ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ
କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କୋରୁକୋଣ୍ଡା ବ୍ଲକ୍ ଚିତାପାରି-୩ ପଞ୍ଚାୟତ ଅଧୀନ ଏମ୍ଭି-୧୦୮ ଗ୍ରାମର ତପନ ଗାଏନ(୩୭)।…
ବିଲରୁ ଘରକୁ ଫେରିବା ବେଳେ ହେଲା ବଜ୍ରପାତ, ସ୍ଵାମୀ ଆଗରେ ଗଲା ସ୍ତ୍ରୀର ଜୀବନ
କାଲିମେଳା,୨୯।୫(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ମହାରାଜପଲ୍ଲୀ ପଞ୍ଚାୟତ ସଦର ଗ୍ରାମରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ତେବେ ତାଙ୍କ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ମହାରାଜପଲ୍ଲୀ ଗ୍ରାମର ଭୀମା ମାଡକାମି…
ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା
ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ ଫାର୍ମରେ ୫ ହଜାର ୩ ଶହ କୁକୁଡ଼ାଙ୍କ ମୃତ୍ୟୁ ଘଟିଥିବା ଘଟଣା ସାମ୍ନାକୁ…
ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ
ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ ୮୪୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏଥିରୁ ୩୧୮.୯୨…
ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଗିରଫ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ
ମାଲକାନଗିରି, ୫।୫ (ଦୁର୍ଯ୍ୟୋଧନ ପାତ୍ର): ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିବା ଅଭିଯୋଗରେ କୋରାପୁଟ ଭିଜିଲାନ୍ସ ସୋମବାର କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (କେସିସି)ର ମାଲକାନଗିରି ଶାଖା ପରିଚାଳକ ସୁଧାଂଶୁ ଖରାଙ୍କୁ ଗିରଫ କରିଛି। କୋରାପୁଟ ଭିଜିଲାନ୍ସ କେସ୍ ନଂ.…
କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍ ପରୀକ୍ଷା ପାସ୍ କଲେ ଲକ୍ଷ୍ମୀ
ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ ଅକାମୀ ଥିବାରୁ କେବଳ ଗୋଡ଼ ସାହାଯ୍ୟରେ ପରୀକ୍ଷାରେ ଲେଖିଥିଲେ। ସିନ୍ଧରିମାଲ ପିଏମଶ୍ରୀ ସରକାରୀ…
ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର
ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ ଏ ଗ୍ରେଡ ପାଇ ଶୀର୍ଷରେ ରହିଛି।ବାଲିମେଳାସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀ…
କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍ ଦେଇ…
ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍ ପାଇ ନ ଥିଲେ ଲ୍ୟାମ୍ପସ ଶାଖା ପରିଚାଳକ, ବ୍ୟାଙ୍କ କର୍ତ୍ତୃପକ୍ଷ କିମ୍ବା ଡିଆର୍ସିଏସ୍ କାର୍ଯ୍ୟାଳୟ। କିନ୍ତୁ…
ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ତୁରନ୍ତ କୋର୍ଟ ପରିସରକୁ ଖାଲି କରିଦିଆଯାଇଥିବା…
ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…
ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ ଓରଫ କଶା ସୋଡ଼ି ଗତ ୧୯୯୫ରେ ମାଓବାଦୀ ସଂଗଠନରେ ଯୋଗ ଦେଇ ଘରଛାଡ଼ି…
ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର
ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ପାଳନ କରାଯାଇଥିବା ବେଳେ ଏଥିମଧ୍ୟରୁ ଧାନମଣ୍ଡି ଆରମ୍ଭ ହୋଇ ଆଜକୁ ପ୍ରାୟ…
ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ
ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏପରିକି ତାଙ୍କ ସହ ଅନ୍ୟ ୧୭ଜଣ ଟପ୍ ମାଓବାଦୀ ନେତା…

