ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ
କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର ଗୋଟିଏ ହେଟାବାଘର ମୃତଦେହ ଜବତ କରାଯାଇଛି । ଏକ ବଡ ଗାଡି ଧକ୍କାରେ ହେଟାବାଘର…
୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି
କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନସ୍ଥ ତଥା କାଲିମେଳା ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ଏମଭି…
ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ
ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଜିଲା ନ୍ୟାଶନାଲ ପାର୍କ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ଖବର ପାଇ ସିଆରପିଏଫ୍,…
ବେଆଇନ ପଥର ଖାଦାନରେ ଅଘଟଣ: ୨ ଶ୍ରମିକଙ୍କ ମୃତ, ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା
ମାଲକାନଗିରିରେ,୧୬।୨: ମାଲକାନଗିରି ଜିଲାରେ ବେଆଇନ ପଥର ଖାଦାନରୁ ପଥର ଖସି ଦୁଇ ଶ୍ରମିକଙ୍କ ପ୍ରାଣହାନି ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ପ୍ରାୟ ସମୟରେ ତାରିଣୀ ମନ୍ଦିର ପଛପଟେ…
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ, ଭିଡିଓ କନ୍ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ…
କାଲିମେଳା,୭ା୧(ଜୀବନକୃଷ୍ଣ ଦାସ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପାପୁଲୁରୁ, କାଲିମେଳା ବ୍ଲକ, ମାଲକାନଗିରିରେ ହୋଇଯାଇଛି। ଯେଉଁଥିରେ ଜିଲା ତରଫରୁ ବିଧାୟକ ମାଲକାନଗିରି ନରସିଂହ ମାଡ଼କାମୀ, ବିଧାୟକ ଚିତ୍ରକୋଣ୍ଡା ପ୍ରତିନିଧି, ଉପାଧ୍ୟକ୍ଷ ମାଲକାନଗିରି…
ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ
ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ । ଜୟନଗର ସ୍ଥିତ…
ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୨ କୋଟିର…
ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା
ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା ଅନୁଯାୟୀ, ଆଜି ଭୋର ସକାଳୁ ସୁକୁମା ଡିଆରଜି ବାହିନୀ ଜିଲାର ଗୋଲାପାଲ୍ଲୀ ଜଙ୍ଗଲରେ କମ୍ବିଂ…
ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା
ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା। ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି…
ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…
ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ କରାଯାଇନି।…
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଆସନ୍ତା…
ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…
ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦୁଇ ଗୋଷ୍ଠୀ ଦାବିପତ୍ର…
Archives


