ମାଲକାନଗିରି

ବଣ୍ଡା ଜନଜାତିଙ୍କ ମୁଣ୍ଡବ୍ୟଥାର କାରଣ ୨୦୦୦ ଟଙ୍କିଆ ନୋଟ୍‌

ମାଲକାନଗିରି,୨୬ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଆଦିମ ଅଧିବାସୀ ତଥା ଘାଟି ଉପରର ବଣ୍ଡା ଜନଜାତିଙ୍କ ପାଇଁ ବର୍ତ୍ତମାନ ଅଡୁଆ ସାଜିଛି ୨୦୦୦ ଟଙ୍କିଆ ନୋଟ୍‌ । ବର୍ତ୍ତମାନ ଏହି ନୋଟ୍‌ ବଜାରରେ କେହି ନେଉ ନ ଥିବାରୁ ସମସ୍ୟାରେ ପଡ଼ିଛନ୍ତି ଲୋକେ। ଏବେ…

ଡଙ୍ଗା ବୁଡି ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କୋରୁକୋଣ୍ଡା, ୨୫।୦୫(ଡି.ଏନ. ଏ): ଗତ କାଲି ସଂଧ୍ୟା ସମୟରେ ଡଙ୍ଗା ବୁଡିବା ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଆଜି ସକାଳେ ଅଗ୍ନିଶମ କର୍ମଚାରୀ ଖୋଜା ଖୋଜି କରିବା ପରେ ଉଦ୍ଧାର କରିଛନ୍ତି । ସୂଚନା ଅନୁଯାୟୀ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଳକର…

ଚିତ୍ରକୋଣ୍ଡା ଜଳ ଭଣ୍ଡାରରେ ଡ଼ଙ୍ଗା ବୁଡି ଜଣେ ନିଖୋଜ,ଦୁଇ ଉଦ୍ଧାର

ଚିତ୍ରକୋଣ୍ଡା,୨୫।୫: ମାଲକାନାଗିରି ଜିଲାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଡଙ୍ଗା ବୁଡିଯିବାରୁ ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନେ ସିଙ୍ଗାରାମ ନିକଟରେ ଜଳଭଣ୍ଡାର ମଧ୍ୟରେ ଦେଶୀ ଡଙ୍ଗାରେ ମାଛ ଧରୁଥିଲେ। ମାଛ ଧରୁଥିବା ବେଳେ…

୩୬୦ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ବୁଧବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ଉତ୍ତରପ୍ରଦେଶ ଆଗ୍ରା ଜିଲା ଜରୁସପତ୍ରା ଗ୍ରାମର ଭିକ୍କି ସିଂଗ, କଗରାଲ ଗ୍ରାମର ମୁକେଶ କୁମାର,…

ମାଣ୍ଡିଆ ହେରଫେର କରି ଭାରପ୍ରାପ୍ତ କ୍ଷେତ୍ର ଅଧିକାରୀ ଗିରଫ

ମାଲକାନଗିରି,୨୩ା୫(ଡି.ଏନ୍‌.ଏ.): ଆଦିବାସୀମାନେ ନିଜ ଅଞ୍ଚଳର ଜଙ୍ଗଲଜାତ ଏବଂ କୃଷିଜାତ ଦ୍ରବ୍ୟକୁ କିପରି ସୁଲଭ ମୂଲ୍ୟରେ ବିକ୍ରିକରି ସ୍ବାବଲମ୍ବୀ ହୋଇପାରିବେ ସେନେଇ ଆଦିବାସୀ ଉନ୍ନୟନ ସମବାୟ ନିଗମ ଓଡ଼ିଶା ଲିମିଟେଡ୍‌ (ଟିଡିସିସି) ଗଠନ ହୋଇଛି। ଏହି ସଂସ୍ଥା ଜିଲାର ବିଭିନ୍ନ ଅଞ୍ଚଳରେ ମିଳୁଥିବା…

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୨ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଆହତ ହୋଇଛନ୍ତି। ଗଙ୍ଗାଲୁର ଥାନା ଅଞ୍ଚଳର ପୁସନାର ଏବଂ ହିରୋଲି ମଧ୍ୟରେ ମାଓବାଦୀଙ୍କ ଉପସ୍ଥିତି ନେଇ ଖବର ପାଇ ପୋଲିସ ପକ୍ଷରୁ କୋମ୍ବିଂ…

ସୀମାନ୍ତରୁ ଗିରଫ ହେଲେ ୩ ମାଓବାଦୀ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ କାଙ୍କେର ଜିଲାର ଏକ ଜଙ୍ଗଲରେ କୋମ୍ବିଂ ଅପରେଶନ ବେଳେ ପୋଲିସ ୩ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ସାଲିକ ଆଞ୍ଚଳା, ରମେଶ ପୁନେମ୍‌ ଓ ପୁନାଠ ରାମ । ସାଲିକ ଓ…

ରାସ୍ତା, ପାନୀୟ ଜଳ ସହ ନାହିଁ ବିଦ୍ୟୁତ୍‌ ବ୍ୟବସ୍ଥା

କୋରୁକୋଣ୍ଡା,୧୯ା୫(ଡି.ଏନ୍‌. ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସୋମନାଥପୁର ପଞ୍ଚାୟତର ନୂଆଁଗୁଡା ଗ୍ରାମ। ଗ୍ରାମଟି ପଞ୍ଚାୟତ ସଦରଠାରୁ ମାତ୍ର ୫ କି.ମି. ବ୍ଲକ ସଦରରୁ ୨୦ କିମି. ଦୂରରେ ରହିଛି। ଗ୍ରାମଟି ପ୍ରଥମେ କୁଡୁମୁଲୁଗୁମ୍ମା ଅଧୀନରେ ଥିଲା। ୨୦୧୭ରେ ସୋମନାଥପୁର ପଞ୍ଚାୟତ…

୨ ଫେରାର ଅଭିଯୁକ୍ତଙ୍କ ଘରେ ଲାଗିଲା ନୋଟିସ

ମାଲକାନଗିରି, ୧୭ା୫ (ଡି.ଏନ.ଏ.): ମାଲକାନଗିରି ଜିଲା ତଣ୍ଡାପାଲି ଗ୍ରାମର ମନୋଜ ମାଡକାମିଙ୍କ ନାମରେ ନାଗପୁର ସହର କାଲମାନା ଥାନାରେ ଏନଡିପିଏସ୍‌ ମାମଲା ରହିଥିଲା। ନାଗପୁର ପୋଲିସ ତାଙ୍କୁ ଖୋଜୁଥିବା ବେଳେ ସେ ଦୀର୍ଘ ଦିନ ହେଲା ଫୋରର ରହିଛନ୍ତି। ମନୋଙ୍କୁ ବାରମ୍ବାର…

ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍‌ଏଫ୍‌ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେଶନ ଅମିତାଭ ଠାକୁର, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତ, ବିଏସ୍‌ଏଫ୍‌ର…

ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ନାବାଳିକା

ଚିତ୍ରକୋଣ୍ଡା,୧୨।୫: ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ବାଲିମେଳା ଜଳଭଣ୍ଡାରରେ ବୁଡ଼ି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିତ୍ରକୋଣ୍ଡା ଅପରେଟର କଲୋନୀର ପଦ୍ମିନୀ କାନ୍ଦୁଲିଆ(୧୫)। ମିଳିଥିବା ସୂଚନା ମୁତାବକ, ପରିବାର ଲୋକଙ୍କ ସହ ପଦ୍ମିନୀ ଆଈ ଘର ଚିତ୍ରକୋଣ୍ଡାସ୍ଥିତ ଦୋରାଘାଟକୁ ବୁଲିବାକୁ…

ରାସ୍ତା କାର୍ଯ୍ୟର ସୂଚନାଫଳକ ନ ଥିବାରୁ ଘଟୁଛି ଦୁର୍ଘଟଣା

କୋରୁକୋଣ୍ଡା, ୧୨ା୫(ଡି.ଏନ. ଏ.): ମାଲକାନଗିରି ଜିଲା ସଦରରୁ ବାଲିମେଳା ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ବହୁ ସଂଖ୍ୟାରେ ଗାଡିମୋଟର ଚଳାଚଳ କରେ। ବୁଧବାରଠାରୁ ପୋଟ୍ରେଲ ଛକଠାରୁ ଶିରାଗୁଡ଼ା ଛକ ମଧ୍ୟରେ ଥିବା ଏକ ଛୋଟ ଘାଟିକୁ କାଟି ସମତୁଲ କରିବା କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?