ମାଲକାନଗିରି

୨ ବାଇକ୍‌ ମୁହାଁମୁହିଁ: ପଛରୁ ଆସି ଚଢ଼ିଗଲା ଟ୍ରକ୍‌

ଏମ୍‌ଭି ୭୯,୨୬ା୮(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ସୀମାନ୍ତ ମୋଟୁ ଥାନାଠାରୁ ପ୍ରାୟ ୨ କି.ମି. ଦୂର ୩୨୬ ନଂ. ଜାତୀୟ ରାଜପଥରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ସମୟରେ ପଛପଟୁ ଆସୁଥିବା ଏକ ଟ୍ରକ ବାଇକ୍‌...

ପୁଣି ୧୫୦ କଇଁଛ ଜବତ

ମାଲକାନଗିରି/ଏମ୍‌ଭି-୭୯, ୨୬ା୮(ସ୍ବ.ପ୍ର./ଡି.ଏନ.ଏ.): କାଲିମେଳା ବନ ବିଭାଗ ପକ୍ଷରୁ ଗତ ଦୁଇ ଦିନ ତଳେ ୩୫୦ କଇଁଛ ଚୋରାଚାଲାଣ ବେଳେ ଜବତ କରାଯାଇଥିବା ବେଳେ ଗୁରୁବାର ଏମଭି-୭୯ ବନ ବିଭାଗ ପକ୍ଷରୁ ଚୋରାଚାଲାଣ ବେଳେ ୧୫୦ଟି ଜିଅନ୍ତା କଇଁଛ ଜବତ କରାଯାଇଛି। କଇଁଛ...

ଅବ୍ୟବସ୍ଥାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ମାଥିଲି,୨୬ା୮(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୁରୁପାଲି ପଞ୍ଚାୟତର ସର୍ଗିଗୁଡ଼ା ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥାରେ ଚାଲୁଥିବା ଦେଖିବାକୁ ମିଳୁଛି। କେନ୍ଦ୍ର ପରିସରରେ ପାନୀୟ ଜଳ ପାଇଁ ନଳକୂପ ନାହିଁ। ପାଇଖାନା କି ବିଦ୍ୟୁତ୍‌ ବ୍ୟବସ୍ଥା ମଧ୍ୟ...

ଡାକ୍ତରଖାନାରେ ପାଣି ନାହିଁ, ରୋଗୀଙ୍କ ଡାଏଲିସିସ୍‌ ବନ୍ଦ

ମାଲକାନଗିରି,୨୫।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ କିଛିଦିନ ହେଲା ପାଣିର ଅଭାବ ଦେଖାଦେଇଛି। ଫଳରେ କିଡ୍‌ନୀ ରୋଗୀଙ୍କ ସେବା ବାଧାପ୍ରାପ୍ତ ହୋଇଛି। ପରିସ୍ଥିତି ଏଭଳି ହୋଇଛି ଯେ, ଡାଏଲିସିସ୍‌ ପାଇଁ ଆସୁଥିବା ରୋଗୀଙ୍କୁ ସ୍ବାସ୍ଥ୍ୟ କର୍ମଚାରୀ ଫେରାଇ ଦେଉଛନ୍ତି। ସୂଚନା...

ମିଛ କହି କିଡ୍‌ନୀ ବିକିଦେଲେ ସ୍ବାମୀ

ମାଲକାନଗିରି,୨୫ା୮(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍‌ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ ମାଲକାନଗିରି ସଦର ବ୍ଲକ କତାମେଟା ଗ୍ରାମର ରଞ୍ଜିତା କୁଣ୍ଡୁ। ସେ ବୁଧବାର ଗଣମାଧ୍ୟମକୁ...

୩୫୦ରୁ ଊର୍ଦ୍ଧ୍ୱ କଇଁଛ ଉଦ୍ଧାର

କାଲିମେଳା, ୨୪ା୮(ଡି.ଏନ.ଏ.): ଚୋରାରେ କଇଁଛ ବିକ୍ରି ଚାଲିଥିବା ବେଳେ ମାଲକାନଗିରି ଜିଲା କାଲିମେଳା ବନ ବିଭାଗ ଚଡାଉ କରି ବିପୁଳ ପରିମାଣର ଜିଅନ୍ତା କଇଁଛ ଜବତ କରିଛି l ଏହାର ଆନୁମାନିକ ବଜାର ମୂଲ୍ୟ ୨.୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍...

ହସ୍ପିଟାଲରୁ ଉଦ୍ଧାର ହେଲା ଅଜଗର

ଚିତ୍ରକୋଣ୍ଡା,୨୩।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଷ୍ଟାଫ କ୍ୱାର୍ଟର୍ସ ପଛପଟୁ ସୋମବାର ରାତିରେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ରୁମ୍‌କୁ ପଶିବାକୁ ଚେଷ୍ଟା କରୁଥିବା ବେଳେ କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ।...

ମୁଖ୍ୟ ସ୍ରୋତକୁ ଫେରିଲେ ୫ଶହ ମାଓବାଦୀ ସମର୍ଥକ, ଭାଙ୍ଗିଲେ ଶହୀଦ ସ୍ତମ୍ଭ

ଚିତ୍ରକୋଣ୍ଡା/ମାଲକାନଗିରି,୨୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗୁରୁପ୍ରିୟାଠାରେ ସୋମବାର ପୋଲିସ ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ଜନ ସମ୍ପର୍କ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ସ୍ବାଭିମାନ ଅଞ୍ଚଳ ରାଲେଗା ଓ ଧୂଳିପୁଟ ପଞ୍ଚାୟତ ଅଞ୍ଚଳରୁ ୧୮୦ ମିଲେସିଆ ଏବଂ ୩୧୭...

୧୫୦ ମିଲିସିଆ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୨ା୮(ସ୍ବ.ପ୍ର.): ମାଲକାନଗିରି ଏସ୍‌ପି ଓ ବିଏସ୍‌ଏଫ୍‌ ଡିଆଇଜିଙ୍କ ନିକଟରେ ସୋମବାର ୧୫୦ ମିଲିସିଆ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଗୁରୁପ୍ରିୟା ନିକଟସ୍ଥ ବିଏସ୍‌ଏଫ୍‌ ମାଓବାଦୀ କ୍ୟାମ୍ପ୍‌ରେ ଆତ୍ମସମର୍ପଣ କରିଛନ୍ତି। ମାଓବାଦୀଙ୍କ ଶହୀଦ ସ୍ତମ୍ଭ ଭାଙ୍ଗିଛନ୍ତି ମିଲିସିଆ। ସରକାରଙ୍କ ଉନ୍ନତିମୂଳକ କାର୍ଯ୍ୟରେ ସନ୍ତୁଷ୍ଟ...

ଛାତ୍ରୀଛାତ୍ର ୨୪୪, ଶିକ୍ଷକ ଅଛନ୍ତି ୫

କୋରୁକୋଣ୍ଡା ୨୨ା୮(ଡି.ଏନ୍‌.ଏ.): ରାଜ୍ୟ ସରକାର ଶିକ୍ଷାର ଉନ୍ନତି ପାଇଁ ବହୁ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ବିଦ୍ୟାଳୟଗୁଡିକର ଉନ୍ନତି କରୁଛନ୍ତି। ଶ୍ରେଣୀଗୃହ ସହ ଅତ୍ୟାଧୁନିକ ବିଜ୍ଞାନାଗାର ପ୍ରତିଷ୍ଠ କରି ଛାତ୍ରୀଛାତ୍ରଙ୍କୁ ଅଧ୍ୟୟନ ପ୍ରତି ଆକୃଷ୍ଟ କରୁଛନ୍ତି। ଉପସ୍ଥାନ ବୃଦ୍ଧି ଲାଗି...

ରଦ୍ଦ ହେଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ରାଶନ କାର୍ଡ

ମାଲକାନଗିରି, ୨୨ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ନାମରେ ରାଶନ କାର୍ଡ କରି ଜମି ଖଜଣା ବାବଦକୁ ଅର୍ଥ କମ୍‌ ଦେଇ ପଟ୍ଟା ହାତେଇବା ଘଟଣା ଶନିବାର ଜଣାପଡ଼ିବା ପରେ ଉକ୍ତ କାର୍ଡକୁ ରବିବାର ରଦ୍ଦ କରାଯାଇଛି।...

ଡେପୁଟି କଲେକ୍ଟରଙ୍କ ସ୍ତ୍ରୀ ନାଁରେ ରାଶନ କାର୍ଡ

ମାଲକାନଗିରି,୨୧।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ନିଜ ସ୍ତ୍ରୀଙ୍କ ନାଁରେ ରାଶନ କାର୍ଡ କରାଇଥିବା ଅଭିଯୋଗ ହୋଇଛି। ଏମିତି କି ମ୍ୟୁନିସିପାଲିଟି ଲ୍ୟାଣ୍ଡ୍‌ ରାଇଟ୍‌ସରେ ଜମି ପଟ୍ଟା ହାତେଇବା ପାଇଁ ଏହି କାର୍ଡ ବ୍ୟବହାର କରାଯାଇଛି। ମାଲକାନଗିରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri