ମାଲକାନଗିରି

୫ ବର୍ଷ ହେବ ଅଧାପନ୍ତରିଆ ତର୍ଲାକୋଟା ପୋଲ

ବାଲିମେଳା,୨୩ା୬(ଶିବଦତ୍ତ ସାହୁ): ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ନିର୍ମାଣାଧୀନ ଥିବା ପୋଲ କାର୍ଯ୍ୟ ଶେଷ ହେଉନାହିଁ। ଫଳରେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକେ ବର୍ଷାଦିନେ ଯାତାୟାତରେ ବହୁ ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବାଲିମେଳା ସହରକୁ…

ଏସ୍‌ଏସ୍‌ସି ମାନ୍ୟତା ପାଇଲେ ମିଳିବ ଘରବାରି ପଟ୍ଟା

ଚିତ୍ରକୋଣ୍ଡା,୨୨ା୬ (କ୍ଷୀରୋଦ ବେହେରା)ମାଲକାନଗିରି ଜିଲା ପ୍ରଶାସନ ଦ୍ୱାରା ୨୦୧୧ରେ ହୋଇଥିବା ଜନଗଣନାରେ ଚିତ୍ରକୋଣ୍ଡା ପଞ୍ଚାୟତର ୭୫୦୦ ଶହରୁ ଊର୍ଦ୍ଧ୍ୱ ଲୋକ ଥିବା ବେଳେ ୧୦ ବର୍ଷ ପରେ ଜନଗଣନାରେ ୧୦ ରୁ ୨୦ ଭାଗ ଲୋକ ସଂଖ୍ୟା ବଢ଼ିବା ସହ ୨୦୨୧ରେ…

ଗାମୁଛାରେ ବୃଦ୍ଧଙ୍କ ବେକ ଭିଡ଼ି ହତ୍ୟା ଅଭିଯୋଗ: ଯୁବକ ଗିରଫ

କୋରୁକୋଣ୍ଡା,୨୧ା୬(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି ୩ ପଞ୍ଚାୟତ ଅଧୀନସ୍ଥ ସିତାଗନ୍ଧୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ନଜରକୁ ଆସିଛି। ଗତ ୧୯ ତାରିଖ ସୋମବାର ରାତିରେ ସୀତାଗନ୍ଧି ଗ୍ରାମରେ ରହୁଥିବା ଲଇଖନ ଖରା ନାମକ ଜଣେ…

ସାବେରୀ ନଦୀରୁ ଧରାହେଲା ବିରାଟକାୟ ମାଛ

ମାଲକାନଗିରି,୧୯ା୬(ଦୁର୍ଯ୍ୟୋଧନ ପାତ୍ର): ସାଧାରଣତଃ ସମୁଦ୍ରରେ ସାର୍କ, ତିମି, ଭଳି ବିରାଟ ବିରାଟକାୟ ମାଛ ଧରା ଯାଇଥାଏ। ଏହି ମାଛକୁ ଦେଖିବା ପାଇଁ ପ୍ରବଳ ଭିଡ଼ ହେଉଥିବା ବେଳେ ମତ୍ସ୍ୟଜୀବୀ ଏହି ମାଛକୁ ଲକ୍ଷାଧିକ ଟଙ୍କାରେ ବିକ୍ରି କରିଥାନ୍ତି। ମାଲକାନଗିରି ଭଳି ଏକ…

ପୁଣି ୧୦ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍‌ ଜବତ

ମାଲକାନଗିରି,୧୯ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ପୋଲିସ ଗତ ୨୫ ଦିନ ମଧ୍ୟରେ ୧୮ ଲକ୍ଷ ଟଙ୍କାର ଦୁଇ ହଜାର ଟଙ୍କିଆ ନୋଟ୍‌ ଜବତ କରିବା ସହ ୬ ଜଣଙ୍କୁ ଗିରଫ କରିଛି। ତଥ୍ୟ ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ସଦର…

ଜଙ୍ଗଲରେ ହ୍ରାସ ପାଉଛି ବାଉଁଶ

ମାଲକାନଗିର, ୧୮ା୬(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ବାଲିମେଳା, ଚିତ୍ରକୋଣ୍ଡା, କାଲିମେଳା ଓ ମାଲକାନଗିରି ବନାଞ୍ଚଳରେ ପ୍ରାୟ ୨୦ ବର୍ଷ ପୂର୍ବରୁ ବିଭିନ୍ନ ଜଙ୍ଗଲରେ ବହୁ ପରିମାଣର ବାଉଁଶଗଛ ଦେଖିବାକୁ ମିଳୁଥଲା। ଏହି ବାଉଁଶ ବନ ବିଭାଗ ପ୍ରତିବର୍ଷ ସିଲିଭ୍‌ କଲ୍‌ଚର କଟିଂ…

ବଣ୍ଡାଘାଟିରୁ ରାଇସିନା ହିଲ୍‌

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର)/ ଖଇରପୁଟ, ୧୮ା୬(ହୃଷୀକେଶ ସେଠୀ) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟି ଅଞ୍ଚଳରୁ ୧୭ ବଣ୍ଡା ମହିଳା ଓ ପୁରୁଷ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପିତ ଭବନ ବୁଲିବାକୁ ଦିଲ୍ଲୀ ଯାଇଥିଲେ। ଏମାନେ ଦୁଇଦିନ ପୂର୍ବେ…

କାଳବୈଶାଖୀରେ ଭାଙ୍ଗିଛି, ସଜଡ଼ା ଯାଉନି

ମାଲକାନଗିରି,୧୬ା୬(ଦୁର୍ଯ୍ୟୋଧନ ପାତ୍ର): ଆସନ୍ତା ୧୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। କିନ୍ତୁ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିବା ସ୍କୁଲଗୁଡିକ ଅଦ୍ୟାବଧି ମରାମତି ହୋଇ ନ ଥିବା ଜଣାପଡ଼ିଛି। ଗତ ୧ ତାରିଖରେ ମାଲକାନଗିରି ଜିଲାରେ କାଳବୈଶାଖୀରେ ବହୁ କ୍ଷୟକ୍ଷତି ହୋଇଥଲା। ସଦର…

ଯାତାୟାତ ପାଇଁ ୩ ପଞ୍ଚାୟତବାସୀ ହନ୍ତସନ୍ତ

ମାଥିଲି,୧୬ା୬(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକର ୩ଟି ପଞ୍ଚାୟତ କତାପାଲି, ବଣ୍ଡାରିପାଙ୍ଗମ ଓ ମେକା ମୁଖ୍ୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଫଳରେ ୩ ପଞ୍ଚାୟତ ଲୋକେ ଯାତାୟାତ ଲାଗି ହନ୍ତସନ୍ତ ହେଉଛନ୍ତି। ଦୁର୍ଘଟଣା ଘଟି ଲୋକଙ୍କ ଜୀବନ…

ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ, ୫ ଆହତ

କୋରୁକୋଣ୍ଡା ୧୩।୦୬(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଡ଼ାଇକ ୩ ଘାଟି ନିକଟରେ ଭାରସାମ୍ୟ ହରାଇ ଓଲଟିଛି ଅଟୋ। ଘଟଣାରେ ଚାଳକର ମୃତ୍ୟୁ ହୋଇଥିବାବେଳେ ୫ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଖଇରପୁଟ ବ୍ଲକ ଅନ୍ତର୍ଗତ ରସବେଡା ପଞ୍ଚାୟତ ଅଧିନସ୍ତ ସିଡିପାକା…

ଅଭିଯୋଗ ସତ୍ତ୍ୱେ ଦୂର ହେଉନି ସମସ୍ୟା

ମାଲକାନଗିରି,୧୨ା୬(ଡି.ଏନ୍‌.ଏ.): ଓଡ଼ିଶା ସୀମାନ୍ତବର୍ତ୍ତୀ ଅନେକ ଗ୍ରାମର ପାରିପାର୍ଶ୍ୱିକ ବିକାଶ ହେଉ ନ ଥିବାରୁ ଏଠାରେ ବସବାସ କରୁଥିବା ଲୋକେ ପଡୋଶୀ ରାଜ୍ୟରେ ମିଶିବା ପାଇଁ ଇଚ୍ଛା କରୁଛନ୍ତି। ଯେପରି କୋରାପୁଟ ଜିଲା କୋଟିଆ ଅଞ୍ଚଳ। ଏହାର ସୁଯୋଗ ନେଇ ପଡୋଶୀ ରାଜ୍ୟଗୁଡିକ…

ସୀମାନ୍ତରେ ମାଓବାଦୀଙ୍କ ଡ୍ରୋନ୍‌ ବ୍ୟବହାର

ମାଲକାନଗିର,୧୧।୬(ଡି.ଏନ୍‌.ଏ.): ମାଓବାଦୀଙ୍କୁ ଦମନ କରିବା ପାଇଁ ଡ୍ରୋନ୍‌ ମାଧ୍ୟମରେ ସୁରକ୍ଷା ବଳ ମାଓବାଦୀଙ୍କ ଉପରେ ନଜର ରଖୁଥିଲେ। ବର୍ତ୍ତମାନ ମାଓବାଦୀମାନେ ମଧ୍ୟ ଏହି ଡ୍ରୋନ୍‌ର ବ୍ୟବହାରକରି ସୁରକ୍ଷା ବଳ ଉପରେ ନଜର ରଖିବା ସହ ସେମାନଙ୍କ ସର୍ଚ୍ଚ ଅପରେଶନ ଉପରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?