ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ…
ଅପହଞ୍ଚ ଇଲାକାକୁ ୧୨ ଟ୍ରାକ୍ଟରରେ ଗଲେ ବିଡିଓ
ଗୋବିନ୍ଦପାଲି,୩୧ା୭(କାର୍ତ୍ତିକ ରଥ): ପୂର୍ବରୁ କେବେ ପ୍ରଶାସନିକ ଅଧିକାରୀମାନଙ୍କ ପାଦ ପଡ଼େନାହିଁ। ଜଙ୍ଗଲ ଓ ପାହାଡ ଅଞ୍ଚଳ ସେମାନଙ୍କ ପାଇଁ ଅପହଞ୍ଚ ଇଲାକା। ଲଗାଣ ବର୍ଷାରେ ରାସ୍ତା ଘାଟ ଖାଲଖମାରେ ପୂରି ରହିଥିବା ବେଳେ ବୁଧବାର ଖଇରପୁଟ ବିଡିଓ ଉମା ଶଙ୍କର କୋୟା…
ଆତ୍ମସମର୍ପଣ କଲେ ୫ ମାଓବାଦୀ
ମାଲକାନଗିରି,୩୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ପୋଲିସ ନିକଟରେ ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତିି। ଡିଏକେଏମ୍ଏସ୍ ଅଧ୍ୟକ୍ଷ ତଥା ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀ ମାଙ୍ଗୁ ପୋଡାମ, ପାଇକୁ ତେଲା.…
ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇଲେ ସିଆର୍ପିଏଫ ଯବାନ
ମାଲକାନଗିରି,୨୩।୭: ମହାନତା ଦେଖାଇଛନ୍ତି ସିଆର୍ପିଏଫ ଯବାନ। ନିଜ ଜୀବନକୁ ବାଜି ଲଗାଇ ଜଣେ ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇ ହସ୍ପିଟାଲ ପଠାଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ। ଯବାନଙ୍କ ଏଭଳି କାର୍ଯ୍ୟକୁ ବିଭିନ୍ନ…
ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ୧୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
କୋରୁକୋଣ୍ଡା,୨୩ା୭(ଶିବଦତ୍ତ ସାହୁ): ଲଗାଣ ବର୍ଷାରେ ମାଲକାନଗିରି ଜିଲାର ବହୁଅଞ୍ଚଳକୁ ଯାତାୟାତ ବନ୍ଦ ହୋଇଯାଇଥିବା ବେଳେ କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ ଅରଙ୍ଗୀଠାରୁ ବାୟାପଡା ଯିବାକୁ ଥିବା ରାସ୍ତାଟି ସମ୍ପୂର୍ଣ ଭାବେ ଧୋଇ ହୋଇଯାଇଛି। ପାହାଡ଼ରୁ ମାଟି ଧସିବା ଫଳରେ ବାୟାପଡା ସମେତ…
Archives


