ମାଲକାନଗିରି

ଜଳକଷ୍ଟ ଭୋଗୁଛନ୍ତି ସିଂଗୁଡା ଗ୍ରାମବାସୀ

ମାଥିଲି,୨୪ା୧୦(ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକ ଉଦୁଲିବେଡା ପଞ୍ଚାୟତ ସିଂଗୁଡା ଗ୍ରାମରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ଗ୍ରାମରେ ୪୫ରୁ ଉଦ୍ଧର୍‌ବ ପରିବାରର ୨୫୦ ଲୋକ ବସବାସ କରୁଛନ୍ତି। ରହିଥିବା ୩ଟ ନଳକୂପରୁ ଗୋଟିଏ ରେ ବହୁ...

ଭରା ନଦୀରେ ବାଜି ଲାଗୁଛି ଜୀବନ

ମାଥିଲି,୨୩।୧୦(ଡି.ଏନ. ଏ.): ପ୍ରତେକ ଦିନ ଭରା ନଈରେ ବାଜି ଲାଗୁଛି ଜୀବନ। ଜୀବୀକା ଆଗରେ ଜୀବନ ହୋଇଛି ତୁଚ୍ଛ। କେବଳ ଶିଳାନ୍ୟାଶ ପରେ ପୋଲ ନିର୍ମାଣ ଆରମ୍ଭ ହୋଇ ୫ବର୍ଷ ହେଲା ସରୁନି। ଯାତାୟାତ ଲାଗି ଲୋକେ ନାହିଁ ନ ଥିବା...

ସ୍ବାଭିମାନ ଅଞ୍ଚଳରେ ମନ୍ତ୍ରୀ, ୭ ବିଦ୍ୟାଳୟର ହଷ୍ଟେଲ ଉଦ୍‌ଘାଟନ

ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍‌.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି। ତାଙ୍କ...

୬୩ତମ ପୋଲିସ ଶହୀଦ ଦିବସ ପାଳିତ

ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ୬୩ତମ ପୋଲିସ ଶହୀଦ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲା ଆରକ୍ଷୀ ଅଧିକ୍ଷକଙ୍କ ସହ ଅନେକ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ଦେଶରେ ଶାନ୍ତିଶୃଙ୍ଖଳା ରକ୍ଷା...

କୋମ୍ବିଂ ଅପରେଶନ ବେଳେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୨୧।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ ସଫଳତା ମିଳିଛି। ଚଳିତ ମାସ ୧୯ତାରିଖରେ ମାଲକାନଗିରି ଏସଓଜି ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ନିମନ୍ତେ ତୁଳସୀ ପାହାଡ଼ ଅଭିମୁଖେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ତୁଳସୀ ପାହାଡ଼...

ଜଗନ୍ନାଥଙ୍କୁ ଚପଲ ପିନ୍ଧି ପୂଜାକଲେ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା

ମାଲକାନଗିରି,୨୦ା୧୦(ଡି.ଏନ.ଏ.): ଓଡ଼ିଆଙ୍କ ଆରାଧ୍ୟ ଦେବତା ସ୍ବୟଂ ଜଗନ୍ନାଥ ମହାପ୍ରଭୁଙ୍କୁ ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ଅବମାନନା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ସେ ଚପଲ ପିନ୍ଧି କାର୍ଯ୍ୟକ୍ରମକୁ ଧୂପ ଦେଇ ଉଦ୍‌ଘାଟନ କରି ପୂଜା କରିଛନ୍ତି। ଏହାକୁ ସବୁ...

ଗଛ ତଳେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ମାଲକାନଗିରି,୧୯।୧୦(ଡି.ଏନ.ଏ.): ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା କିପରି ଗ୍ରାମରେ ପହହଞ୍ଚତ୍ବ ଏବଂ ଲୋକେ ଉପକଅତ ହେବେ ସେଥିପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରିଥାନ୍ତି। ମାତ୍ର ସ୍ଥାନୀୟ କେତେକ ଅଧିକାରୀଙ୍କ ଅବହେଳା ଯୋଗୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ରଗେଇପୁସପାଲି...

ସ୍ବାଭିମାନ ଅଞ୍ଚଳ ଜୁମଡ଼ାଙ୍ଗରେ ପହଞ୍ଚିଲା ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ

ଚିତ୍ରକୋଣ୍ଡା,୧୮।୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ବର୍ତ୍ତୀ ଆଦିବାସୀ ବହୁଳ ଗାଁ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଦୁର୍ଗମ ପାହାଡି ଜୁମଡାଙ୍ଗ ଗାଁରେ ପହଞ୍ଚିଛି ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ। କିଛି ଦିନ ପୂର୍ବ ଉକ୍ତ...

ଫାଇନାନ୍ସରେ ସ୍ବାମୀ ଫୋନ୍‌ କିଣି ଦେଇଥିବା ଜାଣି ବିଷ ପିଇଲେ ସ୍ତ୍ରୀ; ଚାଲିଗଲା ଜୀବନ

ମାଲକାନଗିରି,୧୮।୧୦(ଡି.ଏନ୍‌.ଏ.): ମୋବାଇଲ ପାଇଁ ଚାଲି ଗଲା ଜୀବନ। ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ । ଜିଲା ଅନ୍ତର୍ଗତ ଏମ୍‌ପିଭି ୧୪ ଗ୍ରାମର ଜଣେ ବିବାହିତା ମୋବାଇଲ ଲାଗି ବିଷ ପିଇଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକ...

ପୋଲିସ-ନକ୍ସଲ ଗୁଳିବିନିମୟ, ଏଏସ୍‌ଆଇ ଆହତ

ମାଲକାନଗିରି,୧୭ା୧୦(ଡି.ଏନ୍‌.ଏ.): ପୋଲିସ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଏଏସ୍‌ଆଇ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ତେରମ ଥାନା ଅଞ୍ଚଳରେ ଯବାନମାନେ କମ୍ବିଂ ଅପରେଶନ ସାରି ବେସ୍‌ କ୍ୟାମ୍ପକୁ ଫେରୁଥିବା ସମୟରେ...

ବିଶ୍ୱ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟ: ମ୍ୟାଚ୍‌ ଦେଖିବେ ସ୍ବାଭିମାନ ଅଞ୍ଚଳର ୫୦ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୧୬।୧୦(ଡି.ଏନ୍‌.ଏ): ମାଲକାନଗିରି ଜିଲା ଆଇଟିଡିଏ ଆନୁକୂଲ୍ୟରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୩ଟି ବିଦ୍ୟାଳୟରୁ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେଉଥିବା ବିଶ୍ୱ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟ ଦେଖିବା ଲାଗି ରବିବାର ବାହାରିଛନ୍ତି। ଆଇଟିଡିଏ ସହଯୋଗରେ ଏହି ଛାତ୍ରୀଛାତ୍ର...

ଘରବାଡ଼ି ପଟ୍ଟା ପାଇଁ ୬ ମାସ ଧରି ଧାରଣାରେ ବସିଛନ୍ତି ୭୦ରୁ ଊର୍ଦ୍ଧ୍ୱ ପରିବାର

ମାଲକାନଗିରି,୧୫ା୧୦(ଡି.ଏନ୍‌.ଏ.): ମାଲକାନଗିରି ପୌର ପରିଷଦ ଓ୍ବାର୍ଡ ନଂ. ୩ର ୭୦ରୁ ଊର୍ଦ୍ଧ୍ୱ ପରିବାର ଗତ ୬ ମାସ ଧରି ଘରବାଡ଼ି ପଟ୍ଟା ପାଇଁ ଧାରଣାରେ ବସିଛନ୍ତି। କିନ୍ତୁ ଏଯାବତ୍‌ ତାଙ୍କର କୌଣସି ସମାଧାନ ହୋଇ ପାରି ନ ଥିବା ଧାରଣାରେ...

Advertisement
Archives

Model This Week

Why Dharitri