ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ
ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି ହୋଇଛି। ଅନ୍ୟପକ୍ଷେ, ମାଲକାନଗିରିରେ ଇଣ୍ଟରନେଟ କଟକଣା କେଭି ସିଂହଦେଓ। ଦୁଇ ଗୋଷ୍ଠୀ ସହ ରୁଦ୍ଧଦ୍ୱାର…
ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ
ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ। ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା…
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ଇତିମଧ୍ୟରେ ମାଲକାନଗିରି ଜିଲାରେ ଆଉ ୧୮…
ପୋଡ଼ାଜଳା ପରେ ଏମ୍ଭି-୨୬ ଗାଁ ଛାଡୁଛନ୍ତି ଲୋକେ
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ରାଖେଲଗୁଡ଼ା ଗ୍ରାମବାସୀଙ୍କ ସମେତ ଆଦିବାସୀ ସମ୍ପ୍ରଦାୟର…
ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା…
ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ ଘର, ଗାଡ଼ି ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ବେ ପୁରୁଷ,…
ମନମୋହୁଛି ମାଲ୍ୟବନ୍ତ ମହୋତ୍ସବ: ଆଜି ଆସିବେ ଓଡ଼ିଆ ସୁପରଷ୍ଟାର ବାବୁଶାନ
କାଲିମେଳା, ୪।୧୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲାର ସବୁଠାରୁ ବଡ଼ ସାଂସ୍କୃତିକ ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଏବେ ପୂରା ଜିଲା ସମେତ ବ୍ଲକ ସ୍ତରରେ ମହାଆଡମ୍ବର ସହକାରେ ପାଳିତ ହେଉଛି । ଏହି ଅବସରରେ ଜିଲାର କାଲିମେଳା ବ୍ଲକସ୍ତରୀୟ ଏହି ୩…
ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା: ଆତ୍ମସମର୍ପଣ କଲେ ୩୭ ମାଓବାଦୀ
ମାଲକାନଗିରି,୨୨ା୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନାରେ ୩୭ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ପୋଲିସ ପାଇଁ ଏହା ବଡ ସଫଳତା ହୋଇଥିବା ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା ଲାଗିଛି। ସେମାନଙ୍କ ମଧ୍ୟରେ ଛତିଶଗଡ଼ ମାଓବାଦୀ ସଂଗଠନର ୨ ଟପ୍ ମାଓବାଦୀ ନେତା…
ଜଳପ୍ରପାତରେ ନିଖୋଜ: ୩ ଦିନ ପରେ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ
ଗୋବିନ୍ଦପାଲି,୨୧।୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଗୋବିନ୍ଦପାଲି ନିକଟ ଗୁମ୍ମାଝରଣ ଜଳପ୍ରପାତରେ ବୁଡି ୨ ଛାତ୍ର ନିଖୋଜ ଘଟଣାରେ ବୁଧବାର ଜଣେ ଛାତ୍ରଙ୍କ ମୃତଦେହ ମିଳିଥିବା ବେଳେ ଶୁକ୍ରବାର ଅପରାହ୍ନରେ ଅନ୍ୟ ଜଣେ ଛାତ୍ର ଲିଙ୍ଗରାଜ ମହାପାତ୍ରଙ୍କ ମୃତଦେହ ମିଳିଛି। ୩ ଦିନ…
ଚଳନ୍ତା ବସ୍ରେ ଡ୍ରାଇଭରଙ୍କୁ ଆସିଲା ହାର୍ଟଆଟାକ୍: ନିଜେ ଚାଲିଗଲେ, ହେଲେ…
ପଟାଙ୍ଗି,୨୦।୧୧(ଶରତ କୁମାର ଧଳ): ମଲାକାନଗିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଚଳନ୍ତା ବସ୍ରେ ଡ୍ରାଇଭରଙ୍କୁ ହାର୍ଟଆଟାକ୍ ଆସିଥିଲା। ସେ ନିଜେ ଚାଲିଗଲେ, ହେଲେ ବଞ୍ଚାଇଦେଲେ ୨୫ ଜୀବନ। ହୃଦଘାତର ଶିକାର ହୋଇ ମଧ୍ୟ ଯାତ୍ରୀଙ୍କ ଜୀବନ ରକ୍ଷା କଲେ ବସ…
ଆମକୁ ୧୮ ହଜାର ଦରମା ଦିଅ
ମାଲକାନଗିରି, ୧୬।୧୧(ଦୁର୍ଯୋ୍ୟଧନ ପାତ୍ର): ମାଲକାନଗିରି ସଦର ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଓଡିଶା ଗ୍ରାମ ପଞ୍ଚାୟତ କର୍ମଚାରୀ ପିଅନ ମହାସଂଘ, ମାଲକାନଗିରି ଜିଲା ଶାଖାର ଏକ ବୈଠକ ସଂଘ ସଭାପତି ଡମ୍ବରୁଧର ଭୁମିଆଙ୍କ ଅଧ୍ୟକ୍ଷତାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ…
ପ୍ରେମିକାଙ୍କୁ iphone ଦେବା ପାଇଁ କରୁଥିଲେ ଏମିତି କାମ, ପୋଲିସ ହାବୁଡ଼ରେ ପଡ଼ିଗଲେ…
ଏମ୍ଭି୭୯(ଭିକି ବାରିକ )୧୫।୧୧: ଗାର୍ଲଫ୍ରେଣ୍ଡଙ୍କୁ Birthdayରେ ଆଇଫୋନ ଗିଫ୍ଟ ଦେବା ପାଇଁ ଟଙ୍କା ଜୋଗାଡ଼ କରିବା ପାଇଁ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଯୁବକ ମାଲକାନଗିରି MV-୭୯ ଥାନା ପୋଲିସଙ୍କ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ପେଟ୍ରୋଲିଂ ସମୟରେ…
Archives


