ଯାତ୍ରୀବାହୀ ବସ୍ ପୋଡ଼ିଲେ ମାଓବାଦୀ
ମାଲକାନଗିରି,୨।୪(ଡି.ଏନ.ଏ.): ମାଓବାଦୀ କ୍ରମାଗତ ଭାବେ ଛତିଶଗଡ଼ ରାଜ୍ୟରେ ହିଂସା ଘଟାଇ ଚାଲିଛନ୍ତି। ନିକଟରେ ସେମାନେ ରାସ୍ତା କାର୍ଯ୍ୟରେ ନିୟୋଜିତ ଠିକାଦାରଙ୍କ ୧୦ଟି ଗାଡି ପୋଡ଼ିଦେଇଥିଲେ। ଶୁକ୍ରବାର ଏକ ଗ୍ରାମରେ ଥିବା ମୋବାଇଲ ଟାଓ୍ବାର ପୋଡ଼ିଥିବା ବେଳେ ଶନିବାର ସେମାନେ ଏକ ଯାତ୍ରୀବାହୀ…
ବିନା ଭାତରେ ୨୧ବର୍ଷ
ମାଥିଲି,୨।୪(ଡି.ଏନ.ଏ.): ମାଲକାନଗିରି ଜିଲାରେ ଏପରି ଜଣେ ଯୁବକ ଅଛନ୍ତି ଯିଏ ଜନ୍ମ ହେବାଠାରୁ ଏ ପର୍ଯ୍ୟନ୍ତ ଭାତ ଖାଇନାହାନ୍ତି। କେବଳ ଚୁଡ଼ା ମୁଢ଼ି ଖାଇ ବଞ୍ଚତ୍ଛନ୍ତି। ସେ ହେଲେ ଗ୍ରାମର ମୀନ କୁମାର ସଗରିଆ ଓ ପାର୍ବତୀ ସାଗରିଆଙ୍କ ପୁଅ କିଶୋର। ଜିଲାର…
ସ୍ବାମୀଙ୍କ ତୀର ମାଡ଼ରେ ସ୍ତ୍ରୀ ଗୁରୁତର
ମାଲକାନଗିରି,୧।୪ : ମାଲକାନଗିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି । ସ୍ବାମୀର ତୀର ମାଡ଼ରେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ପରିବାର ଲୋକେ ମହିଳାଙ୍କୁ ଜିଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ମୋଟୁ ଥାନା ପୋଲିସ…
ବାଲିମେଳାରେ ଧୁମ୍ଧାମ୍ରେ ପାଳିତ ହେଲା ଶ୍ରୀରାମ ନବମୀ
କୋରୁକୋଣ୍ଡା, ୩୦।୦୩(ଡି.ଏନ୍. ଏ): ମାଲକାନଗିରି ଜିଲା ବାଲିମେଳା ସହରରେ ଗୁରୁବାର ସ୍ଥାନୀୟ ଅଞ୍ଚଳର ଯୁବ ଗୋଷ୍ଠୀଙ୍କ ଦ୍ୱାରା ବହୁ ଧୁମଧାମରେ ଶ୍ରୀରାମ ନବମୀ ପାଳିତ ହୋଇଛି। ପ୍ରଥମେ ସହରର ୨ ନଂ ୱାର୍ଡ ସ୍ଥିତ ହନୁମାନ ମନ୍ଦିରଠାରୁ ଏକ ବାଇକ ରାଲି…
୫-ଟି ସଚିବଙ୍କୁ ଭେଟିଲେ ବାଲିମେଳା ପ୍ରତିନିଧି ଦଳ
କୋରୁକୋଣ୍ଡା,୨୯ା୩(ଡି.ଏନ୍.ଏ.): ମାଲକାନଗିରି ଜିଲାକୁ ୫-ଟି ସଚିବ ଭି.କେ ପାଣ୍ଡିଆନ ୨ ଦିନିଆ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ସମାଜସେବୀ ସଂସ୍ଥାଗୁଡ଼ିକ ସହ ଆଲୋଚନା କରିଛନ୍ତି। ତେବେ ଏହି ଗସ୍ତରେ ବୁଧବାର ମାଲକାନଗିରି ସଦରସ୍ଥିତ ସଂସ୍କୃତି ଭବନଠାରେ ଏକ ଜନ…
୨ଦିନିଆ ମାଲକାନଗିରି ଗସ୍ତରେ ୫-ଟି ସଚିବ: ପରିଦର୍ଶନ କଲେ ଚିତ୍ରକୋଣ୍ଡା ମାଟି ବନ୍ଧ ଡ୍ୟାମ୍
ଚିତ୍ରକୋଣ୍ଡା ୨୯ା୩ (ଡି.ଏନ୍.ଏ.): ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ୨ଦୁଇଦିନିଆ ମାଲକାନଗିରି ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ…
ସ୍ବାସ୍ଥ୍ୟ ବିଭାଗ ଓଡ଼ିଶା କାୟାକଳ୍ପ ଚୟନ: ଦ୍ୱିତୀୟ ସ୍ଥାନରେ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ
ଚିତ୍ରକୋଣ୍ଡା,୨୯।୩(ଡି.ଏନ୍.ଏ.): ଚଳିତ ବର୍ଷ ସ୍ବାସ୍ଥ୍ୟ ବିଭାଗ ଓଡ଼ିଶା କାୟାକଳ୍ପ ଚୟନ ତାଲିକାରେ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଦ୍ୱତୀୟ ସ୍ଥାନରେ ରହିଛି। ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟ ସେବା, ପରିଷ୍କାର ପରିଚ୍ଛନତା, ସ୍ବଚ୍ଛତା ନିଦାନ ଭଳି ପ୍ରତେକ ସୁବିଧା…
ବନ୍ଧୁଙ୍କ ପାଇଁ ମଶାଣି ପାଲଟିଛି ଘର
ମାଥିଲି,୨୯।୩ (ଡି.ଏନ.ଏ.): ମଶାଣି ନାଁ ଶୁଣିଲେ ସାଧାରଣତଃ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ଜଣେ ମୃତ୍ୟୁବରଣ କରିବା ପରେ ସେଠାକୁ କୋକେଇରେ ଯାଏ। ମାତ୍ର ମାଥିଲି ବ୍ଲକରେ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯିଏ ମଶାଣିକୁ ନିଜ ଘର କରିଛନ୍ତି।…
୨ଦିନିଆ ମାଲକାନଗିରି ଗସ୍ତରେ ୫-ଟି ସଚିବ
ମାଲକାନଗିରି/ମାଥିଲି/ଚିତ୍ରକୋଣ୍ଡା/ଖଇରପୁଟ,୨୯ା୩ (ଡି.ଏନ୍.ଏ.): ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ମଙ୍ଗଳବାର ୨ଦୁଇଦିନିଆ ମାଲକାନଗିରି ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ…
ବନ୍ଧୁଙ୍କ ପାଇଁ ମଶାଣି ପାଲଟିଛି ଘର
ମାଥିଲି,୨୮ା୩ (ଡି.ଏନ.ଏ.):ମଶାଣି ନାଁ ଶୁଣିଲେ ସାଧାରଣତଃ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ଜଣେ ମୃତ୍ୟୁବରଣ କରିବା ପରେ ସେଠାକୁ କୋକେଇରେ ଯାଏ। ମାତ୍ର ମାଥିଲି ବ୍ଲକରେ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯିଏ ମଶାଣିକୁ ନିଜ ଘର କରିଛନ୍ତି। ମଶାଣିରୁ…
୩ କୋଟି ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ଚିତ୍ରକୋଣ୍ଡା,୨୭ା୩(ଡି.ଏନ୍.ଏ.): ଚିତ୍ରକୋଣ୍ଡା ପୋଲିସକୁ ଗଞ୍ଜେଇ ଚଢ଼ାଉରେ ସଫଳତା ମିଳିଛି। ମାଲକାନଗରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଡାଇକ ଥ୍ରୀ (dyke-3) ଜଙ୍ଗଲରେ ଚଢ଼ାଉ କରି ୧୩୨ ଜରି ବସ୍ତା ଅର୍ଥାତ୍ ୩ ଟନ୍ ୩୦୦ କେଜି ଗଞ୍ଜେଇ ଜବତ ହୋଇଛି। ଯାହାର…
ସୀମାନ୍ତରେ ପୁଣି ଲାଲ୍ ଆତଙ୍କ: ଜଣେ ଯବାନ ଶହୀଦ
ମାଲକାନଗିରି,୨୭ା୩(ଡି.ଏନ୍.ଏ.): ଛତିଶଗଡ଼ ବିଜାପୁରରେ ପୁଣି ମାଓବାଦୀଙ୍କ ତାଣ୍ଡବଲୀଳା ଦେଖିବାକୁ ମିଳିଛି । ବିଜାପୁର ଅଞ୍ଚଳ ମିରତୁର ଥାନା ଅନ୍ତର୍ଗତ ତିମେନାରରେ ଆଇଇଡି ବ୍ଲାଷ୍ଟ ଯୋଗୁ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାନୁଯାୟୀ, ତିମେନାର ଅଞ୍ଚଳରେ ଚାଲିଥିବା ରାସ୍ତା କାମକୁ ସୁରକ୍ଷା ଦେବା…
Archives


