ମାଲକାନଗିରି

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ ପାଟିଲ ସୂଚନା ଦେଇ କହିଛନ୍ତି ଯେ, ଗତ ୨୦୨୧ରେ ଆନ୍ଧ୍ରପ୍ରଦେଶ ଗୁଂଟୁର ଜିଲାର…

ମାଲକାନଗିରି ପୋଲିସକୁ ଆଉ ଏକ ବଡ଼ ସଫଳତା: ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସକୁ ପୁଣିଥରେ ଏକ ବଡ଼ ସଫଳତା ମିଳିଛି। ମାଓବାଦୀଙ୍କ ଡମ୍ପ୍‌ ଠାବ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି। ତଥ୍ୟ ଅନୁଯାୟୀ, ଆଜି ସକାଳୁ ଡିବିଏଫ୍‌ ଯବାନମାନେ କାଲିମେଳା ଥାନା ଅନ୍ତର୍ଗତ ଗୁଣ୍ଠାବେଡ଼ା…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ ଫେରାର ହୋଇଯାଇଥିବା ଜଣାପଡିଛି। ସେ ହେଲେ ସିନ୍ଧ୍ରିମାଲ ଗ୍ରାମର ବିଶ୍ୱନାଥ ମାଡକାମି। ତଥ୍ୟ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚପାରିଲା ନାହିଁ। ଫଳରେ ଜଣେ ଗର୍ଭବତୀ ପ୍ରାୟ…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ମାଥିଲି ଥାନା ଦଳପତିଗୁଡ଼ା ଗ୍ରାମର ଗୋବିନ୍ଦ ଗୌଡ଼, ଧନୁର୍ଜୟ ଗୌଡ଼,…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ ନରସିଂହ ମାଡକାମି, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ସୋଡି, ବରିଷ୍ଠ ନେତା…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ଡାକ୍ତରଙ୍କ ଉପରେ ଆକ୍ରମଣ କରିଥିବା…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚାଉଳ ନଷ୍ଟ ହେବା ସହ ଗାଡ଼ିଟି ପାଣି ଭିତରେ…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ ରାସ୍ତାର ଭାଲ୍‌ବ ହାଉସ ଛକ ନିକଟରେ ବୁଧବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଏକ…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି। ଜଙ୍ଗଲରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ବନ…

ଗାତ ଖୋଳି ଜଙ୍ଗଲରେ ଲୁଚାଇ ରଖିଥିଲେ ଅସ୍ତ୍ରଶସ୍ତ୍ର, ସର୍ଚ୍ଚ ଅପରେଶନ ବେଳେ ଯାହା ମିଳିଲା…

ମାଲକାନଗିରି,୯।୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲା ଦର୍ଭା ଥାନା ସୀମାନ୍ତ ଏବଂ ଓଡିଶା ମାଲାକନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କିରିମିଟି ଓ କଟୁଆପଦର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଡିବିଏଫ ଏବଂ ବିଏସ୍‌ଏଫ ଯବାନ ଏକ ମାଓବାଦୀ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି। ଆସନ୍ତା ୧୩ ଯାଏ ହେବାକୁ ଥିବା ପ୍ରତିଯୋଗିତାରେ ୨ ଗ୍ରୁପ୍‌ରେ ମୋଟ ୧୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?