ମାଲକାନଗିରି

ପୋଲିସ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ୫୦ରୁ ଊର୍ଦ୍ଧ୍ୱ ମାଓବାଦୀ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ପୋଲିସ ଡିଜି ସୁନୀଲ ବଂଶଲ ଗୁରୁବାର ମାଲକାନଗିରି ଜିଲା ଗସ୍ତରେ ଆସିଥିବା ବେଳେ ଯନ୍ତ୍ରୀ ପଞ୍ଚାୟତରେ ନୂତନ କରି ହୋଇଥିବା ବିଏସ୍‌ଏଫ୍‌ କ୍ୟାମ୍ପ୍‌ ପରିଦର୍ଶନ କରିଥିଲେ। ଏହି ସମୟରେ ଯନ୍ତ୍ରୀ, ପଣସପୁଟ, ନାକାମାମୁ ଓ ଅଣ୍ଡପାଲି ପଞ୍ଚାୟତର ୫୦ରୁ...

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ସ୍କୁଲ ପାଚେରି

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.): ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ସ୍କୁଲ ପାଚେରି। ଅସରାଏ ବର୍ଷାରେ ଶନିବାର ରାତିରେ ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଅଁଳାପଦର ସ୍କୁଲର ପାଚେରି ନଷ୍ଟ ହୋଇଛି। ଜିଲାରେ ୫-ଟି ଅଧୀନରେ ରୂପାନ୍ତରିତ ସ୍କୁଲଗୁଡ଼ିକର ରୂପରେଖ ବଦଳିଛି। ସରକାରୀ ସ୍କୁଲ...

ଜଙ୍ଗଲରେ ଚାଲିଥିଲା ଚୋରାଚାଲାଣ ପ୍ରସ୍ତୁତି, ପହଞ୍ଚିଗଲା ପୋଲିସ

ମାଲକାନଗିରି,୨୬।୫(ଡି.ଏନ.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ପୋଲିସ ପାଟ୍ରୋଲିଂ ସମୟରେ ଜଙ୍ଗଲରୁ ୧୧୨ କେଜି ଗଞ୍ଜେଇ ଏବଂ ୨ ବନ୍ଧୁକ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ ହେଲେ ଜାମ୍ବାରିଗୁଡ଼ା ଗ୍ରାମର ଝମାରି ଖିଲ(୬୪)।...

ପ୍ରେମ ବିବାହରେ ଜାତି ବାଧକ: ବିଷ ପିଇ ଯୁବକଙ୍କ ଆତ୍ମହତ୍ୟା

ମାଲକାନଗିରି, ୨୪ା୫(ଡି.ଏନ.ଏ.):ପଞ୍ଚାୟତ ବୈଠକରେ ସ୍ତ୍ରୀଙ୍କୁ ଫେରି ପାଇବାର ଆଶା ହରାଇବା ପରେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ଏମଭି-୯ ଗ୍ରାମରେ। ମୃତକ ହେଲେ ସଞ୍ଜିତ ହାଲଦାର। ସଞ୍ଜିତ୍‌ ନିକଟସ୍ଥ ବୋଇଲାପାରି ଗ୍ରାମର...

ପଞ୍ଚାୟତ ବୈଠକରୁ ମିଳିଲାନି ସୁଫଳ, ବିଷ ପିଇଲେ ସ୍ବାମୀ

ମାଲକାନଗିରି, ୨୩ା୫(ଡି.ଏନ.ଏ.): ବସିଲା ପଞ୍ଚାୟତ, ବିଷ ପିଇଲେ ସ୍ବାମୀ ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ଏମଭି -୯ ଗ୍ରାମରେ। ମୃତକ ହେଲେ ସଞ୍ଜିତ ହାଲଦାର। ସଞ୍ଜିତ୍‌ ନିକଟସ୍ଥ ବୋଇଲାପାରି ଗ୍ରାମର ଗାୟତ୍ରୀ ପଡିଆମୀଙ୍କୁ ଭଲପାଇ ମେ ୧୪ ତାରିଖରେ...

ସ୍ବାଭିମାନ ଅଞ୍ଚଳରେ ବଢୁଛି ବାଲ୍ୟବିବାହ

ଚିତ୍ରକୋଣ୍ଡା,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ଜିଲାରୁ ବାଲ୍ୟ ବିବାହ ରୋକିବାକୁ ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ମାତ୍ର ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ଏହାର ପ୍ରଭାବ ବିଶେଷ ଭାବେ ପଡୁ ନ ଥିବା ଜଣାପଡିଛି।ଉକ୍ତ ଅଞ୍ଚଳର ରାଲେଗଡ଼ା଼ ପଞ୍ଚାୟତରେ ଅଧିକ ପରିମାଣରେ...

ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ: ଦୋଷୀଙ୍କୁ ଦୋଷମୁକ୍ତ କଲେ ବିଇଓ

କୋରୁକୋଣ୍ଡା,୨୨ା୫(ଡି.ଏନ୍‌.ଏ.): ଗତ ଫେବୃୟାରୀ ୧୮ରେ କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ଶାରଦାଗୁଡ଼ା ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ କେନ୍ଦ୍ର କରାଯାଇଥିଲା। ସେହି ଗୃହର ଗୋଟିଏ ଝାରକାରେ ଆମ ଦେଶର ଗୌରବ ଜାତୀୟ ପତାକାକୁ ଅଲୋଡ଼ା...

ଥାନା ଆଗରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ମହିଳା

ମାଲକାନଗିରି,୧୯ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ସମ୍ମୁଖରେ ଜଣେ ମହିଳା ଗୁରୁବାର ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗଙ୍ଗଲା ଗ୍ରାମର ସୁକାନ୍ତି ମାଝି(୫୦)। ଶରୀରରେ ନିଆଁ ଲଗାଉଥିବା ଦେଖି ଥାନା ଅଧିକାରୀ ଏବଂ ପୋଲିସ କର୍ମଚାରୀମାନେ...

ଗୁଣି ଗାରେଡ଼ିକୁ ନେଇ ପିଟିପିଟି ହତ୍ୟା

ମାଲକାନଗିରି,୧୮।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୁଣ୍ଡା ଗାଁରେ ଗୁଣି ଗାରେଡ଼ିକୁ କେନ୍ଦ୍ର କରି ଜଣକୁ ହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ପଦିଆ ପଡିଆମୀ। ସୂଚନା ଅନୁଯାୟୀ, ପଡିଆମୀ ଗୁଣିଗାରେଡି କରୁଥିବା ଗ୍ରାମବାସୀ ଜାଣି ପାରିଥିଲେ।...

ସୀମାନ୍ତରେ ୨ ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି,୧୬ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ଦ୍ବାରା ଖଞ୍ଜାଯାଇଥିବା ୨ଟି ବୋମାକୁ ନିଷ୍କ୍ରିୟ କରି ଏକ ବଡଧରଣର ଅଘଟଣକୁ ଯବାନମାନେ ଏଡାଇ ଦେଇଛନ୍ତି। ସୋମବାର ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଅତୁଲପାରା ଜଙ୍ଗଲରେ ଯବାନମାନେ...

ଗିରଫ ଭୟରେ ମାଟିଖାଲ ଗାଁ ପୁରୁଷଶୂନ୍ୟ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ପୋଲିସକୁ ଆକ୍ରମଣ ଘଟଣାରେ ମାଟିଖାଲ ଗ୍ରାମ ଉପରେ ପୋଲିସ ସୋମବାର ଚଢ଼ାଉ କରିଛି। କୋରାପୁଟ, ଲମତାପୁଟ ଏବଂ ମାଛକୁଣ୍ଡର ୫ ପ୍ଲାଟୁନ ପୋଲିସ ମିଳିତ ଭାବରେ ଚଢ଼ାଉ କରିବାରୁ ଗ୍ରାମ ପୁରୁଷଶୂନ୍ୟ ହୋଇଯାଇଛି। ଏଯାବତ୍‌ କାହାକୁ ଗିରଫ...

ଅବହେଳାରୁ ଆଶ୍ରମ ସ୍କୁଲ ଛାତ୍ରଙ୍କ ମୃତ୍ୟୁ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ନନ୍ଦିନୀଗୁଡା ଆଶ୍ରମ ବିଦ୍ୟାଳୟରେ ଚିକିତ୍ସା ଅବହେଳାରୁ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଛାତ୍ର ଜଣକ ହେଲେ ନାକାମାମୁ ପଞ୍ଚାୟତ ନିଳାପାରି ଗ୍ରାମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri