ମାଲକାନଗିରି

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା ମାଥିଲି ବ୍ଲକର ବିଭିନ୍ନ ମଣ୍ଡିରେ ପଡିଥିବା ଚାଷୀଙ୍କ ଧାନ ଭିଜିଯାଇଥିବା ଅଭିଯୋଗ ହୋଇଛି।…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିଥିଲେ। ଉକ୍ତ ଡମ୍ପରେ ମାଓବାଦୀମାନେ ଲୁଚାଇ ରଖିଥିବା ବ୍ୟାପକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା ମାଓବାଦୀଙ୍କୁ ରେଡ୍‌ କାର୍ପେଟ ବିଛାଇ ଅଣାଯିବ ବୋଲି କୁହାଯାଇଥିଲା। ଧାର୍ଯ୍ୟ ସମୟସୀମା ପାଖେଇ…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ମାଓବାଦୀ ବିରୋଧୀ ଅଭିଯାନରେ ଗୁଇନ୍ଦା ସୂଚନା ଆଧାରରେ ସୁରକ୍ଷା…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର ଗାଡ଼ିକୁ ଅଟକାଇ ୬୩୧ କଇଁଛ ଜବତ କରିଛି। ସେଥିମଧ୍ୟରୁ ୭୦ଟି କଇଁଛ ମୃତ…

୨୦ରୁ ଊର୍ଦ୍ଧ୍ୱ ଶହୀଦସ୍ତମ୍ଭ ଭାଙ୍ଗିଲେ ଗ୍ରାମବାସୀ

ମାଲକାନଗିରି,୨୬।୨: ମାଲକାନଗିରି ଜିଲା ସ୍ୱାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି କମିଥିବା ବେଳେ ଶାନ୍ତି ଫେରୁଛି। ଏହି ପରିପ୍ରେକ୍ଷୀରେ ସ୍ୱାଭିମାନ ଅଞ୍ଚଳର ମାଥିଲି, କାଲିମେଳା ଏବଂ ଖଇରପୁଟରେ ଥିବା ୨୦ରୁ ଊର୍ଦ୍ଧ୍ୱ ମାଓବାଦୀଙ୍କ ଶହୀଦସ୍ତମ୍ଭକୁ ସ୍ଥାନୀୟ ଗ୍ରାମବାସୀ ଗୁରୁବାର ଭାଙ୍ଗି ଦେଇଛନ୍ତି। ମାଓବାଦୀମାନେ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଏ ସମ୍ବନ୍ଧରେ ଆଜି ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି…

ଲାଞ୍ଚ ନେଇ ଧରାପଡ଼ିଲେ JE, ବିଦ୍ୟୁତ୍‌ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ମାଲକାନଗିରି,୩।୨(ଦୁର୍ଯ୍ୟୋଧନ ପାତ୍ର): ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପରବେଶ ନାୟକ। ବିଦ୍ୟୁତ ସଂଯୋଗ ପାଇଁ ଜଣେ…

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପଡିଆ ଗ୍ରାମର ବୃନ୍ଦାବନ ହନ୍ତାଳଙ୍କପୁଅ ସମୀର ହନ୍ତାଳ (୨୯)…

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର ଗୋଟିଏ ହେଟାବାଘର ମୃତଦେହ ଜବତ କରାଯାଇଛି । ଏକ ବଡ ଗାଡି ଧକ୍କାରେ ହେଟାବାଘର…

୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନସ୍ଥ ତଥା କାଲିମେଳା ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ଏମଭି…

ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଜିଲା ନ୍ୟାଶନାଲ ପାର୍କ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ଖବର ପାଇ ସିଆରପିଏଫ୍‌,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?