ଜଳକଷ୍ଟ: ଦୂଷିତ ଚୁଆ ପାଣି ଭରସା
ପୋଟେରୁ, ୧୭ା୪(ଡି.ଏନ.ଏ.): ପ୍ରତି ଘରେ ପାନୀୟ ଜଳ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବ କ୍ଷେତ୍ରରେ ଏଥିରୁ ଲୋକେ ସୁଫଳ ପାଉନାହାନ୍ତି। ଖରାଦିନ ଆସିଲେ ଅନେକ ସ୍ଥାନରେ ଜଳକଷ୍ଟ ଦେଖିବାକୁ ମିଳୁଛି। ପୋଟେରୁ ଅଞ୍ଚଳର...
ଏମ୍ଭି ୬୯ ଗ୍ରାମରେ ଜବର ଦଖଲ ଉଚ୍ଛେଦ କଲା ପ୍ରଶାସନ
କାଲିମେଳା, ୧୬ା୪(ଡି ଏନ ଏ ): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ କାଲିମେଳା ପଞ୍ଚାୟତର ଏମ୍ଭି-୬୯ ଗ୍ରାମରେ ଥିବା କାଳିମନ୍ଦିର ନିକଟରେ ସରକାରୀ ଜମିରେ ଜବରଦଖଲ କରି ରହିଥିବା ୨ଟି ପରିବାରର ଘରକୁ ତହସିଲ ପ୍ରଶାସନ ଶନିବାର ଉଚ୍ଛେଦ...
ବ୍ଲକ କାର୍ଯ୍ୟାଳୟ ମିଟରରେ ଲାଗିଲା ନିଆଁ, କର୍ମଚାରୀ ଭୟଭୀତ
କୋରୁକୋଣ୍ଡା,୧୫ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ଶନିବାର ସମସ୍ତ କର୍ମଚାରୀ ନିଜ ନିଜ କାର୍ଯ୍ୟରେ ବ୍ୟସ୍ତ ଥିବା ବେଳେ ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ବିଦ୍ୟୁତ ମିଟର ନିକଟରେ ହଠାତ୍ ନିଆଁ ଲାଗି ଯାଇଥିଲା। ଫଳରେ ଏହା ଦେଖି କର୍ମଚାରୀମାନେ...
୪ ଗ୍ରାମରେ ପହଞ୍ଚତ୍ନି ମୌଳିକ ସୁବିଧା
ମାଥିଲି,୧୫ା୪(ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକର ଘାଟି ଉପରେ ଥିବା ଗ୍ରାମଗୁଡ଼ିକରେ ପହଞ୍ଚତ୍ପାରିନି ଏଯାଏ ମୌଳିକ ସୁବିଧା ସୁଯୋଗ। ଏପର୍ଯ୍ୟନ୍ତ ଗ୍ରାମବାସୀଙ୍କ ପାଇଁ ରାସ୍ତାଘାଟ ସ୍ବପ୍ନ ପାଲଟିଛି। ଚାଉଳ ଓ ଭତ୍ତା ପାଇଁ ୧୩ କି.ମି. ପାହାଡ଼ ଚଢ଼ି ପଞ୍ଚାୟତ...
ବେଆଇନ ଭାବେ ବିକ୍ରି ହେଉଛି ପେଟ୍ରୋଲ, ଡିଜେଲ
ବାଲିମେଳା,୧୫ା୪(ଡି.ଏନ୍.ଏ.) ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳ ସମେତ ବାଲିମେଳା ସହରର ଅଧିକାଂଶ ପାନଦୋକାନ, ତେଜରାତି ଦୋକାନରେ ବିନା ଲାଇସେନ୍ସରେ ପ୍ରତ୍ୟହ ଶହ ଶହ ଲିଟର ପେଟ୍ରୋଲ, ଡିଜେଲ ବେଆଇନ ଭାବେ ଚଢ଼ା ଦରରେ ବିକ୍ରି ହେଉଥିବା ଅଭିଯୋଗ...
୨ଟନ୍ ୫୦୦ କେଜି ଗଞ୍ଜେଇ ଜବତ: ବଜାର ମୂଲ୍ୟ ୨ କୋଟିରୁ ଊର୍ଦ୍ଧ୍ୱ ହେବ
ଚିତ୍ରକୋଣ୍ଡା,୧୧ା୪(ଡି.ଏନ.ଏ.)-ଚିତ୍ରକୋଣ୍ଡା ପୋଲିସ ସୋମବାର ରାତିରେ କପାତୁଟି ପଞ୍ଚାୟତ ଭାଲୁଗୁଡ଼ା ଜଙ୍ଗଲରେ ଚଢ଼ାଉକରି ୭୨ ଜରି ବସ୍ତାରେ ବନ୍ଧାଯାଇ ରଖାଯାଇଥିବା ଗଞ୍ଜେଇ ଜବତ କରିଛି। ଏହାର ପରିମାଣ ୨ଟନ୍ ୫୦୦ କେଜି ବୋଲି ଜଣାପଡ଼ିଛି। ଏହାର ଆନୁମାନିକ ମୂଲ୍ୟ ୨କୋଟି ୫...
ବିଷାକ୍ତ ଖାଦ୍ୟଖାଇ ୧୫ ଅନ୍ତେବାସୀ ଗୁରୁତର
ବାଲିମେଳା/କୋରୁକୋଣ୍ଡା,୧୦ା୪ (ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାନ ବୈଷୟିକ ମହାବିଦ୍ୟାଳୟ ଛାତ୍ରୀ ନିବାସରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଛାତ୍ରୀନିବାସର ୧୫ ଅନ୍ତେବାସୀ ଗୁରୁତର ହୋଇପଡିବା ଦେଖିବାକୁ ମିଳିଛି। ଏହି ଖବର ଜଣାପଡିବା ପରେ...
ସ୍ବାଭିମାନ ଅଞ୍ଚଳରେ ‘ପୁଷ୍ପା-୨’
ଭୁବନେଶ୍ୱର,(ବ୍ୟୁରୋ)/ ମାଲକାନଗିରି,୧୦।୪ (ଡି.ଏନ୍.ଏ.): ବକ୍ସ ଅଫିସ୍ରେ ରେକର୍ଡ ଭାଙ୍ଗିଥିବା ସାଉଥ୍ ଷ୍ଟାର୍ ଅଲ୍ଲୁ ଅର୍ଜୁନଙ୍କ ସୁପରହିଟ୍ ଚଳଚ୍ଚିତ୍ର ‘ପୁଷ୍ପା’ର ସଫଳତା ପରେ ଏବେ ‘ପୁଷ୍ପା-୨’ ନିର୍ମାଣ ପାଇଁ ପ୍ରକ୍ରିୟା ଚାଲିଛି। ତେବେ ଖୁସିର କଥା ହେଲା, ଏହାର ଶୁଟିଂ ଓଡ଼ିଶାରେ...
ସୀମାନ୍ତରୁ ୨ ମାଓବାଦୀ ଗିରଫ
ମାଲକାନଗିରି,୯।୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍ମା ପୋଲିସ କୋମ୍ବିଂ ଅପରେଶନ ବେଳେ ୨ଜଣ ମାଓବାଦୀଙ୍କୁ ଶନିବାର ଗିରଫ କରିଛି। ସେମାନେ ହେଲେ ମୁଚାକି ସୁଖ୍ରାମ ଏବଂ ହଡମା ମାଡଭି। ସେମାନଙ୍କ ନାମରେ ପୂର୍ବରୁ ୧ ଲକ୍ଷ ଲେଖାଏ ଟଙ୍କାର...
ଉଦ୍ଧାର ପକ୍ଷୀକୁ ଛାଡ଼ିଲା ବନ ବିଭାଗ
ଚିତ୍ରକୋଣ୍ଡା,୮।୪: ମାଲକାନଗିରି ଜିଲା ବନଖଣ୍ଡ ଅଧୀନ ଚିତ୍ରକୋଣ୍ଡା ବନାଞ୍ଚଳ ଅଧୀନ ପୂଜାରୀଗୁଡ଼ା ଗ୍ରାମ ନିକଟରେ କେତେକ ବ୍ୟକ୍ତି ଏକ ବିରଳ ପକ୍ଷୀ ଧରିଥିବା ବନ ବିଭାଗକୁ ଖବର ମିଳିଥିଲା। ଏନେଇ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ, ଚିତ୍ରକୋଣ୍ଡା ବନପାଳ...
ବୋମା ନିଷ୍କ୍ରିୟ ବେଳେ ବିସ୍ଫୋରଣ
ମାଲକାନଗିରି,୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ବୋମାକୁ ନିଷ୍କ୍ରିୟ କରିବାକୁ ଯାଇ ଜଣେ ଯବାନ ଗୁରୁତର ହୋଇଛନ୍ତି। ବୋମା ନିଷ୍କ୍ରିୟ ବେଳେ ଏହା ବିସ୍ଫୋରଣ ହୋଇଥିଲା। ସମ୍ପୃକ୍ତ ଯବାନ...
ସ୍ବାଭିିମାନ ଅଞ୍ଚଳରେ ବସ୍ ସେବା ଆରମ୍ଭ
ଚିତ୍ରକୋଣ୍ଡା,୬।୪(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଦାବି ପରେ ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ଅଧୁଷିତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗଡିଲା ବସ୍। ଗୁରୁବାର ନବରଙ୍ଗପୁର ଏମ୍ପି ରମେଶ ଚନ୍ଦ୍ର ମାଝୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର...
Archives


