ଉଦ୍ଧାର ହେଲେ ଅସହାୟ ଭଉଣୀ, ଭାଇ
ମାଲକାନଗିରି,୨୪ା୫ (ଦୁ ର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ନିିଲିଗୁଡା ଗ୍ରାମର ଦୁଇଜଣ ଅସହାୟ ଭଉଣୀଭାଇଙ୍କୁ ଆଇନସେବା ପ୍ରାଧିକରଣ ପକ୍ଷରୁ ଉଦ୍ଧାର କରାଯାଇ ଶୁକ୍ରବାର ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନିଲିଗୁଡା ଗ୍ରାମର ଜଣେ ଶିଶୁ କନ୍ୟା...
ପୋଲିସ-ମାଓବାଦୀ ଗୁଳି ବିନିମୟ: ୮ ମାଓବାଦୀ ନିପାତ
ମାଲକାନଗିରି,୨୩ା୫(ଦୁର୍ଯ୍ୟୋଧନ ପାତ୍ର)/ ରାଉରକେଲା, ୨୪ା୫(ସଙ୍ଗୀତା ଜେନା):ଛତିଶଗଡ଼ ନାରାୟଣପୁର-ବିଜାପୁର ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଆବୁଜମାଡ ଜଙ୍ଗଲରେ ଡିଆର୍ଜି, ଏସ୍ଟିଏଫ୍ର ପ୍ରାୟ ୮୦୦ରୁ ଊର୍ଦ୍ଧ୍ୱ ଯବାନ...
୧୨ ମାଓବାଦୀ ଗିରଫ
ମାଲକାନଗିରି,୨୨ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲାରେ ଡିଆର୍ଜି ବାହିନୀ ଓ ୨୦୪, ୨୦୬, ୨୦୮ କୋବ୍ରା ବାହିନୀ ମିଳିତ ଭାବେ ଦୁଲେଡ, ବେଝେତୋଙ୍ଗ, ରାସାପଲ୍ଲୀ, ପିନାରନ୍ଦା, ଇରାପଲୀ, ମେଟାମୁଡେମ ଓ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନକରି ୧୦ଜଣ ମାଓବାଦୀଙ୍କୁ ଗିରଫ...
ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି
ଭୁବନେଶ୍ୱର,(ସତ୍ୟଜିତ୍ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍ସିଓ) ଦାଶରଥି ତ୍ରିପାଠୀଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ଦାଶରଥିଙ୍କ...
କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼
ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି। ଏ ସମ୍ପର୍କରେ ପୋଲିସ ଜାଣିପାରି ତୁରନ୍ତ ଗାଁରେ ପହଞ୍ଚି...
ଯୁବକଙ୍କ ଜୀବନ ନେଲା ଅନ୍ଲାଇନ୍ ଗେମ୍
ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍ଲାଇନ ଗେମ୍ ଖେଳରୁ ରଶି ଦେଇ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଲେ ସରୋଜ ବାଘ(୨୨)। ସରୋଜ, ସ୍ତ୍ରୀ ସନ୍ତୋଷୀ ଓ...
ଏନକାଉଣ୍ଟରରେ ନକ୍ସଲ ନିହତ
ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲା ପୋଲିସ ଓ...
ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ
ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ ମରକମ ଓରଫ ମଙ୍ଗଡି, ଆଇତା ମରକମ, ବିଜାରାମ ନୁପୋ, ଜଗା ତାତି ଓ...
ଅନଲାଇନ୍ ଗେମ୍ ନେଲା ଯୁବକଙ୍କ ଜୀବନ
କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍ ଗେମ୍ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮ ଗ୍ରାମରେ। ସେ ହେଉଛନ୍ତି ଦେବାଶିଷ ସରକାର(୩୨) । ଅନଲାଇନ୍ ଗେମ୍ ଖେଳି ଅର୍ଥ...
ଦୁର୍ଘଟଣାରେ ଚାଲିଗଲା ଦୁଇ ପ୍ରିଜାଇଡିଂ ଅଫିସରଙ୍କ ଜୀବନ
ନୂଆପଡ଼ା/କୋରୁକୋଣ୍ଡା(ମକାରୁ ବେମାଲ/ଅଭିନାଶ ବେହେରା):୧୪।୫: ନିର୍ବାଚନ କାର୍ଯ୍ୟ ଶେଷ କରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଦୁଇ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଡିଆଳ ନିର୍ବାଚନମଣ୍ଡଳି ରାନିମୁଣ୍ଡାରେ ପ୍ରିଜାଇଡିଂ ଅଫିସର ଭାବେ ନିଯୁକ୍ତ ଥିବା ପ୍ରସନ୍ନ...
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଚାଲିଗଲା ୨ ନାବାଳକଙ୍କ ଜୀବନ
ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ କ୍ଷେତରେ ଖଞ୍ଜା ଯାଇଥିବା ୟୁଜିବି ଲ୍ୟାଣ୍ଡମାଇନ୍ ସଂସ୍ପର୍ଶରେ ଆସି ସୋମବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୋଡଗା ଗ୍ରାମର ଲକ୍ଷ୍ମଣ ଓୟାମ (୧୩) ଓ ବେଟି ଓୟାମ (୧୧)। ମିଳିଥିବା...
ପ୍ରଥମଥର ମାଓବାଦୀ ପ୍ରବଣ ଅଞ୍ଚଳରେ ମତଦାନ ପାଇଁ ପ୍ରବଳ ଭିଡ଼
ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ପୂର୍ବରୁ ଥିବା ବିଚ୍ଛିନ୍ନାଞ୍ଚଳ ଯନ୍ତ୍ରୀ, ଜୋଡ଼ାମ୍ବ ପଞ୍ଚାୟତ ଅଞ୍ଚଳରେ ଭୋଟରମାନେ ପୂର୍ବରୁ ମାଓବାଦୀଙ୍କ ଭୟରେ ଭୋଟ୍ ଦାନ କେନ୍ଦ୍ରକୁ ଆସୁ ନ ଥିଲେ ବିଚ୍ଛିନାଞ୍ଚଳରୁ ସ୍ବାଭିମାନ ଅଞ୍ଚଳ ହେବା ପରେ ଏହି...
Archives


