ମାଲକାନଗିରି

ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ୫ ଟିଫିନ୍‌ ବୋମା ଜବତ

ମାଲକାନଗିରି, ୧ ୧।୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକରେ ଥିବା ୧୪୨ ବାଟାଲିୟନ ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ୫ ଟିଫିନ ବୋମା ଜବତ କରାଯାଇଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପଡ଼ିଆସ୍ଥିତ ୧୪୨ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ ଦୁର୍ଗମ…

ଗଛରେ ପିଟି ହୋଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋରୁକୋଣ୍ଡା,୫।୧୦(ଅବିନାଶ ବେହେରା): ମାଲକାନଗିରି ଜିଲା ସଦରମହକୁମାରରୁ ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କୋରୁକୋଣ୍ଡା ବ୍ଲକ ସଦର ସାରଦାଗୁଡା ଛକ ନିକଟରେ ଏକ ଗଛରେ ପିଟି ହୋଇ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିମେଳା ୧୧ ନମ୍ବର…

ଧ୍ୱଂସ ହେଲା ମାଓବାଦୀ କ୍ୟାମ୍ପ

ମାଲକାନଗିର,୨ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ଯବାନମାନେ ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ ବିପୁଳ ପରିମାଣରେ ସାମଗ୍ରୀ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ମିତୁର ଥାନା କୁଡମେର ଓ ମଦପାଲ ଜଙ୍ଗଲରେ ବୈରମଗଡ ଏରିୟା…

କାରରୁ ୮୮ କିଲୋ ଗଞ୍ଜେଇ ଜବତ

ମାଲକାନିଗିର,୧।୧୦: ମାଲକାନିଗିରି ଚିତ୍ରକୋଣ୍ଡା ଅଞ୍ଚଳରୁ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା ବେଳେ ଧରାପଡ଼ିଛି। ଏହି ସମୟରେ ଗୌଡଗୁଡା ଛକ ନିକଟରେ ଏକ କାରଟିକୁ ଅବକାରୀ ବିଭାଗ ଅଟକାଇ ଥିଲା । ଯାଞ୍ଚ ପରେ ସେଥିରୁ ୮୮ କିଲୋ ଗଞ୍ଜେଇ ମିଳିଥିଲା…

ଜାତିଗତ ପ୍ରମାଣପତ୍ର ପାଇଁ ଧର୍ମ ପରିବର୍ତ୍ତନ କରିବାକୁ ରାଜସ୍ବ ନିରୀକ୍ଷକଙ୍କ ଚାପ

ମାଲକାନଗିରି, ୨୮ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଲୁଗେଲ ପଞ୍ଚାୟତର ଏମପିଭି-୪୭ ଗ୍ରାମର ସୁନିତା ମଣ୍ଡଳ ନାମକ ମହିଳା ନିଜର ଜାତିଗତ ପ୍ରମାଣପତ୍ର ପାଇଁ ରାଜସ୍ବ ନିରୀକ୍ଷକଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ସମୟରେ ରାଜସ୍ବ ନିରୀକ୍ଷକ ତାଙ୍କୁ ଧର୍ମ ପରିବର୍ତ୍ତନ କଲେ ସବୁ…

ଯବାନଙ୍କ ପରିବେଶ ଚିନ୍ତା, କ୍ୟାମ୍ପସ୍‌ରେ ଲଗାଇ ସାରିଲେଣି ୪ ହଜାର ଚାରା

ମାଲକାନଗିରି, ୨୮ା୯(ଦୁର୍ଯ୍ୟୋଧନ ପାତ୍ର): ଆମ ଦେଶର ସୁରକ୍ଷା କର୍ମୀ ବିଏସ୍‌ଏଫ୍‌, ଡିଆର୍‌ଜି , ସିଆରପିଏଫ, କୋବ୍ରା, ଓଡିଶା ରାଜ୍ୟ ଆର୍ମ ଫୋର୍ସର ଯବାନମାନେ ନିଜ ଜୀବନକୁ ବାଜି ଲଗାଇ ଦେଶର ସୁରକ୍ଷା ସହ ଜନତାଙ୍କ ଧନ ଜୀବନ ରକ୍ଷା କରିବା ନେଇ…

ପୋଲ ପାଲଟିଛି ମରଣଯନ୍ତା: ବ୍ୟୟ ଅଟକଳ ସହ ସରିଛି ଟେଣ୍ଡର, ଆରମ୍ଭ ହେଉନି କାମ

ପୋଟେରୁ, ୨୮ା୯ (ସୌରଭ ମଣ୍ଡଳ): ମାଲକାନଗିରି ଜିଲାରୁ ମାଲକାନଗିର-ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର ପୋଟେରୁ ପୋଲ ମରଣଯନ୍ତା ପାଲଟିଛି। ପୋଲ ଉପରେ ବଡ଼ ବଡ଼ ଗାତ ହୋଇ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ବର୍ଷା୍‌ଦିନେ ଏହି ଗାତଗୁଡ଼ିକରେ…

ବାପ ମା’ ଛେଉଣ୍ଡ ଛାତ୍ରଙ୍କୁ ଗ୍ରହଣ ସହ ଶିକ୍ଷା ପାଇଁ ପ୍ରତିଶ୍ରୁତି

ମାଲକାନଗିରି, ୨୭।୯(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ରୋଟାରି କ୍ଲବ ତରଫରୁ ମଙ୍ଗଳବାର ଏକ ବାପ ମା ଚେଉଣ୍ଡ ଛାତ୍ରଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ଉଚ୍ଚ ଶିକ୍ଷା ପାଇଁ ସମସ୍ତ ଦାୟିତ୍ୱ ନେବା ସହ ଭୁବନେଶ୍ୱର ସ୍ଥିତ କିସ୍‌ରେ ପାଠ ପଢାଇବା ପାଇଁ…

ଆସନ୍ତା ୨ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୬ା୯(ଦୁର୍ଯ୍ୟୋଧନ ପାତ୍ର)l: ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନରେ ମାଲକାନଗିରି ଜିଲାକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ସୋମବାର ଭୁବନେଶ୍ୱରରୁ ମାଲକାନଗିରି ଜିଲାକୁ ପ୍ରଥମେ ଲକ୍ଷ୍ମୀ ଯୋଜନାରେ ବସ୍‌ ଯାଇ ପହଞ୍ଚିଛି। ମାଲକାନଗିରି ଜିଲାରେ ମୋଟ ୩୬ଟି ବସ୍‌ ଏହି…

ସରକାରୀ ସହାୟତା, ଶିକ୍ଷା ବ୍ୟବସ୍ଥା ନୀତିନିୟମ ଜଣାଉଛି କାର୍ଯ୍ୟକ୍ରମ

ଚିତ୍ରକୋଣ୍ଡା, ୨୪।୯(୨୩ା୯): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ବଡ଼ପଡ଼ା ପଞ୍ଚାୟତର ବଡ଼ପଡ଼ା ସରକାରୀ ଆଦିବାସୀ ହରିଜନ ଉନ୍ନୟନ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶତ୍ରୁଘନ ସ୍ବାଇଁଙ୍କ ତତ୍ୱାବଧାନରେ ଆମେ ଜାଣିବା, ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୯ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲା ପୋଲିସ ନିକଟରେ ଶନିବାର ୨ଜଣ ଜନମିଲିସିଆ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ତାତି ଜଗା ଓ ଦୁଧି ମୁକା। ଏହି ୨ଜଣ କିସ୍ତାରାମ ଥାନା ଅଞ୍ଚଳ ନିବାସୀ…

ଦୁଇ ମହିଳା ମାଓବାଦୀ ନିହତ

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତେଓ୍ବାଡା ଜିଲା ଅରନପୁର ଥାନା ଅଞ୍ଚଳରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମହିଳା ମାଓବାଦୀ ନିହତ ହୋଇଛନ୍ତି। ସୂଚନାନୁଯାୟୀ, ଦର୍ଭା ଡିଭିଜନର ମାଓବାଦୀମାନେ ଜଙ୍ଗଲରେ ଉପସ୍ଥିତ ଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?