ମାଲକାନଗିରି

ଗାଧୋଇବାବେଳେ ପଥରରେ ପଡି ଚାଲିଗଲା ଜୀବନ

କୋରୁକୋଣ୍ଡା,୨୩।୪(ଡି. ଏନ. ଏ): ନଦୀକୁ ଗାଧେଇବାକୁ ଯାଇଥିବା ସମୟରେ କୌଣସି କାରଣ ବଶତଃ ପଥରରୁ ଗୋଡ଼ ଖସିଯିବା ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି। ଏଭଳି ଘଟଣା ମାଲକାନାଗିରି ଜିଲା କୋରୁକୋଣ୍ଡା ବ୍ଳକ ସଦରରେ ଘଟିଛି। ସେ ହେଉଛନ୍ତି ଗୌର ଦୋରାଙ୍କ ମଝିଆ…

ଗ୍ରୀଷ୍ମ ପ୍ରବାହରେ ଜନଜୀବନ ଅସ୍ତବ୍ୟସ୍ତ

ମାଲକାନଗିରି, ୨୨।୪: (ଡି.ଏନ୍‌.ଏ.) ମାଲକାନଗିରି ଜିଲାରେ ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ଏବେ ୪୩ ଡିଗ୍ରୀ ତାପମାତ୍ରା ରହୁଛି। ଏନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ କଷ୍ଟକୁ ଦ୍ୱିଗୁଣିତ କରିଛି। ଏଥିପାଇଁ…

ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ୨ ଛାତ୍ରଙ୍କ ଜୀବନ

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ କାଲିମେଳା ଥାନା ଅଧୀନ ଉଣ୍ଡୁରୁକୋଣ୍ଡା ପଞ୍ଚାୟତ ରୋଡ଼ଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଚଢ଼େଇ ଛୁଆ ଧରିବାକୁ ଯାଇ ବିଦ୍ୟୁତ୍‌ ତାର ଲାଗି ୨ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଅଞ୍ଚଳରେ…

ଚଢ଼େଇ ଧରିବାକୁ ଗଛରେ ଚଢ଼ି ଦୁଇ ନାବାଳକଙ୍କ ଜୀବନ ଗଲା

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଉଣ୍ଡୁରୁକୁଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶୁକ୍ରବାର ଉଣ୍ଡୁରୁକୁଣ୍ଡା ଗାଁର ଚନ୍ଦନ ପଡିଆମୀ(୯) ଓ ମାଙ୍ଗା ମାଣ୍ଡି(୭) ଗଛରେ ଚଢ଼େଇ ବସିଥିବା ଦେଖି ଦୁହେଁ ଧରିବାକୁ ଗଛରେ ଚଢ଼ିଥିଲେ। ତେବେ ସେହି…

ମାଲକାନଗିରି ଜିଲାରେ ବନ୍ଦ ସଫଳ

ମାଲକାନଗିରି/ବାଲିମେଳା/ମାଥିଲି, (ଡି.ଏନ୍‌.ଏ.), ୨୦।୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହୋଇଥିବା ହିଂସା ପ୍ରତିବାଦରେ ବୁଧବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସହାୟକ ସଂଘ ପକ୍ଷରୁ ଓଡିଶାର ୧୪ଟି ଜିଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ସେହି ଅନୁସାରେ…

ଦ୍ୱିତୀୟ ଗୁରୁପ୍ରିୟା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି

ଚିତ୍ରକୋଣ୍ଡା,୧୯ା୪(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ ଯନ୍ତ୍ରୀକୁ ଜଳପଥ ଦେଇ ଲଞ୍ଚ ଯୋଗେ ୪୦ କିଲୋମିଟର ଜଳଯାତ୍ରା କରି ନବରଙ୍ଗପୁର ଏମ୍‌ପି ରମେଶ…

ବନ୍ଦ ପ୍ରଭାବରେ ମାଲକାନଗିରି ଜିଲାରେ ଗାଡି ଚଳାଚଳ, ଦୋକାନ ବଜାର ବନ୍ଦ

ମାଲକାନଗିରି, ୧୯।୪ (ଡି.ଏନ୍‌.ଏ) ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ଦଙ୍ଗା ବିରୋଧରେ ବୁଧୁବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ତରଫରୁ ଓଡିଶାର ୧୪ଟି ଜିଲାରେ ୧୨ଘଣ୍ଟିଆ ବନ୍ଦ ପାଳନ ହେଉଛି। ତେବେ ମାଲକାନଗିରି ଜିଲାରେ ଏହାର…

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ପରିବହନ

ମାଲକାନଗିରି,୧୯।୪(ଡି.ଏନ.ଏ.): ମାଲକାନଗିରି ଜିଲାର ଆଦିମ ଜନଜାତି ବଣ୍ଡା ସଂପ୍ରଦାୟର ଲୋକେ ରହୁଥିବା ବଣ୍ଡା ଘାଟିର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର। ବିକାଶ ମଧ୍ୟ ହୋଇଛି, ମାତ୍ର ସ୍ଥାନୀୟ ପ୍ରଶାସନ ପକ୍ଷରୁ ସେମାନଙ୍କ ଯାତାୟାତ ଲାଗି…

ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ, ୨ ଗିରଫ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ୨ଜଣ ମାଓବାଦୀ ଧରାପଡିଛନ୍ତି। ମୃତ ମାଓବାଦୀଙ୍କ ପରିଚୟ ମିଳିପାରିନାହିଁ। ଖବରରୁ ଜଣାପଡିଛି,…

ବିଧାୟକଙ୍କ ଗାଡି ଉପରକୁ ଗୁଳି ଚଳାଇଲେ ମାଓବାଦୀ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜନ ପ୍ରତିନିଧିମାନଙ୍କୁ ଟାର୍ଗେଟ୍‌ କରି ମଙ୍ଗଳବାର ଆକ୍ରମଣ କରିଛନ୍ତି। ବିଜାପୁର ନିକଟସ୍ଥ ଗଙ୍ଗାଲୁର ହାଟକୁ ଏକ କାର୍ଯ୍ୟକ୍ରମରେ ଯାଇ ଫେରୁଥିବା ବେଳେ ପେଡା ଗ୍ରାମ ନିକଟରେ ବିଧାୟକ ବିକ୍ରମ…

ଆନ୍ଧ୍ରରେ ନିର୍ଯାତିତ ହୋଇ ଲୁଚି ଚାଲି ଆସିଲେ ୨ଶ୍ରମିକ

ମାଲକାନଗିରି, ୧୮ା୪ (ଡି.ଏନ୍‌.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ମାଲକାନଗିରି ଜିଲାରେ କାର୍ଯ୍ୟକାରୀ ହେଉଛି। ହେଲେ କେତେ ଜଣ ଠିକାଦାର, ଯନ୍ତ୍ରୀ ଅଳ୍ପ ସମୟରେ କାର୍ଯ୍ୟ ଶେଷକରିବା ଲାଗି କମ୍‌ସଂଖ୍ୟକ ଶ୍ରମିକଙ୍କୁ ନେଇ ରାତିଦିନ ମେଶିନ ବ୍ୟବହାର…

ଗୋଷ୍ଠୀ ଶୌଚାଳୟ ଲୋକାର୍ପଣ ପୂର୍ବରୁ ୨ ପାଣିଟାଙ୍କି ଗାଏବ

ବାଲିମେଳା,୧୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୋଟ୍ରେଲ ପଞ୍ଚାୟତ ଅଧୀନ ବାଲିମେଳାରୁ-ମାଲକାନଗିରି ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ପୋଟ୍ରେଲ ଛକ ନିକଟରେ ଅଞ୍ଚଳବାସୀଙ୍କ ସୁବିଧା ନିମନ୍ତେ ଜଳ ଓ ପରିମଳ ବିଭାଗ ପକ୍ଷରୁ ଏକ ଗୋଷ୍ଠୀ ଶୌଚାଳୟ ନିର୍ମାଣ ହୋଇଥିଲା। ସ୍ବଚ୍ଛ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?