ମାଲକାନଗିରି

ଠାକୁରାଣୀ ଯାତ୍ରାରୁ ଚିକେନ୍‌ ପକୋଡ଼ା ଖାଇ ୭ ଅସୁସ୍ଥ

କୁଡୁମୁଲୁଗୁମ୍ମା, ୩୦।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାରେ ଚାଲିଥିବା ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇ ଯାତ୍ରାରେ ମିଳୁଥିବା ଚିକେନ୍‌ ପକୋଡା ଖାଇ ୭ଜଣ ଶିଶୁ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କ ମଧ୍ୟରେ ସିନ୍ଧିଗୁଡା ଗ୍ରାମର ୪ଜଣ ଥିବା ବେଳେ କୁଡୁମୁଲୁଗୁମ୍ମାର ୩ ଜଣ...

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୨୯।୩(ଡି.ଏନ୍‌.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଆଇ.ଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ସକାଳୁ ଡିଆର୍‌ଜି ଯବାନମାନେ ଅପରେଶନ ପାଇଁ ଜେଭଲାପଦର ରାସ୍ତାରେ ଯାତ୍ରା କରୁଥିବା ବେଳେ ସେମାନଙ୍କୁ ମାଓବାଦୀ ଟାର୍ଗେଟ୍‌...

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ଚତୁର୍ଥ ଦିନରେ ମିଳିଲା ୧କୋଟି ୭୭ ଲକ୍ଷ

ମାଲକାନଗିରି,୨୮।୩(ଡି,ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ୍‌ କୁମାର ଦାସଙ୍କ ସମ୍ପତ୍ତି। ଆଜି ଚତୁର୍ଥ ଦିନରେ ଆଶିଷଙ୍କ ମାଲକାନଗିରି ଓ କଟକ ତ୍ରିଶୁଳିଆ ସ୍ଥିତ ଘରେ ଭିଜିଲାନ୍ସ ରେଡ୍‌ କରୁଛି। ତେବେ ରେଡ୍‌ ବେଳେ...

ପ୍ରେମିକାଙ୍କୁ ବିବାହ ପାଇଁ ଅଶ୍ଳୀଳ ଭିଡିଓ ଭାଇରାଲ, ୪ ମହିଳାଙ୍କ ସମେତ ୫ ଗିରଫ

ମାଲକାନଗିରି,୨୮।୩(ଡି.ଏନ.ଏ.): ପ୍ରେମିକାଙ୍କୁ ବିବାହ କରିବାକୁ ଯୋଜନା କରି ତାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ପରି ଘଟଣା ମାଲକାନଗିରି ଜିଲାରେ ଦେଖିବାକୁ ମିଳିଛି। ଏନେଇ ଅଭିଯୋଗ ପରେ ୪ ମହିଳାଙ୍କ ସମେତ ୫ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ...

ପରିବହନ ବିଭାଗ ପକ୍ଷରୁ ଘରୋଇ ବସ୍‌ ଯାଞ୍ଚ

ମାଲକାନଗିରି,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ରବିବାର ଜିଲାରେ ଚଳାଚଳ କରୁଥିବା ବିଭିନ୍ନ ଘରୋଇ ବସ୍‌ଗୁଡିକ ଯାଞ୍ଚ କରାଯାଇଥିଲା। ବିଶେଷକରି ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଭିତରେ ପାଣି, ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା, ବସ୍‌ରେ ଯାତ୍ରୀଭଡ଼ା ତାଲିକା...

କମ୍‌ ଦରରେ ତରଭୁଜ ବିକୁଛନ୍ତି ଚାଷୀ

ମାଲକାନଗିରି, ୨୮।୩ (ଡି.ଏନ.ଏ.): ଖରାଦିନ ଆସିଗଲେ ବଜାରରେ ବଢ଼ିଥାଏ ଖରାଦିନିଆ ଫଳର ଚାହିଦା। ଗରମରୁ ଆଶ୍ୱସ୍ତି ପାଇବା ପାଇଁ ଲୋକେ ଖୋଜିଥାନ୍ତି ତରଭୁଜ। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତଙ୍କ ତରଭୁଜ ବେଶ୍‌ ପସନ୍ଦ। ମାଲକାନଗିରି ଜିଲାରେ ତରଭୁଜର ଉତ୍ପାଦନ ଅଧିକ ରହିଛି।...

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ...

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ ୫ବର୍ଷ ବିତିଯାଇଛି। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକା କମ୍ପାନୀର ମନମୁଖି...

ଭିଜିଲାନ୍ସ ଜାଲରେ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀଯନ୍ତ୍ରୀ

ମାଲକାନଗିରି, ୨୬ା୩ (ଡି.ଏନ.ଏ.): ମାଲକାନଗିରି ଜିଲା ଗ୍ରାମ୍ୟ ନିର୍ମାଣ ବିଭାଜନ-୧ର ନିର୍ବାହୀଯନ୍ତ୍ରୀ ଆଶିଷ କୁମାର ଦାସ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଶୁକ୍ରବାର ଡିସିବି ବ୍ୟାଙ୍କରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜମା କରିବାକୁ ଯାଇଥିବା ବେଳେ ଦୁର୍ନୀତି ନିବାରଣ...

ଟଙ୍କା ଜମାକରୁଥିବା ବେଳେ ଧରାପଡ଼ିଲେ ଭିଜିଲାନ୍ସ ହାତରେ

ମାଲକାନଗିରି,୨୫।୩(ଡି.ଏନ୍‌.ଏ.): ମାଲକାନଗିରି ଗ୍ରାମ୍ୟ ନିର୍ମାଣ ବିଭାଜନ-୧ ନିର୍ବାହୀ ଯନ୍ତ୍ରୀ ଆଶିଷ କୁମାର ଦାସ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଯନ୍ତ୍ରୀ ଦାସ ଶୁକ୍ରବାର ଡିସିବି ବ୍ୟାଙ୍କରେ ୧୦ ଲକ୍ଷ ଜମା କରିବାକୁ ଯାଇଥିବା ବେଳେ ଭିଜିଲାନ୍ସ ଅଧିକାରୀ ଚଢାଉ କରି ତାଙ୍କୁ...

ଅଯୋଧ୍ୟା ଗଲା ସୀତାକୁଣ୍ଡ ଜଳ

ମାଲକାନଗିରି/କୋରାପୁଟ,୨୩ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟି ଗସ୍ତ କରିଛନ୍ତି। ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମମନ୍ଦିର ପାଇଁ ରାଜ୍ୟପାଳ ମୁଦୁଲିପଡ଼ାରେ ଥିବା ସୀତାକୁଣ୍ଡରୁ ଜଳ ସଂଗ୍ରହ କରିଛନ୍ତି। ଉକ୍ତ ଜଳକଳସ ରାମନବମୀ...

ଟ୍ରକ୍‌କୁ ଧକ୍କା ଦେଇ ବାଇକ୍‌ ଆରୋହୀ ମୃତ

ମାଲକାନଗିରି,୨୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମୁକିମାଡକା ଗ୍ରାମ ନିକଟରେ ଜଣେ ବାଇକ୍‌ ଆରୋହୀ ଏକ ଟ୍ରକ୍‌ ପଛକୁ ଧକ୍କା ଦେଇ ଘଟଣା ସ୍ଥଳରେ ମୃତ୍ୟୁବରଣ କରିଛନ୍ତି। ରବିବାର ରାତିରେ କେନାଲ କାମରେ ନିୟୋଜିତ ଏକ ଟ୍ରକ୍‌ କାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri