‘ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରାଯାଉ’
ମାଲକାନଗିରି,୧୩।୩ (ଡି.ଏନ୍.ଏ.): ଓଡ଼ିଶା ସୁରକ୍ଷା ସେନା ପକ୍ଷରୁ ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରିବାକୁ ଦାବି କରାଯାଇଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଂଗଠନର ରାଜ୍ୟ ସଭାପତି ଅଭିଷେକ ଯୋଷୀ ଏହି ଦାବି କରିଛନ୍ତି। ସ୍ଥାନୀୟ ଏକ ହଟେଲରେ ଆୟୋଜିତ ଏକ…
କାଜୁ ପ୍ଲାଣ୍ଟେଶନ,ଲେମନ ଗ୍ରାସ୍ ଚାଷ ବାଟବଣା
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡ଼ାମ୍ବ, ପାପରମେଟଲା ଏବଂ ପଣଷପୁଟ ପଞ୍ଚାୟତ ଅଞ୍ଚଳରେ ବିକାଶ ନାମକ ଅନୁଷ୍ଠାନ ଆଦିବାସୀଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ ଦିଗରେ ଜିଲା ଆଇଟିଡିଏ ଆନୁକୂଲ୍ୟରେ ଓଟିଇଏଲ୍ପି ପ୍ରକଳ୍ପ ମାଧ୍ୟମରେ କାର୍ଯ୍ୟ କରୁଛି। ମାତ୍ର ଦୀର୍ଘ ଦିନ…
କାଜୁ, ଲେମନ ଗ୍ରାସ୍ କେଳେଙ୍କାରି : ଜୀବନ ଜୀବିକା ନାଁରେ ହରିଲୁଟ୍
ଚିତ୍ରକୋଣ୍ଡା,୧୨।୩(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ, ପାପରମେଟେଲା ଏବଂ ପଣସପୁଟ ଅଞ୍ଚଳରେ ବିକାଶ ନାମକ ଏକ ଏନ୍ଜିଓ କାର୍ଯ୍ୟ କରୁଛି। ଏହି ଅନୁଷ୍ଠାନ ଜିଲା ଆଇଟିଡିଏ ଆନୁକୂଲ୍ୟରେ ଓଟିଇଏଲ୍ପି ପ୍ରକଳ୍ପ ମାଧ୍ୟମରେ ଆଦିବାସୀଙ୍କ ଜୀବନଜୀବିକାରେ ପରିବର୍ତ୍ତନ କରିବାକୁ କାମ…
୩ ଦିନ ହେଲା ଅନ୍ଧାରରେ ଛାତ୍ରୀନିବାସ
କୋରୁକୋଣ୍ଡା,୧୧ା୩(ଡି.ଏନ୍.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ହିତ ପାଇଁ ବିଦ୍ୟୁତ୍ ବିଭାଗକୁ ଘରୋଇକରଣ କରି ଟାଟା ପାଓ୍ବାରକୁ ହସ୍ତାନ୍ତର କରିଛନ୍ତି। କିନ୍ତୁ ସୁବିଧା ବଦଳରେ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅନେକ ସମୟରେ ଜିଲାର ଅନେକ ଅଞ୍ଚଳରୁ ନାନା ଖବର ଆସୁଥିବାର…
କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁକାଳୀନ ସହାୟତା ଲୁଟ୍, ୨ ବନ ଅଧିକାରୀ ନିଲମ୍ବିତ
ମାଲକାନଗିରି,୧୧ା୩(ଡି.ଏନ୍.ଏ.): କେନ୍ଦୁପତ୍ର ଟଙ୍କା ହଡ଼ପ ଘଟଣାରେ ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ କୁଡୁମୁଲୁଗୁମ୍ମା ମହିଳା ଫରେଷ୍ଟଗାର୍ଡ ପଦ୍ମିନୀ ପଟ୍ଟନାୟକ ଏବଂ ବାଲିମେଳା ଫରେଷ୍ଟର ଦୁର୍ଗା ପ୍ରସାଦ ନାୟକ। ଜୟପୁର କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ଏହି ଦୁଇ ଅଧିକାରୀଙ୍କୁ…
୮ ବର୍ଷ ହେଲା କାଗଜକଲମରେ ଚାଲିଛି ବିଦ୍ୟାଳୟ
ମାଥିଲି,୧୧ା୩ (ଡି.ଏନ.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକରେ ରହିଛି ବଡ଼ଡୁରାଲ ପଞ୍ଚାୟତର କୁଟୁନିପଦର ଗ୍ରାମ। ଗ୍ରାମରେ ୨୦ରୁ ଊର୍ଦ୍ଧ୍ୱ ଛୋଟ ପିଲା ଥିଲେ ମଧ୍ୟ ସେମାନେ ଏଯାଏ ବିଦ୍ୟାଳୟ ମୁହଁ ଦେଖିନାହାନ୍ତି। ମାତ୍ର କାଗଜକଲମରେ ଗ୍ରାମରେ ବିଦ୍ୟାଳୟ ଚାଲିଛି। ପିଲାମାନେ ପାଠ…
ମା’ଙ୍କୁ ଶେଷ ଦର୍ଶନ କରିପାରିଲେନି ମାଓବାଦୀ ନେତା: ଶେଷକୃତ୍ୟ ସମ୍ପନ୍ନ କଲେ ପୋଲିସ ବାବୁ
ଚିତ୍ରକୋଣ୍ଡା,୧୦ା୩,(ଡି.ଏନ୍.ଏ.): କେନ୍ଦ୍ରୀୟ କମିଟି ମାଓବାଦୀଙ୍କ ମା’ଙ୍କ ଅକାଳ ବିୟୋଗ ହୋଇଥିବା ବେଳେ ମାଓବାଦୀ ନେତା ଜଗନ୍ନ ଖବର ପାଇଥିଲେ ମଧ୍ୟ ମା’ଙ୍କୁ ଶେଷ ଦର୍ଶନ କରିପାରି ନ ଥିଲେ। ମାଓବାଦୀ ନେତାଙ୍କ ମା’ଙ୍କ ପରଲୋକ ଖବର ପାଇ ସିଲେରୁ ଥାନା ଏସିଆଇ,…
ସରପଞ୍ଚଙ୍କୁ ଗୁଳି କରି ହତ୍ୟା
ମାଲକାନଗିରି,୮।୩(ଡି.ଏନ୍.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲା କେରଳପାଲ ଥାନା ଅଧୀନ ପୋଗାବେଜୀ ସରପଞ୍ଚ ପୁଣେ ସନ୍ନାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମାଓବାଦୀମାନେ ଏଭଳି ବର୍ବରକାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି। ମିଳିଥିବା ସୂଚନା ମୁତାବକ, ସରପଞ୍ଚ ପୁଣେ ମଙ୍ଗଳବାର…
କୃତ୍ରିମ ଗୋଡ଼ ପାଇଁ ଠକୁଛି କମ୍ପାନୀ
ଏମ୍ଭି ୭୯,୭ା୩(ଡି.ଏନ୍.ଏ.): ନାବାଳକ ରାଜୀବ ବାଛାଡ଼ ଘରର ଦୁଃଖ କଷ୍ଟ ଦୂର କରିବାକୁ କମ୍ ବୟସରେ ପଥର ଖାଦାନରେ କାମ କରୁଥିଲେ। ମାତ୍ର ସାମାନ୍ୟ ଭୁଲ୍ ଯୋଗୁ ନିଜ ଗୋଡ଼ ହରାଇଲେ। ୧୮ ବର୍ଷ ନ ପୂରୁଣୁ ନାବାଳକଙ୍କୁ କାମରେ ଲଗାଉଥିବା…
୬ ଜଣଙ୍କୁ ଅପହରଣ କରି ଜଣଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି,୬ା୩(ଡି.ଏନ.ଏ.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶନିବାର ରାତିରେ ମାଓବାଦୀମାନେ ୬ ଜଣଙ୍କୁ ଅପହରଣ କରି ନେଇ ସେମାନଙ୍କ ମଧ୍ୟରୁ ଜଣଙ୍କୁ ହତ୍ୟା କରିଛନ୍ତି। ମୃତ ବ୍ୟକ୍ତିଙ୍କ ନାମ ବାରହା ମାସି ବୋଲି ଜଣାପଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର ପୁଗରପାଲ ଥାନା ତୁମସିପାରା…
ବିପଜ୍ଜନକ ସ୍ଥିତିରେ କାମ କରୁଛନ୍ତି ମହିଳା ବିଡ଼ି ଶ୍ରମିକ
ଏମ୍ଭି ୭୯,୪।୩(ଡି.ଏନ୍.ଏ.): ଏବେ ପ୍ରତ୍ୟେକ ଜିନିଷର ଦାମ ବଢୁଥିବା ବେଳେ ବିଡ଼ି ଦାମ କମୁଛି । ହଜାରେ ବିଡ଼ି ପାଇଁ ମିଳୁଛି ୧୨୦ଟଙ୍କା। ଟଙ୍କା ପାଇଁ ମାରାତ୍ମକ ନିଶାଦ୍ରବ୍ୟ ତିଆରି କରୁଛନ୍ତି ମାଲକାନଗିରି ଜିଲା କାଲିମେଳା ବ୍ଲକର ବିଭିନ୍ନ ଅଞ୍ଚଳର କେତେକ…
ସୀମାନ୍ତ ଗ୍ରାମ ସମସ୍ୟା ପ୍ରତି ଆଖି ବୁଜିଛି ପ୍ରଶାସନ
ମାଲକାନଗିରି,୩ା୩: ଓଡ଼ିଶା ସୀମାବର୍ତ୍ତୀ ଗ୍ରାମଗୁଡିକ ପ୍ରତି ଅବହେଳା କରାଯାଉଥିବା ଏବଂ ସୀମାନ୍ତ ରାଜ୍ୟ ଏହାର ସୁଯୋଗ ନେଇ ଓଡିଶାର କୋରାପୁଟ ଜିଲା ଓ ମାଲକାନଗିରି ଜିଲା ଭିତରକୁ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ ପ୍ରବେଶ କରୁଛନ୍ତି। ବିଭିନ୍ନ ଉନ୍ନୟନମୂଳକ ଯୋଜନା ସୀମାନ୍ତ ଗ୍ରାମଗୁଡିକରେ…
Archives


