ମାଲକାନଗିରି

ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୧୭।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ ନିଖୋଜ ଥିବା ବେଳେ ଘଟଣାସ୍ଥଳରେ ମାଥିଲି ପୋଲିସ ଓ ଅଗ୍ନିଶମ କର୍ମଚାରୀ...

ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି ଏହାକୁ ରକ୍ଷାବନ୍ଧନ ମଧ୍ୟ କୁହନ୍ତି। ତେଣୁ ଦେଶ ମାତୃକାର ସେବା କରି ସାଧାରଣ...

ଚିକିତ୍ସା ନାଁରେ ଶରୀରକୁ କାମୁଡ଼ିଥିବା ଗୁଣିଆ ଗିରଫ

କାଲିମେଳା,୧୫ା୮(ଡି.ଏନ.ଏ.):ଶରୀରକୁ କାମୁଡି ରୋଗ ଭଲ କରୁଥିବା ନେଇ ଦାବି କରୁଥିବା ଗୁଣିଆ କସା ବେଟୀ ବୁଧବାର ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତର ଉର୍ମାଗୁଡା ଗ୍ରାମର ଜଣେ ମହିଳାଙ୍କ ଜ୍ୱର ଭଲ କରିବା ଲାଗି କସା...

ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ

ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା ଗୁଟା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମାଝିଗୁଡା ଗ୍ରାମରେ ତାଙ୍କ ଘର। ତେବେ...

ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ

ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା...

ଭିନ୍ନ ଢଙ୍ଗରେ ଛାତ୍ରୀ ପାଳିଲେ ରକ୍ଷା ବନ୍ଧନ: ଜରିମୁକ୍ତ ରାଖୀ ପ୍ରସ୍ତୁତ କରି ଭାଇଙ୍କ ହାତରେ ବାନ୍ଧିଲେ

ପଦ୍ମଗିର/ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ସାଧାରଣତଃ ରାଖୀ ପୂର୍ଣ୍ଣିମା ଆସିଲେ ଭଉଣୀମାନେ ଭାଇଙ୍କ ହାତରେ ରାଖୀବାନ୍ଧି ଆଶୀର୍ବାଦ ନେବା ସହ ଭାଇମାନଙ୍କ ମଙ୍ଗଳ କାମନା କରିଥାନ୍ତି। ଭାଇମାନେ ମଧ୍ୟ ଭଉଣୀ ପାଇଁ ରକ୍ଷା କବଚ ପାଲଟିଥାନ୍ତି। ଏହି ଦିନଟିକୁ ଭଉଣୀମାନେ ଅପେକ୍ଷା କରି...

ବର୍ଷା, ପବନରେ ଉପୁଡିଲା ଶତାଧିକ ଗଛ, ଭାଙ୍ଗିଲା ୮ ଘର

ପଡିଆ, ୧୨ା୮-ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ମାଟେରୁ ପଞ୍ଚାୟତ ମାଢିଗୁଡାରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଶତାଧିକ ଗଛ ରାସ୍ତା ଏବଂ ଘର ଉପରେ ପଡିଥିବା ଜଣାପଡିଛି। ଏଥିରେ ୮ଟି ପରିବାରର ଘର ଭାଙ୍ଗି...

ମାଲକାନଗିରିରେ ୧୦ ଦିନରେ ତିନିଥର ବନ୍ୟା ପରିସ୍ଥିତି ଗମ୍ଭୀର

ମାଲକାନଗିରି/ଏମ୍‌.ଭି. ୭୯/ପଦ୍ମଗିରି/ଶିଖପାଲ୍ଲି/ପଡିଆ/କୋରୁକୋଣ୍ଡା, ୭ା୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ମଙ୍ଗଳବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ପ୍ରବଳ ବର୍ଷା ଯୋଗୁ...

ବଣ୍ଡାଘାଟିରେ ବନ୍ୟା ପରିସ୍ଥିତି: ଅନେକ ଗ୍ରାମରେ ପହଞ୍ଚିପାରିନି ପ୍ରଶାସନ

ଖଇରପୁଟ, ୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାର ଖଇରପୁଟ ବ୍ଲକରେ ଲଗାଣବର୍ଷା ଯୋଗୁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଅନେକ ଗ୍ରାମ ଜଳବନ୍ଦୀ ହୋଇରହିଛି। କେତେକ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ବଣ୍ଡାଘାଟିରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି...

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିଲା କାନ୍ଥ: ୩ ପିଲା ଗୁରୁତର

କୋରୁକୋଣ୍ଡା, ୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସଦର ବାଲିସାଗରସାହିର ମନୋଜ ନାୟକଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ତାଙ୍କର ୩ ପିଲା ଗୁରୁତର ଆହତ ହୋଇଛନ୍ତି।...

ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ...

ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ

କୋରୁକୋଣ୍ଡା, (ଡି.ଏନ୍‌.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି।...

ଦୁଃଖ ଶୁଣିଲା ପ୍ରଶାସନ: ଅସହାୟ ମା’ଝିଅଙ୍କୁ ମିଳିଲା ସରକାରୀ ସହାୟତା

ମାଥିଲି, ୧।୮-  ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡା ପଞ୍ଚାୟତ ସଦରରେ ରହୁଥିବା ଅସହାୟ ବୃଦ୍ଧା ଦହନା ପାଙ୍ଗି ଓ ତାଙ୍କ ବିଧବା ଝିଅ ସୁଭଦ୍ରା ପାଙ୍ଗିଙ୍କ ଦୁଃଖ ପ୍ରଶାସନ ବୁଝିଛି । ଅସହାୟ ଭଙ୍ଗା ଦଦରା ଘରେ...

ପ୍ରେସର ବୋମା ବିସ୍ଫୋରଣରେ ଯବାନ ଶହୀଦ

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାର ପଦଲି ଗ୍ରାମ ନିକଟରେ ମାଓବାଦୀଙ୍କ ପ୍ରେସର ବୋମା ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ତାଙ୍କ ନାମ ରୋଶନ କୁମାର। ତାଙ୍କ ଘର ବିହାରର ନୱାଡ଼ା ଗ୍ରାମରେ...

ମାଲକାନଗିରିରେ ବନ୍ୟା ପରିସ୍ଥିତି: ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଏସଆରସି

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ./ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ...

ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ ବର୍ଷାରେ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ...

ରାଜସ୍ବ ମନ୍ତ୍ରୀଙ୍କ ଦିନିକିଆ ମାଲକାନଗିରି ଗସ୍ତ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ବୁଧବାର ଦିନିକିଆ ମାଲକାନଗିରି ଗସ୍ତରେ ପହଞ୍ଚିଛନ୍ତି। ମନ୍ତ୍ରୀଙ୍କ ସହ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ହେଲିକପ୍ଟର ଯୋଗେ ବିଏସ୍‌ଏଫ୍‌ କ୍ୟାମ୍ପରେ ପହଞ୍ଚିଥିଲେ। ଏହି ଅବସରରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲାପାଳ,...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ନିଆଁରେ ପୋଡ଼ି ସ୍ବାମୀସ୍ତ୍ରୀ ଗୁରୁତର

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍‌ଭି-୪୨ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗ୍ୟାସ ଲିକ୍‌ରୁ ନିଆଁ ଲାଗିବା ଯୋଗୁ ସ୍ବାମୀସ୍ତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପ୍ରତାପ ମଣ୍ଡଳ ଏବଂ ସ୍ତ୍ରୀ ପାପିଆ। ସୂଚନାନୁଯାୟୀ, ସକାଳେ ପାପିଆ ରୋଷେଇ କରିବା...