ମାଲକାନଗିରି,୧୮।୫(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୁଣ୍ଡା ଗାଁରେ ଗୁଣି ଗାରେଡ଼ିକୁ କେନ୍ଦ୍ର କରି ଜଣକୁ ହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ପଦିଆ ପଡିଆମୀ। ସୂଚନା ଅନୁଯାୟୀ, ପଡିଆମୀ ଗୁଣିଗାରେଡି କରୁଥିବା ଗ୍ରାମବାସୀ ଜାଣି ପାରିଥିଲେ।...
ମାଲକାନଗିରି,୧୬ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ଦ୍ବାରା ଖଞ୍ଜାଯାଇଥିବା ୨ଟି ବୋମାକୁ ନିଷ୍କ୍ରିୟ କରି ଏକ ବଡଧରଣର ଅଘଟଣକୁ ଯବାନମାନେ ଏଡାଇ ଦେଇଛନ୍ତି। ସୋମବାର ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଅତୁଲପାରା ଜଙ୍ଗଲରେ ଯବାନମାନେ...
ମାଲକାନଗିରି,୧୬।୫(ଡି.ଏନ୍.ଏ.): ମାଲକାନଗିରି ପୋଲିସକୁ ଆକ୍ରମଣ ଘଟଣାରେ ମାଟିଖାଲ ଗ୍ରାମ ଉପରେ ପୋଲିସ ସୋମବାର ଚଢ଼ାଉ କରିଛି। କୋରାପୁଟ, ଲମତାପୁଟ ଏବଂ ମାଛକୁଣ୍ଡର ୫ ପ୍ଲାଟୁନ ପୋଲିସ ମିଳିତ ଭାବରେ ଚଢ଼ାଉ କରିବାରୁ ଗ୍ରାମ ପୁରୁଷଶୂନ୍ୟ ହୋଇଯାଇଛି। ଏଯାବତ୍ କାହାକୁ ଗିରଫ...
Archives
Model This Week
ପିଲାଙ୍କ ଧରିତ୍ରୀ