ମହୁମାଛି ଆକ୍ରମଣରେ ଜେଜେ ମୃତ, ନାତି ଗୁରୁତର
ମାଲକାନଗିରି,୨୫।୬: ମାଲକାନଗିର ଜିଲା ମାଛକୁଣ୍ଡ ଥାନା ବାରଙ୍ଗବାଡ଼ି ଗାଁ ନିକଟ ଜଙ୍ଗଲରେ ମଙ୍ଗଳାବର ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ ନାତି ଗୁରୁତର ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ମିଳିଥିବା…
ଟ୍ରକ୍ ଧକ୍କାରେ ମା’ ମୃତ, ପୁଅ ଗୁରୁତର
ମାଲକାନଗିରି, ୨୩ା୬(ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା ଡିଏନ୍କେ ଛକଠାରେ ରବିବାର ଏକ ସଡକ ଦୁର୍ଘଟଣାରେ ଟ୍ରକ୍ ତଳେ ଚାପିହୋଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରି ସଦର ମହକୁମା ରିକ୍ଲାମେସନ କଲୋନୀର…
ଅସ୍ତ୍ରଶସ୍ତ୍ର ବଦଳରେ ନକଲି ନୋଟ୍ ଛାପୁଛନ୍ତି ମାଓବାଦୀ, ଜାଲ୍ ନୋଟ୍ ସହ ମେଶିନ ଜବତ
ମାଲକାନଗିରି,୨୩ା୬(ଦୁର୍ଯ୍ୟୋଧନ ପାତ୍ର): ଅସ୍ତ୍ରଶସ୍ତ୍ର ବଦଳରେ ଲାଲ୍ବାହିନୀ ଏବେ ତିଆରି କରୁଛନ୍ତି ନକଲି ଟଙ୍କା। ମାଓବାଦୀ ଶିବିରରେ ଛପା ହେଉଛି ଏହି ନକଲି ନୋଟ୍। ଛତିଶଗଡ଼ରେ ଲଗାତର ଭାବେ ଚାଲିଥିବା ନକ୍ସଲ ବିରୋଧୀ ଅପରେଶନ ପରେ ଦୁର୍ବଳ ହୋଇପଡିଛି ମାଓବାଦୀ ସଂଗଠନ। କୁହାଯାଉଛି…
ଏସ୍ପିଙ୍କ ପାଖରେ ଆତ୍ମସମର୍ପଣ କଲେ ମାଓବାଦୀ
ମାଲକାନଗିରି,୨୦ା୬ (ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍ମା ଅଞ୍ଚଳର ୩ ମାଓବାଦୀ ଗୁରୁବାର ମାଲକାନଗିରି ଆରକ୍ଷୀ ଅଧୀକ୍ଷକ(ଏସ୍ପି)ଙ୍କ ପାଖରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ଗାଁରେ ରହୁଥିଲେ ଓ ମାଓବାଦୀ ସଙ୍ଗଠନକୁ ସୂଚନା ଦେଉଥିଲେ। ତେବେ ସିଆରପିଏଫ୍ କ୍ୟାମ୍ପ ପ୍ରତିଷ୍ଠା ପରେ ସଙ୍ଗଠନଠାରୁ ଦୂରେଇ…
୩ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୨୦ା୬: ମାଲକାନଗିରି ଏସ୍ପିଙ୍କ ପାଖରେ ଗୁରୁବାର ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୩ ମାଓବାଦୀ ଛତିଶଗଡ଼ର ବୋଲି ସୂଚନା ମିଳିଛି। ତେବେ ୪ ବର୍ଷ ହେଲା ଏହି ମାଓବାଦୀମାନେ ମାଓବାଦୀ ସଂଗଠନ ପାଇଁ କାର୍ଯ୍ୟ କରି ଆସୁଥିଲେ। ସମାଜର…
ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍ ଜବତ
ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର ଯବାନମାନେ ଶନିବାର କୋମ୍ବିଂ ସମୟରେ ମାଓବାଦୀଙ୍କ ସହ ମୁହାଁମୁହିଁ ହେବା ସହ ଗୁଳି ବିନିମୟ…
ମୁଗ, ଚିନାବାଦାମ ମଣ୍ଡି ଖୋଲାଯାଇ ନ ଥିବାରୁ ଅସନ୍ତୋଷ
ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଚଳିତ ବର୍ଷ ବାଦାମ ଓ ମୁଗ ମଣ୍ଡି ଖୋଲାଯାଇ ଚାଷୀଙ୍କଠାରୁ ଖରିଦ କରାଯିବ ବୋଲି ଗତ ମାସ ୨୯ରେ ତାରିଖ ଧାର୍ଯ୍ୟ କରାଯାଇଥିଲା। ସାଧାରଣ ନିର୍ବାଚନ ଭୋଟ ଗଣତି ଥିବାରୁ ଏବଂ ଆଚରଣ ବିଧି ଉଠି…
ଯୁବକଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ
ମାଲକାନଗିରି,୮ା୬(ଦୁର୍ଯ୍ୟୋଧନ ପତ୍ର): ଛତିଶଗଡର କୋଣ୍ଡାଗାଓଁ ଜିଲା ଧନୋରା ଥାନା ଅଞ୍ଚଳର ଏକ ବିବାହ ଉତ୍ସବରୁ ଫେରୁଥିବା ଜଣେ ଯୁବକଙ୍କୁ ମାଓବାଦୀମାନେ ଗୁଳିକରି ହତ୍ୟା କରିଛନ୍ତି l ସେ ହେଲେ ତିମଡି ସ୍କୁଲପାରା ବାସିନ୍ଦା ଦୀନେଶ ମାଣ୍ଡାଭି(୩୩)। ଏକ ବିବାହ ଉତ୍ସବରେ ଯୋଗଦେଇ…
ନିଖୋଜ ଡାକ୍ତରଙ୍କୁ ପରିବାରକୁ ହସ୍ତାନ୍ତର କଲା ପୋଲିସ
ମାଲକାନଗିରି,୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ଡାକ୍ତର ଅମ୍ଳାନ କୁମାର ଭୋଇ ଗତ ଜୁନ୍ ୨ ତାରିଖର ନିଜ କ୍ୱାର୍ଟରୁ ନିଖୋଜ ହେଇଥିବା କାଲିମେଳା ଥାନାରେ ଅଭିଯୋଗ ହୋଇଥିଲା। ତେବେ ଏହି…
ପୁଣି ଭୁଶୁଡି ପଡ଼ିଲା ମାଲକାନଗିରି ଏୟାରପୋର୍ଟର ପାଚେରି
ମାଲକାନଗିରି, ୮।୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଏୟାରପୋର୍ଟର ପାଚେରି ପୁଣି ଭୁଶୁଡି ପଡ଼ିଛି। ରାତିରେ ବର୍ଷା ପବନ ଯୋଗୁ ପାଚେରି ଭୁଶୁ ପଡିଥିବା ଜଣାପଡିଛି। ହେଲେ ଏଥିରେ କାହାର କିଛି କ୍ଷତି ଘଟିନଥିବା ସୂଚନା ରହିଛି। ଏୟାରପୋର୍ଟର ପାଚେରି ନିମ୍ନମାନର କାମ ଯୋଗୁ…
ପୋଲିସ ଗୁଳିରେ ୫ ମାଓବାଦୀ ନିହତ
ମାଲକାନଗିରି,୭ା୬(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ନାରାୟଣପୁର ଓ ଦାନ୍ତେୱାଡା ସୀମାବର୍ତ୍ତୀ ଅଞ୍ଚଳରେ ପୋଲିସ ସହ ଗୁଳି ବିନିମୟ ଘଟି ୫ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ନାରାୟଣପୁର ଓ ଦାନ୍ତେୱାଡା ସୀମାବର୍ତ୍ତୀ ଅଞ୍ଚଳରେ ଥିବା ଗୋଭେଲ ଜଙ୍ଗଲରେ ପୋଲିସର ତଲାସି ଅଭିଯାନ ବେଳେ…
ଲକ୍ଷ୍ମୀ ବସ୍ରୁ ହଟିଲା ଶଙ୍ଖ ଚିହ୍ନ
ମାଲକାନଗିରି, ୬ା୬(ଦୁର୍ଯ୍ୟୋଧନ ପାତ୍ର)-ଲକ୍ଷ୍ମୀ ବସ୍ ସେବା ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଲାଗୁ କରିଥିଲେ ା ଏହି ବସ୍ଗୁଡିକ ଜିଲା ଓ ବ୍ଲକ୍ ସଦର ମହକୁମାରୁ ବିଭିନ୍ନ ଆଭ୍ୟନ୍ତରୀଣ ଅଞ୍ଚଳକୁ ଦୈନିକ ଯାତାୟାତ କରିବା ସହ ଯାତ୍ରୀଙ୍କ ଟିକଟ ମୂଲ୍ୟ ଏସିରେ…
Archives


