ବାଲିମେଳା ଜଳଭଣ୍ଡାରରେ ବୁଡ଼ି ଜଣେ ନିଖୋଜ
ଚିତ୍ରକୋଣ୍ଡା,୯ା୯(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦେଇ ଯାଇଥିବା ବାଲିମେଳା ଜଳଭଣ୍ଡାରର ସୱାଭିମାନ ଅଞ୍ଚଳ ପଲସିପଦର ଘାଟରେ ବୁଡ଼ି ଜଣେ ନିଖୋଜ। ମିଳିଥିବା ସୂଚନାନୁଯାୟୀ, ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାମଗୁଡ଼ା ଗ୍ରାମର ବାସିନ୍ଦା ରାମଚନ୍ଦ୍ର ମୁଦୁଲ(୪୭) ନିକଟସ୍ଥ ଯୋଡ଼ାମ୍ବ ପଞ୍ଚାୟତ ଦରଲାବେଡା…
କ୍ରୀଡାପ୍ରେମୀଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଲୋକାର୍ପଣ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ
ମାଲକାନଗିର,୫।୯ (ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସଦର ମହକୁମା ୩୨୬ ନଂ ଜାତୀୟ ରାଜପଥ କଡ ଗଣେଶ ବଜାର ସିନେମା ହଲ ଛକଠାରେ ନିର୍ମିତ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ। ଲୋକାର୍ପଣ ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ…
ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଦୁଇ ମାଓବାଦୀ ମୃତ
ମାଲକାନଗିର,୫।୯(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମାଓବାଦୀ ନିହତ ହେବା ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ସୂଚନାଯୋଗ୍ୟ,…
ଅର୍ଥାଭାବରୁ ରୋଗଶଯ୍ୟାରେ ଝିଅ
ମାଥିଲି,୫ା୯(ସୁବାଷ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା କଦମଗୁଡା ପଞ୍ଚାୟତର ଖୁରୀଗୁଡା ଗ୍ରାମ ଜୟରମା କିର୍ଷାନୀଙ୍କ ଝିଅ ସଞ୍ଜୁ(୭)। ଆଜିକୁ ୨ ବର୍ଷ ଧରି ରୋଗ ଶଯ୍ୟାରେ ପଡି ଯନ୍ତ୍ରଣା ଭୋଗୁଛନ୍ତି। ଖଇରପୁଟ ଆବାସିକ ସେବାଶ୍ରମ ବିଦ୍ୟାଳୟରେ ତୃତୀୟ ଶ୍ରେଣୀରେ ପଢୁଥିଲେ। ଏଥିଯୋଗୁ…
୮ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର
ମାଲକାନଗିରି,୪।୯(ନୃସିଂହ ଚରଣ ମହାନ୍ତି): ୮ ଦଫା ଦାବି ନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି ମାଲକାନଗିରି ମହାବିଦ୍ୟାଳୟର ଛାତ୍ରୀଛାତ୍ର। ଛାତ୍ର କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଥିବା ବେଳେ ଏହାର ନେତୃତ୍ୱ ଜିଲା ଛାତ୍ର କଂଗ୍ରେସ ସଭାପତି ସନ୍ତୋଷ କୁମାର ପଟ୍ଟନାୟକ, ଜିଲା…
ମହିଳା ମାଓବାଦୀ ଏବେ ଡିଆରଜି ବାହିନୀର କମାଣ୍ଡୋ
ମାଲକାନଗିରି,୩ା୯(ନୃସିଂହ ଚରଣ ମହାନ୍ତି): ଦିନ ଥିଲା ସେ ମାଓବାଦୀ ସଂଗଠନରେ ଥିଲେ। ମାତ୍ର ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ଲାଗି ପୋଲିସ ପାଖରେ ଆତ୍ମସମର୍ପଣ କରିବା ପରେ ସେ ବନି ଯାଇଛନ୍ତି ଡିଆରଜି ବାହିନୀର ଜଣେ ଶକ୍ତିଶାଳୀ ମହିଳା କମାଣ୍ଡୋ।…
ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ
କୋରୁକୋଣ୍ଡା,୩୧।୮(ଅବିନାଶ ବେହେରା): ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଉଥିବା ଜଣେ ଅଭିଯୁକ୍ତଙ୍କୁ ଧରି ପିଟିପିଟି ମାରିଦେବା ଘଟଣା ସାମ୍ନାକୁ ଆସିଛି। ଏହିପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା କାଲିମେଳା ବ୍ଲକ ସଦର ଥାନା ଚିନ୍ତାଳୱାଡ଼ା ପଞ୍ଚାୟତ ଅନ୍ତର୍ଗତ ମାଝୀଗୁଡ଼ା…
ମହିଳାଙ୍କୁ ଛୁରିରେ ଆକ୍ରମଣ: ଅଭିଯୁକ୍ତଙ୍କୁ ପିଟିପିଟି ମାରିଦେଲେ ସମ୍ପର୍କୀୟ, ୪ ଅଟକ
କୋରୁକୋଣ୍ଡା,୩୧ା୮(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅନ୍ତର୍ଗତ ଚିନ୍ତଲବାଡ଼ା ପଞ୍ଚାୟତ ମାଝିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେବା ସହ ଶେଷରେ ଗଛରେ ଟାଙ୍ଗି ଦେଇଥିଲେ…
ବିକାଶରୁ ଦୂରରେ ଢେପଗୁଡ଼ା ଗାଁ
ମାଥିଲି,୩୧ା୮(ସୁବାଷ ଚନ୍ଦ୍ର ଖୁଡୁପିଆ )ଅନ୍ଧାରିମୂଲକର ଗଁା ମାଲକାନଗିରି ଜିଲାର ଢେପଗୁଡା। ବିକାଶଠାରୁ ବହୁ ରହିଛି ଦୂରରେ। ଦୁର୍ବିସହ ଜୀବନ ବିତାଉଛନ୍ତି ଗ୍ରାମବାସୀ। ଅଟକି ଯାଇଛି ବିକାଶ। ବଣ ପାହାଡକୁ ଏହି ଗଁା ଘେରି ରହିଛି। ରାଜ୍ୟ ସରକାରଙ୍କ ମାଳମାଳ ଯୋଜନା ଆଜି…
ଯବାନଙ୍କ ହାତରେ ରାଖୀ ବାନ୍ଧିଲେ ବିଭିନ୍ନ ଅନୁଷ୍ଠାନର ସଦସ୍ୟ
ମାଲକାନଗିରି,୩୦ା୮(ନୃସିଂହ ଚରଣ ମହାନ୍ତି): ଭଉଣୀ ହାତରୁ ରାଖୀ ବାନ୍ଧିବା ପାଇଁ ଆଜି ଦିନରେ ଭାଇ ଚାହିଁ ରହିଥାନ୍ତି। କିନ୍ତୁ ଦେଶ ମାତୃକାକୁ ସୁରକ୍ଷା ଦେବାକୁ ଯେଉଁ ଯବାନ ଭାଇ କର୍ତ୍ତବ୍ୟରତ ସେହି ଯବାନଙ୍କ ଭଉଣୀ ଭାଇଙ୍କୁ ଅନାଇ ଲୁହ ଗଡ଼ାଉଥିବା ବେଳେ…
ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବା ଯୋଗୁଁ ଘରକୁ ଫେରୁଛନ୍ତି ପିଲା, ଅଭିଭାବକ ଅସନ୍ତୋଷ
କୋରୁକୋଣ୍ଡା ୨୯।୮(ଅବିନାଶ ବେହେରା)ପ୍ରାକ୍ ଶିକ୍ଷା ନିମନ୍ତେ ସରକାରଙ୍କ ପକ୍ଷରୁ ପ୍ରତେକ ଗ୍ରାମରେ ଅଙ୍ଗନୱାଡ଼ି କରାଯାଇଅଛି । ଯାହାକି ସ୍ଥାନୀୟ ଶିଶୁ ଛାତ୍ରୀଛାତ୍ରଙ୍କର ଶିକ୍ଷା ପ୍ରତି ଆଗ୍ରହ ଆଣିବାପାଇଁ। ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରଗୁଡିକ ସକାଳ ୯ଟା ରୁ ୧ଟା ପର୍ଯ୍ୟନ୍ତ ଖୋଲିବାକୁ ସରକାର…
ସ୍ବାଭିମାନ ଅଞ୍ଚଳରେ ଆଉ ୧୦ ପଞ୍ଚାୟତ ସାମିଲ
ଚିତ୍ରକୋଣ୍ଡା,୨୭ା୮(କ୍ଷୀରୋଦ ବେହେରା)ମାଲକାନଗିରି ଜିଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ସେତୁ ମଞ୍ଜୁର କରିବା ସହ ସ୍ବାଭିମାନ ଅଞ୍ଚଳରେ ଆଉ ୧୦ ପଞ୍ଚାୟତକୁ ସାମିଲ କରିଛନ୍ତି ା ଫଳରେ ୧୯ ପଞ୍ଚାୟତକୁ ନେଇ ସ୍ବାଭିମାନ ଅଞ୍ଚଳ ହୋଇଛି। ଏ ନେଇ ଶନିବାର ଚିତ୍ରକୋଣ୍ଡା…
Archives


