ମାଲକାନଗିରି

ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସ୍‌ଏଫ୍‌ ହେଲିପ୍ୟାଡରେ ଅବତରଣ କରିଥିଲେ ା ଏହି…

ସଂଗଠନରେ ବିଦ୍ରୋହ, ସାଥୀ ମାଓବାଦୀଙ୍କୁ ହତ୍ୟା

ମାଲକାନଗିରି, ୯ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ବିଦ୍ରୋହ ଦେଖାଦେଇଛି। ପୋଲିସ ସୂଚନାଦାତା ସନ୍ଦେହରେ କାଙ୍କେର ଜିଲା ପରତାପୁରରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ତେଲୁଗୁ କ୍ୟାଡର ସାଥୀ ମାଓବାଦୀ ନେତା ବିଜୟ ରେଡୀ ଓରଫ ବିଜାଙ୍କୁ ହତ୍ୟା ସହ ଏଥିସହ ସଂଗଠନର…

ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ…

ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି

ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ…

୫୦୦ରୁ ଊର୍ଦ୍ଧ୍ୱ କଇଁଛ ଜବତ, ୪ ଗିରଫ

ମାଲକାନଗିରି,୫।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ମୋଟୁ ବନ ବିଭାଗ ଦ୍ୱାରା ବୁଧବାର ସକାଳେ ୫୦୦ରୁ ଊର୍ଦ୍ଧ୍ୱ ଜୀବନ୍ତ କଇଁଛ ଜବତ ହୋଇଛି। ଆନ୍ଧ୍ର- ଓଡ଼ିଶା ସୀମାନ୍ତ ମୋଟୁ ତନଖି ଫାଟକ ନିକଟରୁ ବନ ବିଭାଗ ୨ଟି ପିକ୍‌ଅପ୍‌…

ଗୁଳି ବିନିମୟରେ ୯ ମାଓବାଦୀ ମୃତ: ୫ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୩ା୯(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ଜଣେ ମହିଳାଙ୍କ ସମେତ ୫ ମାଓବାଦୀ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମେହେତା ଆର୍‌ପିସି କେଏଏମ୍‌ଏସ୍‌ ସଦସ୍ୟା ପୋଡିୟମ ବୁଦରି, ଗୋଲାପାଲି ଏଲ୍‌ଓଏସ୍‌ ସଦସ୍ୟ ୧ ଲକ୍ଷ ପୁରସ୍କାର ଘୋଷିତ…

୩ଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଜିଲାପରିଷଦ ସଭ୍ୟା:  ଆଉ ଏବେ ବାନ୍ଧିଲା…

ମାଲକାନଗିରି,୩୦।୮: କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଠକେଇ ମାମଲାରେ ଯୋଡିହୋଇଥିବା ମାଲକାନଗିରି ମାଥିଲି ବ୍ଲକ ୩ ନମ୍ବର ଜୋନର ଜିଲାପରିଷଦ ସଭ୍ୟା ସସ୍ମିତା ମାଝିଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଜଗତସିଂହପୁରରୁ ପୋଲିସ ସସ୍ମିତାଙ୍କୁ…

ପୋଲିସ-ମାଓବାଦୀ ମୁହାଁମୁହିଁ: ୩ ମହିଳା ମାଓବାଦୀ ନିହତ

ମାଲକାନଗିରି,୨୯ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଏବଂ କାଙ୍କେର ଜିଲା ସୀମାବର୍ତ୍ତୀ ଅଞ୍ଚଳରେ ଗୁରୁବାର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ ମହିଳା ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନାରାୟଣପୁର ଏବଂ କାଙ୍କର ଜିଲା ସୀମାବର୍ତ୍ତୀ…

ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି

ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ ଜନଜାତିଙ୍କ ମଧ୍ୟରେ ପ୍ରଥମ ଡାକ୍ତର ହେବେ ମଙ୍ଗଳା । ସେ ଚୟନ ହେବା ପରେ…

ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୮ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ବୁଧବାର ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ମିଋତୁର ଥାନା ଅନ୍ତର୍ଗତ ତିମନାର ଗ୍ରାମର ସୁଦ୍ରୁ କରାମ। ତାଙ୍କୁ ଘରୁ ଅପହରଣ କରିନେଇ ହତ୍ୟା କରାଯାଇଥିବା…

ମହିଳା ମାଓବାଦୀଙ୍କୁ ଗଣବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ଲାଗିଲା ପୋଷ୍ଟର

ମାଲକାନଗିରି, ୨୮ା୮(ଦୁର୍ଯ୍ୟୋଧନ ପାତ୍ର): ମହିଳା ମାଓବାଦୀ ବନ୍ତୀ ରାଧାଙ୍କୁ ଗଣବଳାତ୍କାର ପରେ ପ୍ରଜାକୋର୍ଟରେ ହତ୍ୟା ଘଟଣାକୁ ବିରୋଧକରି ଆଣ୍ଟି ମାଓବାଦୀ ପିପୁଲ ପିସ୍‌ ଫୋର୍ସ ପକ୍ଷରୁ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଗ୍ରାମରେ ବୁଧବାର ମାଓବାଦୀ ବିରୋଧୀ ପୋଷ୍ଟର ଲଗାଯାଇଛି।…

ପ୍ରଜାକୋର୍ଟରେ ଯୁବକଙ୍କୁ ମାରିଦେଲେ ମାଓବାଦୀ

ମାଲକାନଗିରି,୨୭।୮ (ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ଜିଲାର ଭୈରମଗଡ଼ରେ ମାଓବାଦୀମାନେ ଏକ ପ୍ରଜା କୋର୍ଟକରି ଜଣେ ଯୁବକଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର ଅଭିଯୋଗରେ ମାଓବାଦୀମାନେ ଯୁବକଙ୍କୁ ହତ୍ୟାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଅନୁଯାୟୀ, ମାଓବାଦୀ ସଙ୍ଗଠନ ଭୈରମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?