ମାଲକାନଗିରି

ଜେଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ମାଲକାନଗିରି,୧୧।୬(ଡି.ଏନ.ଏ.): ମାଲକାନଗିରି ଉପକାରାଗାରରେ ପୂର୍ବରୁ ଅନେକ ଅଘଟଣ ଘଟିଥିବା ବେଳେ ଶନିବାର ପୁଣି ଜଣେ ବିଚାରାଧୀନ ବନ୍ଦୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୩୩ ଗ୍ରାମର ବିଧାନ ମିର୍ଦ୍ଧା। ବିଧାନ ଦୀର୍ଘ ୪ ବର୍ଷ ହେବ…

ପାଇଖାନା ଭିତରୁ ମିଳିଲା କଏଦୀଙ୍କ ଝୁଲନ୍ତା ମୃତଦେହ

ମାଲକାନଗିରି,୧୦।୬(ଡି.ଏନ୍‌.ଏ): ପୁଣି ବିବାଦରେ ମାଲକାନଗିରି ଉପକାରାଗାର। ଏଠାରେ ଝୁଲନ୍ତା ଅବସ୍ଥାରେ ଜଣେ କଏଦୀଙ୍କ ମୃତଦେହ ଜବତ ହୋଇଛି। ମୃତକ କଏଦୀ ଜଣଙ୍କ ଏମ୍‌ପିଭି ୩୭ର ବିଧାନ ମିର୍ଦ୍ଧା ବୋଲି ସୂଚନା ରହିଛି। ଏକ ହତ୍ୟା ମାମଲାରେ ମିର୍ଦ୍ଧା ଦୋଷୀ ସାବ୍ୟସ୍ତ ହୋଇଥିଲେ।…

ଖବର ପ୍ରକାଶ ପରେ ଶିଶୁକନ୍ୟାଙ୍କ ଘରେ ପହଞ୍ଚତ୍ଲେ ବିଡିଓ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ

ପଡିଆ, ୮ା୬(ଡି.ଏନ୍‌.ଏ.): ‘ଅଜଣା ରୋଗରେ ଛଟପଟ ଶିଶୁକନ୍ୟା’ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପଡିଆ ବିଡିଓ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଶିଶୁକନ୍ୟାଙ୍କ ଘରେ ପହଞ୍ଚତ୍ ସହାୟତା ଦେଇଛନ୍ତି। ଶିଶୁକନ୍ୟାର ଚିକିତ୍ସା ଲାଗି ସମସ୍ତ ପଦକ୍ଷେପ ନିଆଯିବ ବୋଲି ପରିବାର…

ନଦୀରେ ନିଖୋଜ ୨ଜଣଙ୍କ ମିଳିଲା ମୃତଦେହ

ମାଲକାନଗିରି,୭ା୬(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମାସ୍ଥିତ ପୋଡପଦା ନଦୀରେ ଗତ ୧ ତାରିଖରେ ୨ଟି ଡଙ୍ଗା ବୁଡି ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାର ଏକ ସପ୍ତାହ ନ ପୂରୁଣୁ ପୁଣି ସୋମବାର ଖଇରପୁଟ ବ୍ଲକର ସେହି ନଦୀରେ ଆଉ ଏକ…

ନଦୀ ପାର ହେଉଥିବା ବେଳେ ବୁଡିଲା ଡଙ୍ଗା, ୨ ନିଖୋଜ

ମାଲକାନଗିରି,୭।୬(ଡି.ଏନ.ଏ.): ମାଲକାନାଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡା ଘାଟିର ଅଣ୍ଡରହଲ ପଞ୍ଚାୟତ ସିନ୍ଦିଗୁଡା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନଦୀ ପାର ହେଉଥିବା ସମୟରେ ଡଙ୍ଗା ବୁଡି ୨ ଜଣ ନିଖୋଜ ହୋଇଛନ୍ତି। ପୋଲିସ ସୂଚନା ଅନୁସାରେ, ରାସବେଡା ପଞ୍ଚାୟତର…

ଡଙ୍ଗା ବୁଡି ଦୁଇଜଣ ନିଖୋଜ

ମାଲକାନଗିରି,୭।୬(ଡି.ଏନ୍‌.ଏ.): ମାଲକାନାଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡା ଘାଟିର ହ୍ୟାଣ୍ଡରହଲ ପଞ୍ଚାୟତ ସିନ୍ଦିଗୁଡା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛ। ନଦୀରେ ପାର ହେଉଥିବା ସମୟରେ ଡ଼ଙ୍ଗା ବୁଡି ଦୁଇଜଣ ନିଖୋଜ ହୋଇଛନ୍ତି। ପୋଲିସ ସୂଚନା ଅନୁସାରେ ରାସବେଡା ପଞ୍ଚାୟତର ତୁମାପଦର…

ବାଟବଣା ବସୁଧା ଯୋଜନା

ଏମ୍‌ଭି ୭୯,୩ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକରେ ବସୁଧା ଯୋଜନା ବାଟବଣା ହୋଇଛି। ଏମ୍‌ଭି-୭୯,ଏମ୍‌ପିଭି-୫୫,ଏମ୍‌ପିଭି-୪୨,ଏମ୍‌ପିଭି-୮୨,ଏମ୍‌ପିଭି-୭୯,ଏମ୍‌ଭି-୭୮, ଏମ୍‌ପିଭି-୮୧, ଗୁମୁକା, ବେଙ୍କଟପଲମ, ଏମ୍‌ଭି-୬୩ ଓ କୋଇକୁଣ୍ଡା ଗ୍ରାମରେ ବସୁଧା ଯୋଜନାରେ ନିର୍ମିିତ ପ୍ରକଳ୍ପ ୮ରୁ ୧୦ବର୍ଷ ହେଲା ଶେଷ ହୋଇଥିଲେ ସୁଦ୍ଧା ସେଗୁଡିକ ବର୍ତ୍ତମାନ…

ଡଙ୍ଗାବୁଡ଼ି ଘଟଣା: ଜଣଙ୍କ ମୃତଦେହ ମିଳିଲା, ଆଉ ଜଣେ ନିଖୋଜ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସତୀଗୁଡ଼ା ଜଳଭଣ୍ଡାରରେ ନିଖୋଜ ୨ ଦୁଇ ଜଣଙ୍କ ମଧ୍ୟରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଉକ୍ତ ମହିଳାଙ୍କ ଜଣକ ହେଲେ ତୁଳୁସା ମାଢ଼ି। ନିଖୋଜ ଗୋବିନ୍ଦ ସର୍ଦ୍ଦାରଙ୍କୁ ଉଦ୍ଧାର ଲାଗି ଅଗ୍ନିଶମ କର୍ମଚାରୀମାନେ ଜୋରଦାର…

୨ ଡଙ୍ଗା ବୁଡ଼ି, ୨ ନିଖୋଜ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗୁରୁବାର ଅପରାହ୍ନରେ ହଠାତ୍‌ କାଳବୈଶାଖୀରେ ପ୍ରବଳ ବେଗରେ ପବନ ବହିବାରୁ ସତୀଗୁଡ଼ା ଜଳଭଣ୍ଡାରରେ ୨ଟି ଡଙ୍ଗା ବୁଡ଼ିଯାଇଛି। ଏଥିରେ ମଞ୍ଜୁସା ଗ୍ରାମର ତୁଳୁସା ମାଢ଼ୀ ଓ ଏମ୍‌ଭି ୧୧୧ ଗ୍ରାମର ଗୋବିନ୍ଦ ସର୍ଦ୍ଦାର ନିଖୋଜ ଅଛନ୍ତି। ପ୍ରକାଶ…

ଭୁଶୁଡ଼ିଲା ଏୟାରଷ୍ଟ୍ରିପ୍‌ ପାଚେରି, ୨ ଶ୍ରମିକ ମୃତ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଗୁରୁବାର ଅପରାହ୍ନ ପ୍ରାୟ ୪ଟାରେ କାଳବୈଶାଖୀ ଯୋଗୁ ୨୦ମିନିଟ୍‌ ଧରି ପ୍ରବଳ ବେଗରେ ପବନ ବହିବା ସହ ବଜ୍ରପାତ ହୋଇଥିଲା। ଫଳରେ ରାସ୍ତା ଉପରେ ବଡ଼ ବଡ ଗଛ ଉପୁଡି ପଡିବା ସହ ବିଦ୍ୟୁତ୍‌…

କାଳବୈଶାଖୀ ପ୍ରଭାବ: ଉଡିଲା ଛପର, ଭାଙ୍ଗିଲା ଗଛ

କୋରୁକୋଣ୍ଡା,୧।୬(ଡି.ଏନ.ଏ.): ମାଲକାନଗିରି ଜିଲା ସଦର କୋରୁକୋଣ୍ଡା ପଞ୍ଚାୟତ ଅନ୍ତର୍ଗତ ବୁଦୁଗୁଡ଼ା, ବୁଦୁଗୁଡ଼ା କଲୋନୀ, ଜାମୁଗୁଡ଼ା, ଦୁରୁମାଗୁଡ଼ା ଏବଂ ଡୁଡ଼ାମେଟା ପଞ୍ଚାୟତ ଅନ୍ତର୍ଗତ ବାଲାକାଟି, ବେଣ୍ଡାଗୁଡ଼ା, ଏମ୍‌ଭି ୨୩ ଆଦି ଗ୍ରାମରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ପ୍ରାୟ ପାଖା ପାଖି ୨୫-୩୦…

ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ: ଉମେଶ ପାଣିଗ୍ରାହୀ ଜିଲା ଟପ୍ପର

ମାଲକାନଗିରି,୩୧ା୫(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ମାଲକାନଗିରି ସଦରମହକୁମାର ତିନୋଟି ଆବାସିକ ବିଦ୍ୟାଳୟର ଫଳାଫଳ ଶତ ପ୍ରତିଶତ ହୋଇଛି। ସେହିପରି ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ମଧ୍ୟ ମୋଟ୍‌ ୧୬୦ ଜଣ ପରୀକ୍ଷା ଦେଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?