ପୋଲିସ-ମାଓବାଦୀ ଗୁଳି ବିନିମୟ, ୨ ମାଓବାଦୀ ମୃତ
ମାଲକାନଗିରି,୨୨ା୧୦ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲାରେ ଡିଆର୍ଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। କାଙ୍କେର ଜିଲା ପୋଲିସ କାର୍ଯ୍ୟାଳୟରୁ ଡିଆର୍ଜି, ବସ୍ତର ଫାଇଟର ଓ…
ମାଲକାନଗିରିରୁ ବ୍ରହ୍ମପୁର ସାଇକେଲ ଯାତ୍ରା: କ’ଣ ରହିଛି ଏହାର ଉଦ୍ଦେଶ୍ୟ
ମାଲକାନଗିରି,୨୦।୧୦(ନୃସିଂହ ଚରଣ ମହାନ୍ତି): ବିଦ୍ୟୁତ୍ ଉପଭୋକ୍ତା ଏବଂ କର୍ମଚାରୀଙ୍କ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ନେଇ ଟିପିଏସ୍ଓଡିଏଲ୍ କର୍ମଚାରୀ ଇଂ.ସୌମ୍ୟ ରଞ୍ଜନ ଲେଙ୍କା ଶୁକ୍ରବାର ସ୍ଥାନୀୟ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି। ସେ ସୁଦୂର ମାଲକାନଗିରିରୁ ବାହାରି ସିଲ୍କସିଟି…
ମାଲକାନଗିରିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ: ୧୦ ଟଙ୍କା ଦେଇ ବସ୍ରେ ଯାତ୍ରା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ/ନୃସିଂହ ଚରଣ ମହାନ୍ତି): ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଗୁରୁବାର ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଥମ ବସ୍ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ମାଲକାନଗିରିରୁ ଏମ.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ…
ମାଲକାନଗିରି: ଜିଲା ବିଜେଡି ଉପସଭାପତି ହେଲେ ଉଦୟ
ମାଥିଲି, ୧୨।୧୦(ସୁବାସ ଚନ୍ଦ୍ର ଖୁଡୁପିଆ ): ମାଲକାନଗିରି ଜିଲା ବିଜେଡି ନେତା ତଥା ମାଥିଲି ଜୋନ୍ ୨ର ପୂର୍ବତନ ଜିଲା ପରିଷଦ ସଭ୍ୟ ଉଦୟନାଥ ମାଦ୍ରି ବିଜେଡି ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ଉପସଭାପତି ଭାବେ ନିଯୁକ୍ତି ହୋଇଛନ୍ତି। ଆଗାମୀ ସାଧାରଣ ନିର୍ବାଚନକୁ…
ଆଜି ଲକ୍ଷ୍ମୀ ବସ୍ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ମାଲକାନଗିରି,୧୨ା୧୦(ଦୁର୍ଯ୍ୟୋଧନ ପାତ୍ର)ଲକ୍ଷ୍ମୀ ବସ୍ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମାଲକାନଗିରି ଜିଲାରୁ ଶୁଭାରମ୍ଭ କରିବେ। ଏହାକୁ ନେଇ ଜିଲାରେ ବ୍ୟାପକ ପ୍ରସ୍ତୁତି ଦେଖିବାକୁ ମିଳିଛି। ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ଦେଖିବାକୁ ମିଳିଛି।…
ବିଏସ୍ଏଫ୍ ଯବାନଙ୍କ ଦ୍ୱାରା ୫ ଟିଫିନ୍ ବୋମା ଜବତ
ମାଲକାନଗିରି, ୧ ୧।୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକରେ ଥିବା ୧୪୨ ବାଟାଲିୟନ ବିଏସ୍ଏଫ୍ ଯବାନଙ୍କ ଦ୍ୱାରା ୫ ଟିଫିନ ବୋମା ଜବତ କରାଯାଇଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପଡ଼ିଆସ୍ଥିତ ୧୪୨ ବାଟାଲିୟନ ବିଏସ୍ଏଫ୍ ଯବାନମାନେ ଦୁର୍ଗମ…
ଗଛରେ ପିଟି ହୋଇ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
କୋରୁକୋଣ୍ଡା,୫।୧୦(ଅବିନାଶ ବେହେରା): ମାଲକାନଗିରି ଜିଲା ସଦରମହକୁମାରରୁ ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କୋରୁକୋଣ୍ଡା ବ୍ଲକ ସଦର ସାରଦାଗୁଡା ଛକ ନିକଟରେ ଏକ ଗଛରେ ପିଟି ହୋଇ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିମେଳା ୧୧ ନମ୍ବର…
ଧ୍ୱଂସ ହେଲା ମାଓବାଦୀ କ୍ୟାମ୍ପ
ମାଲକାନଗିର,୨ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ଯବାନମାନେ ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ ବିପୁଳ ପରିମାଣରେ ସାମଗ୍ରୀ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ମିତୁର ଥାନା କୁଡମେର ଓ ମଦପାଲ ଜଙ୍ଗଲରେ ବୈରମଗଡ ଏରିୟା…
କାରରୁ ୮୮ କିଲୋ ଗଞ୍ଜେଇ ଜବତ
ମାଲକାନିଗିର,୧।୧୦: ମାଲକାନିଗିରି ଚିତ୍ରକୋଣ୍ଡା ଅଞ୍ଚଳରୁ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା ବେଳେ ଧରାପଡ଼ିଛି। ଏହି ସମୟରେ ଗୌଡଗୁଡା ଛକ ନିକଟରେ ଏକ କାରଟିକୁ ଅବକାରୀ ବିଭାଗ ଅଟକାଇ ଥିଲା । ଯାଞ୍ଚ ପରେ ସେଥିରୁ ୮୮ କିଲୋ ଗଞ୍ଜେଇ ମିଳିଥିଲା…
ଜାତିଗତ ପ୍ରମାଣପତ୍ର ପାଇଁ ଧର୍ମ ପରିବର୍ତ୍ତନ କରିବାକୁ ରାଜସ୍ବ ନିରୀକ୍ଷକଙ୍କ ଚାପ
ମାଲକାନଗିରି, ୨୮ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଲୁଗେଲ ପଞ୍ଚାୟତର ଏମପିଭି-୪୭ ଗ୍ରାମର ସୁନିତା ମଣ୍ଡଳ ନାମକ ମହିଳା ନିଜର ଜାତିଗତ ପ୍ରମାଣପତ୍ର ପାଇଁ ରାଜସ୍ବ ନିରୀକ୍ଷକଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ସମୟରେ ରାଜସ୍ବ ନିରୀକ୍ଷକ ତାଙ୍କୁ ଧର୍ମ ପରିବର୍ତ୍ତନ କଲେ ସବୁ…
ଯବାନଙ୍କ ପରିବେଶ ଚିନ୍ତା, କ୍ୟାମ୍ପସ୍ରେ ଲଗାଇ ସାରିଲେଣି ୪ ହଜାର ଚାରା
ମାଲକାନଗିରି, ୨୮ା୯(ଦୁର୍ଯ୍ୟୋଧନ ପାତ୍ର): ଆମ ଦେଶର ସୁରକ୍ଷା କର୍ମୀ ବିଏସ୍ଏଫ୍, ଡିଆର୍ଜି , ସିଆରପିଏଫ, କୋବ୍ରା, ଓଡିଶା ରାଜ୍ୟ ଆର୍ମ ଫୋର୍ସର ଯବାନମାନେ ନିଜ ଜୀବନକୁ ବାଜି ଲଗାଇ ଦେଶର ସୁରକ୍ଷା ସହ ଜନତାଙ୍କ ଧନ ଜୀବନ ରକ୍ଷା କରିବା ନେଇ…
ପୋଲ ପାଲଟିଛି ମରଣଯନ୍ତା: ବ୍ୟୟ ଅଟକଳ ସହ ସରିଛି ଟେଣ୍ଡର, ଆରମ୍ଭ ହେଉନି କାମ
ପୋଟେରୁ, ୨୮ା୯ (ସୌରଭ ମଣ୍ଡଳ): ମାଲକାନଗିରି ଜିଲାରୁ ମାଲକାନଗିର-ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର ପୋଟେରୁ ପୋଲ ମରଣଯନ୍ତା ପାଲଟିଛି। ପୋଲ ଉପରେ ବଡ଼ ବଡ଼ ଗାତ ହୋଇ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ବର୍ଷା୍ଦିନେ ଏହି ଗାତଗୁଡ଼ିକରେ…
Archives


