ମାଲକାନଗିରି

ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ ବୁଧବାର କୋଣ୍ଡାକାମ୍ବେରୁ ସଂରକ୍ଷିତ…

ୟୁଟ୍ୟୁବ୍‌ରୁ ପାଠପଢ଼ି ଓଏଏସ୍‌ ପାଇଲେ ବଣ୍ଡା ଯୁବତୀ

ମାଲକାନଗିରି,୨୦ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମୁଦୁଲିପଡା ଥାନା ଅଧୀନ ବଣ୍ଡାଘାଟିର ଜଣେ ବଣ୍ଡା ଜନଜାତି ଛାତ୍ର ଡାକ୍ତରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଜିଲା ପାଇଁ ଗୌରବ ଆଣିଥିବା ବେଳେ ଶନିବାର ଆଉ ଜଣେ ବଣ୍ଡା ଛାତ୍ରୀ ଓଡ଼ିଶା ପ୍ରଶାସନିକ…

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ନିହତ ଯବାନ ହେଲେ ଅମର ପାନୱାର୍‌ ଓ କେ. ରାଜେଶ । ନାରାୟଣପୁର ଜିଲାର…

୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ

ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ ସୁଜାତା। ହାଇଦ୍ରାବାଦର ମେହବୁବନଗରରେ ଲୁଚି ରହିଥିବା ନେଇ ତେଲଙ୍ଗାନା ପୋଲିସକୁ ବିଶେଷ ସୂତ୍ରରୁ ଖବର…

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍‌ଏସ୍‌ସି -୧୪ ଗ୍ରାମରେ ଗୁରୁବାର ଘଟିଛି। ସକାଳୁ ବ୍ଲେଶିରାଣୀ ଭତ୍ରା(୫)ପଡ଼ୋଶୀ ଘରେ…

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ ଆଗରେ ବ୍ଲେଡରେ କାଟି ଦେଇଥିଲେ। ଫଳରେ ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି…

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର ଆରଏସ୍‌ସି -୧୪ଗ୍ରାମରେ। ମୃତ…

ଗାଁ ପଡ଼ିଆରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ

ମାଲକାନଗିରି,୧୫।୧୦: ମାଲକାନଗିରି ଥାନା ଏମ୍‌ଭି-୮ ଗାଁ ନିକଟ ପଡ଼ିଆରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୋଜନା ମୁତାବକ ପୁଅକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଗାଁ ନିକଟ…

ନାବାଳିକାଙ୍କୁ ଛୁରି ଦେଖାଇ ସାରା ରାତି ବଳାତ୍କାର, ଅଭିଯୁକ୍ତ ଫେରାର

ଏମ୍‌ଭି ୭୯, ୧୪ା୧୦(ଭିକି ବାରିକ): ଦୁର୍ଗାପୂଜା ପାଇଁ ମଣ୍ଡପଗୁଡିକରେ ଗହଳି ଲାଗି ରହିଥିବା ବେଳେ ମାଲାକନଗିରି ଜିଲା ମୋଟୁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଛୁରି ଦେଖାଇ ଭୟଭୀତ କରି ସାରା ରାତି ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ…

୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, କରିଆ ପୋୟାମ ଏବଂ ଫୁଲମତି ଗୀର୍ଜା।…

ନିଜ ଜୀବନକୁ ବାଜି ଲଗାଇ ବୁଡ଼ି ଯାଉଥିବା ଯୁବକଙ୍କୁ ପାଣିରୁ ଉଦ୍ଧାର କଲେ ଶିକ୍ଷକ

କୋରୁକୋଣ୍ଡା,୨ା୧୦(ଶିବଦତ୍ତ ସାହୁ): ଗଭୀର ଜଳରେ ବୁଡ଼ିଯାଉଥିବା ଜଣେ ଯୁବକଙ୍କୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି ଜଣେ ଶିକ୍ଷକ। ଉଦ୍ଧାର ହୋଇଥିବା ଯୁବକ ହେଲେ କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ପୁରୁଣା କତାପାଲି ଗ୍ରାମର ମୁକା କବାସୀ। ବାଲିମେଳା…

ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି

ମାଲକାନଗିରି,୨ା୧୦: ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ମାଲକାନଗିରି ଏସ୍‌ପି ହୋଇଛନ୍ତି। ପୂର୍ବରୁ ବିନୋଦ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?