ମାଲକାନଗିରି

ପ୍ରଥମଥର ମାଓବାଦୀ ପ୍ରବଣ ଅଞ୍ଚଳରେ ମତଦାନ ପାଇଁ ପ୍ରବଳ ଭିଡ଼

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ପୂର୍ବରୁ ଥିବା ବିଚ୍ଛିନ୍ନାଞ୍ଚଳ ଯନ୍ତ୍ରୀ, ଜୋଡ଼ାମ୍ବ ପଞ୍ଚାୟତ ଅଞ୍ଚଳରେ ଭୋଟରମାନେ ପୂର୍ବରୁ ମାଓବାଦୀଙ୍କ ଭୟରେ ଭୋଟ୍‌ ଦାନ କେନ୍ଦ୍ରକୁ ଆସୁ ନ ଥିଲେ ବିଚ୍ଛିନାଞ୍ଚଳରୁ ସ୍ବାଭିମାନ ଅଞ୍ଚଳ ହେବା ପରେ ଏହି ଦୁଇଟି…

ପ୍ରଥମ ଥର ମତଦାନକୁ ନେଇ ଉତ୍ସାହିତ ଛାତ୍ରୀ

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ଚଳିତ ନିର୍ବାଚନରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ଯୁବତୀଯୁବକ ପ୍ରଥମ ଥର ପାଇଁ ନିଜର ମତଦାନ କରିବା ପାଇଁ ଉତ୍ସାହିତ ଥିବା ଦେଖିବାକୁ ମିଳିଛି । ମାଲକାନଗିରି ସହର ବୁଥ ନମ୍ବର ୬୫ରେ ଜଣେ କଲେଜ ଛାତ୍ରୀ ଦିବ୍ୟଶ୍ରୀ ପାତ୍ର…

ପରିଚୟ ପତ୍ର ଥାଇ ବି ଭୋଟ ଦେଇପାରିଲେନି ଭୋଟର

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ପ୍ରତି ୫ ବର୍ଷକୁ ଥରେ ସାଧାରଣ ନିର୍ବାଚନ ହୋଇଥାଏ। ଏହି ମହାନ ପର୍ବରେ ସାମିଲ ହୋଇ ନିଜର ଗଣତନ୍ତ୍ର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପ୍ରତ୍ୟକ ଭୋଟର ଆଗ୍ରହ ପ୍ରକାଶ କରିଥାନ୍ତି। କିନ୍ତୁ ମାଲକାନଗିରି ଜିଲା ପୌରପରିଷଦ ଅଞ୍ଚଳ…

ଧାଡିରେ ଠିଆହୋଇ ମତଦାନ କଲେ ଜିଲାପାଳ: ଚାରିଆଡୁ ପ୍ରଶଂସା

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ କୁମୁଟିଗୁଡା ଭୋଟ କେନ୍ଦ୍ରରେ ମାଲକାନଗିରି ଜିଲାପାଳ ସଚିନ ପାୱାର ଆଜି ଦୀର୍ଘ ସମୟ ଧାଡିରେ ଠିଆହୋଇ ମତଦାନ କରିଥିବା ଦେଖିବାକୁ ମିଳିଛି। ଏହି ବୁଥରେ ସକାଳ ୭ଟାରେ ମତଦାନ ପାଇଁ ସମୟ ନିର୍ଘଣ୍ଟ କରାଯାଇଥିବାବେଳେ ଇଭିଏସ୍‌…

ଅସୁସ୍ଥ ବାପାଙ୍କୁ କୋଳରେ ଧରି ଭୋଟ କେନ୍ଦ୍ରକୁ ଆଣିଲେ ଝିଅ

ମାଲକାନଗିରି,୧୩।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌରପରିଷଦ ଅଞ୍ଚଳ ଜୟପୁରୀୟାଗୁଡା ଭୋଟ କେନ୍ଦ୍ରରେ ଜଣେ ଦିବ୍ୟାଙ୍ଗ ଅସୁସ୍ଥ ବୁଦ୍ଧଙ୍କୁ ତାଙ୍କ ଝିଅ କୋଳରେ ଧରି ଭୋଟ କେନ୍ଦ୍ରକୁ ପ୍ରବେଶ କରିଛନ୍ତି। ପ୍ରକାଶ ଥାଉକି, ମୁଖ୍ୟ ନିର୍ବାଚନ ଆୟୋଗ ଚଳିତ ନିର୍ବାଚନରେ କିପରି ସତ ପ୍ରତିଶତ…

ଇଭିଏମ୍‌ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍‌ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଥିଲା। କିନ୍ତୁ ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ଭୋଟ୍‌୍‌ଦାନ କେନ୍ଦ୍ରରେ ଥିବା…

ବୁଥ୍‌ ଅଭିମୁଖେ ପୋଲିଂ ପାର୍ଟିଂ

ଚିତ୍ରକୋଣ୍ଡା,୧୨ା୫(କ୍ଷୀରୋଦ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଗତକାଲି ପ୍ରାର୍ଥୀମାନଙ୍କର ପ୍ରଚାର ଶେଷ ହୋଇଥିବା ବେଳେ ଆଜି ସକାଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୂରଦୂରାନ୍ତର ଅତି ଦୁର୍ଗମ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ବୁଥ୍‌…

ସ୍ବାମୀ ବିଜେଡିରେ, ଭାଜପାରେ ସ୍ତ୍ରୀଙ୍କ ପ୍ରଚାର

ମାଲାକନଗିରି, ୧୨ା୫(ଦୁର୍ଯ୍ୟୋଧନ ପାତ୍ର୍ର)ସ୍ବାମୀ ଓ ସ୍ତ୍ରୀ ଅଲଗା ଦଳରେ ସାମିଲ ହୋଇ ପ୍ରଚାର କରୁଥିବା ମାଲକାନଗିରି ପୌର ପରିଷଦରେ ଦେଖିବାକୁ ମିଳିଛି। ପୌର ପରିଷଦ ଅଧ୍ୟକ୍ଷ ମନୋଜ କୁମାର ବାରିକ। ସିଏ ଗତ ପୌର ନିର୍ବାଚନରେ ବିଜେଡି ପକ୍ଷରୁ ଲଢ଼ି ବିଜୟୀ…

ଚିତ୍ରକୋଣ୍ଡାରେ ବାବୁଶାନ, ଏଲିନାଙ୍କ ରୋଡ୍‌ ଶୋ’

ଚିତ୍ରକୋଣ୍ଡା,୧୧ା୫(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ବିଜେଡି ପକ୍ଷରୁ ବିଧାୟିକା ପ୍ରାର୍ଥିନୀ ଲଷ୍ମୀପ୍ରିୟା ନାୟକଙ୍କ ପାଇଁ ଓଲିଉଡ୍‌ ଷ୍ଟାର୍‌ ତଥା ଅଭିନେତା ବାବୁଶାନ ମହାନ୍ତି ଓ ଅଭିନେତ୍ରୀ ଏଲିନା ସାମନ୍ତରାୟଙ୍କୁ ନେଇ ରୋଡ୍‌ ଶୋ’ କରାଯାଇଛି। ଚିତ୍ରକୋଣ୍ଡାଠାରୁ ଗୁରୁପ୍ରିୟା ପର୍ଯ୍ୟନ୍ତ ରୋଡ୍‌…

ଧାରୁଆ କାତିରେ କାଟି ଦାଦାଙ୍କ ମୁଣ୍ଡଗଣ୍ଡି ଅଲଗା କରିଦେଲେ ପୁତୁରା

ଏମ୍‌ଭି-୭୯,୧୧ା୫(ଭିକି ବାରିକ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୯ ଥାନା ଅନ୍ତର୍ଗତ ତେଲରାଇ ପଞ୍ଚାୟତ ଇପିଗୁଡା ଗ୍ରାମରେ ଶନିବାର ଆଦିବାସୀଙ୍କ ଆମ୍ବପରବ ପୂଜା ଚାଲିଥିବା ସମୟରେ ହଠାତ୍‌ ଦାଦା-ପୁତୁରାଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ…

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସୂଚନା ଅନୁଯାୟୀ, ମଙ୍ଗବଳାର ବିଳମ୍ବିତ ରାତିରେ ଛୋଟେଙ୍ଗର ଥାନା ଅଞ୍ଚଳର କାଲେପାଦ ଗ୍ରାମର ଗୁଡୁ…

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର): ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲହୋଇ ଏକ ସୁଖ ସଂସାର କରିବା ପାଇଁ ମାଲେଙ୍ଗାର ଏରିଆ ମାଓବାଦୀ କମିଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?