ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ
ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ଏପରି…
ମାଓବାଦୀ କ୍ୟାମ୍ପ୍ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ
ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ ଗୋଟିଏ ମାଓବାଦୀ କ୍ୟାମ୍ପକୁ ଧ୍ୱଂସ କରିବା ସହ ବିପୁଳ ସାମଗ୍ରୀ ଜବତ କରିଛନ୍ତି। ସୂଚନାନୁଯାୟୀ,…
କାର୍ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ
ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ କରୁଥିବା ସମୟରେ କାରରୁ ୩୦ ଲକ୍ଷ ଟଙ୍କା ଜବତ କରିଛି। ପୋଲିସ କାରରେ ବସିଥିବା…
ଆଇଇଡି ବିସ୍ଫୋରଣରେ ଜଣେ ମୃତ
ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଗ୍ରାମବାସୀଙ୍କର ସୋମବାର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର…
ଆତ୍ମସମର୍ପଣ କଲେ ୯ ମାଓବାଦୀ
ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା ଲାଗି ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଥିଲା। ସେମାନେ ହେଲେ ଛତିଶଗଡ଼ ସୁକ୍ମା ଜିଲା…
ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ
ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। କେନ୍ଦ୍ର ଓ ଛତିଶଗଡ଼ ସରକାର ପ୍ରଥମ ପର୍ଯ୍ୟାୟ…
୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର
ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମାରେ। ସୀମାନ୍ତ ସୁକୁମା ଜିଲା…
ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ
କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି ଅଭାବନୀୟ ଘଟଣା ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମ୍ବାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି।…
୬ ମାଓବାଦୀ ଗିରଫ
ମାଲକାନଗିରି,୮ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକ୍ମା ପୋଲିସକୁ ମିଳିଛି ବଡ଼ ସଫଳତା ସୀମାନ୍ତ ଛତିଶଗଡ଼ ସୁକ୍ମା ଜିଲାରୁ ୬ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ପୋଲିସ ଏବଂ ସିଆର୍ପିଏଫ୍ କୋବ୍ରା…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ମାଓବାଦୀ
ମାଲକାନଗିରି,୬।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସିମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏପରିକି ପୋଲିସ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିବା ବିଜାପୁର ଏସ୍ପି ସୂଚନା…
ଟିକେଟ୍ ପାଇଁ ରାଜ୍ୟ ପ୍ରଭାରୀଙ୍କ ଅର୍ଥ ଦାବି: ଶରତଙ୍କ ଅଭିଯୋଗକୁ ଜିଲା କଂଗ୍ରେସ କମିଟିର ଖଣ୍ଡନ
ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ ଘରୋଇ ହୋଟେଲରେ ରାଜ୍ୟ ପ୍ରଭାରୀ ଅଜୟ କୁମାର ଶରତଙ୍କୁ ଟିକେଟ୍ ଦେବା ପାଇଁ ୪୦…
ଯବାନଙ୍କୁ ଟାର୍ଗେଟ କରି ଟିଫିନ ବୋମା ଖଞ୍ଜିଥିଲେ ମାଓବାଦୀ, ବିଗାଡ଼ିଲେ ଯବାନ
ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଆନ୍ଧ୍ର-ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଡିଭିଏଫ୍ ଯବାନମାନଙ୍କୁ ମିଳିଛି ଏକ ବଡ଼ ସଫଳତା। ଉକ୍ତ ଅଞ୍ଚଳରୁ ବିପୁଳ ପରିମାଣର ଟିଫିନ୍ ବୋମା ଓ ଜିଲଟିନ୍ ଷ୍ଟିକ୍ ଜବତ କରାଯାଇଛି। ଏ ସମ୍ପର୍କରେ ବୁଧବାର…
Archives


