ମାଲକାନଗିରି

ବର୍ଷାରେ ଧସିଲା ନଦୀ ପୋଲ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଗତ ୩ ଦିନ ଧରି ଲଘୁଚାପ ଲଗାଣ ବର୍ଷା ଯୋଗୁ ଏମ୍‌ଭି ୯୦, ଏମ୍‌ଭି ୯୬, କାଙ୍ଗୁରୁକୋଣ୍ଡା, କନ୍ୟାଶ୍ରମ, ପାଙ୍ଗାମ ଓ ପୋଟେରୁ ନଦୀରେ ଜଳସ୍ତର ବୃଦ୍ଧି ପାଇ ପୋଲ ଉପରେ ୫ ଫୁଟ ଉଚ୍ଚର…

ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ ମେକା ପଞ୍ଚାୟତ ଦାମାପଡ଼ାର ସୁବାସ ଅନୁଗୁଳିଆଙ୍କ ଘର ଉପରେ ଏକ ବିରାଟ ଗଛ ଉପୁଡ଼ି ପଡ଼ିଛି। ଲଗାଣ ବର୍ଷାରେ ଗଛଟି ଘର ଉପରେ ପଡ଼ିଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଛନ୍ତି ପରିବାର ଲୋକେ।…

ମାଓବାଦୀ ଶିବିର ଧ୍ୱଂସ, ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ କୋଣ୍ଡାଗାଓଁ ଅଞ୍ଚଳରେ ରବିବାର ଯବାନମାନେ ମାଓବାଦୀ ଶିବିର ଧ୍ୱଂସ କରିବା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି। ଛତିଶଗଡ଼ ବସ୍ତର ଜିଲାରେ ସୁରକ୍ଷା ବାହିନୀ ଦ୍ୱାରା ଅପରେଶନ ଜାରିଥିବା ବେଳେ ସ୍ଥାନୀୟ ପୋଲିସ ଓ…

ଗଛ ଉପୁଡ଼ି ମୁଖ୍ୟରାସ୍ତାରେ ପଡ଼ିଲା, ଯାତାୟାତ ବାଧାପ୍ରାପ୍ତ

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମୁଖ୍ୟ ରାସ୍ତା ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲା ମାଥିଲି ବ୍ଲକଠାରୁ କିଆଙ୍ଗ ଓ ଛତିଶଗଡ଼କୁ ସଂଯୋଗ କରୁଥିବା କୋରାପଲ୍ଲୀ ଗଁା ନିକଟରେ ମୁଖ୍ୟ ରାସ୍ତାରେ ଏକ ବିରାଟକାୟ ତେନ୍ତୁଳିଗଛ ରାସ୍ତା ମଝିରେ ଉପୁଡ଼ି ପଡ଼ିବାରୁ ଯାତାୟାତ…

ମାଲକାନଗିରି ଉବୁଟୁବୁ

ମାଲକାନଗିରି/ କାଲିମେଳା,୨୧ା୭(ଦୁର୍ଯ୍ୟୋଧନ ପାତ୍ର/ ଜୀବନକୃଷ୍ଣ ଦାସ)ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। କାଲିମେଳା ବ୍ଲକ୍‌ର ପୋଟେରୁ, କାଙ୍ଗୁରୁକୋଣ୍ଡା, ଏମ୍‌ଭି ୯୦ ଓ ଏମ୍‌ଭି ୯୬ ଓ ପଡିଆ ବ୍ଲକ କନ୍ୟାଶ୍ରମ ନଦୀ ପୋଲ ଉପରେ ପ୍ରାୟ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳି ପଡ଼ିଲେ ମାଓବାଦୀ

ମାଲକାନଗିରି,୨୦ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଜଗରଗୁଣ୍ଡା ଥାନା ଅଞ୍ଚଳର ପାହାଡ଼ ଏବଂ ଜଙ୍ଗଲରେ ମାଓବାଦୀ ସଂଗଠନ ଏରିଆ କମିଟି କର୍ମକର୍ତ୍ତା ଉପସ୍ଥିତି ଖବର ପୋଲିସକୁ ମିଳିବା ପରେ ଏକ ଦଳ ସର୍ଚ୍ଚ…

ପ୍ରବଳ ବର୍ଷାରେ ଧସିଲା ପାହାଡ଼

ମାଲକାନଗିରି,୨୦।୭: ମାଲକାନଗିରି ଜିଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ବଣ୍ଡାଘାଟିରେ ବର୍ଷା ବିତ୍ପାତ  ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ପାହାଡ଼ ଧସିଛି। ଫଳରେ ଖଇରପୁଟ-ମୁଦୁଲିପଡାକୁ ଯୋଗାଯୋଗ ଠପ୍‌ ହୋଇପଡ଼ିଛି। ବଣ୍ଡାଘାଟିର ୨ଟି ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପାହାଡରୁ…

ମାଲକାନଗିରିରେ ପ୍ରବଳ ବର୍ଷା: ବୁଡ଼ିଲା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୨୦।୭: ମାଲକାନଗିରି ଜିଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ପ୍ରବଳ ବର୍ଷାରେ କାଙ୍ଗୁରୁ କଣ୍ଡା ପୋଲ ଉପରେ ୨ରୁ ୩ ଫୁଟ ପାଣି ଚାଲିଥିବା ବେଳେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି । ଅନ୍ୟପକ୍ଷେ କାଙ୍ଗୁରୁ କଣ୍ଡା ବ୍ରିଜ…

ଓଡ଼ିଶା-ଆନ୍ଧ୍ର ସହ ତେଲଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି/କାଲିମେଳା/ ଏମ୍‌ଭି-୭୯,୨୦ା୭ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/ ଭି.କି ବାରିକ): ମାଲକାନଗିରି ଜିଲାରେ ଶୁକ୍ରବାର ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଲଘୁଚାପଜନିତ ବର୍ଷା ଲାଗିରହିଛି। ଜିଲାରେ ମୋଟ ୮୩.୮ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ମାଲକାନଗିରି ବ୍ଲକ୍‌ରେ ୬.୨ମି.ମି., ମାଥିଲି ବ୍ଲକ୍‌ ୩.୦…

ଆଇଡି ବିସ୍ଫୋରଣ ପରେ ସର୍ଚ୍ଚ ଅପରେଶନ ଜୋର୍‌ଦାର

ମାଲକାନଗିରି,୧୮।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗୁରୁବାର ଆଇଡି ବିସ୍ପୋରଣ ଘଟି ୨ଜଣ ଯବାନ ଶହୀଦ ହୋଇଥିବା ବେଳେ ୪ଜଣ ଯବାନ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମିଳିଥିବା ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ତରେମ…

କମ୍ବିଂବେଳେ ଆଇଡି ବିସ୍ଫୋରଣ: ୨ ଯବାନ ଶହୀଦ, ୪ଆହତ

ମାଲକାନଗିରି,୧୮।୭( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡରେ ବଡ଼ ଧରଣର ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲା ତରେମ ଥାନାରେ ହୋଇଛି। ଜଙ୍ଗଲରେ ଯବାନମାନଙ୍କ ତରଫରୁ ମାଓ ବିରୋଧୀ ଅପରେଶନ କରୁଥିବା ସମୟରେ ମାଓବାଦୀଙ୍କ…

ମହିଳା ମାଓବାଦୀଙ୍କ ସମେତ ୭ ଗିରଫ

ମାଲକାନଗିରି,୧୬ା୭(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ବିଜାପୁର ଜିଲାରେ ଚାଲିଥିବା ମାଓବାଦୀ ଅଭିଯାନ ବେଳେ ପୋଲିସ ଦ୍ୱାରା ତେରେମ୍‌ ଅଞ୍ଚଳରୁ ମଙ୍ଗଳବାର ୭ ମାଓବାଦୀ ଗିରଫ ହୋଇଛନ୍ତି। ତେରେମ୍‌ ଅଞ୍ଚଳରେ ପୋଲିସ ଓ ସୁରକ୍ଷା ବାହିନୀର ମିଳିତ ତଲାସି ଅଭିଯାନ ବେଳେ ଜଙ୍ଗଲ ମଧ୍ୟରେ କେତେଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri