ମାଲକାନଗିରି

ସରକାରୀ ସୁବିଧା ପାଇଁ ଗର୍ଭବତୀ ନାଟକ

ମାଲକାନଗିରି,୨୨ା୩(ଡି.ଏନ୍‌.ଏ.): ସରକାରୀ ସୁବିଧା ପାଇବା ପାଇଁ ଗର୍ଭବତୀ ହେବା ନାଟକ କରାଯାଇଛି। ଏଭଳି ଘଟଣା ମାଲାକନଗିରି ଜିଲା ମାଥିଲି ଅଞ୍ଚଳରେ ଘଟିଛି। ମାଥିଲି ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ କୋଳରୁ ଶିଶୁ ଗାଏବ ଘଟଣାର ତଦନ୍ତରୁ ଏହି ନାଟକ ଧରାପଡ଼ିଛି। ମହିଳାଙ୍କ ଅଭିଯୋଗ…

ଓଡ଼ିଶା ପୋଲିସକୁ ସଫଳତା: ଓଡ଼ିଶା-ଆନ୍ଧ୍ର ସୀମାରୁ ବିସ୍ପୋରକ, ମାଓ ସାମଗ୍ରୀ ଜବତ

ମାଲକାନଗିରି,୨୧।୩(ଡି.ଏନ.ଏ.): ଓଡ଼ିଶା ପୋଲିସକୁ ବଡ଼ ସଫଳତା। ମାଲକାନଗିରି ଜିଲା ସୀମା ଆନ୍ଧ୍ରପ୍ରଦେଶର କୁସୁମପୁଟ ଅଞ୍ଚଳରୁ ସର୍ଚ୍ଚ ଅପରେଶନ ସମୟରେ ବିପୁଳ ମାଓ ସାମଗ୍ରୀ ଓ ବିସ୍ପୋରକ ଜବତ ହେଇଛି। ଏ ନେଇ ମାଲକାନଗିରି ଏସ୍‌ପି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାଲକାନଗିରି…

ଦୁର୍ଘଟଣାମୁକ୍ତ କରିବାକୁ ପୋଲିସ ଅଧିକାରୀଙ୍କ ପ୍ରୟାସ

ଚିତ୍ରକୋଣ୍ଡା,୨୧।୩: ମାଲକାନଗିରି ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଜିଲାକୁ ଦୁର୍ଘଟଣାମୁକ୍ତ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି l ପ୍ରତ୍ୟେକ ମଙ୍ଗଳବାର ସକାଳ ୮ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ୩ ଘଣ୍ଟା ଟ୍ରାଫିକ ନିୟମ ପାଳନ କରିବାକୁ…

ପ୍ରସୂତି କକ୍ଷରୁ ନବଜାତ ଶିଶୁ ଗାଏବ ଅଭିଯୋଗ

ମାଥିଲି, ୨୧ା୩ (ଡି.ଏନ.ଏ.):ମାଲକାନଗିରି ଜିଲା ମାଥିଲି ବ୍ଲକ ସଦର ସବ୍‌ଡିଭିଜନ ହସ୍ପିଟାଲର ପ୍ରସୂତି କକ୍ଷରୁ ନବଜାତ ଶିଶୁ ଗାଏବ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, କିଆଙ୍ଗ ପଞ୍ଚାୟତ ବୀରନପାଲି ଗ୍ରାମର ବନ୍ଧୁ ପଟିଙ୍କ ସ୍ତ୍ରୀ କୌଶଲ୍ୟା ଗର୍ଭବତୀ ଥିବା…

ବାରମ୍ବାର ଅଭିଯୋଗ ପରେ ବି ସମାଧାନ ହେଉନି ଜଳ ସମସ୍ୟା

କୋରୁକୋଣ୍ଡା ୨୦।୩(ଡି.ଏନ. ଏ): ବାରମ୍ବାର ଅଭିଯୋଗ ପରେ ମଧ୍ୟ ସମାଧାନ ହେଉନି ଜଳ ସମସ୍ୟା।ଏଭଳି ଏକ ଅଭିଯୋଗ ଆସିଛି ମାଲକାନଗିରି ଜିଲା କୋରୁକୋଣ୍ଡା ପଞ୍ଚାୟତ ସମିତି ଅଧୀନ ନାକାମାମୁଡି ଗ୍ରାମ ପଞ୍ଚାୟତ ଅଧୀନ ରବା ଗ୍ରାମରୁ। ଗ୍ରାମଟି କୋରୁକୋଣ୍ଡା ବ୍ଲକ ସଦରଠାରୁ…

ଶତାଧିକ ଏକର ତରଭୁଜ ଚାଷ ନଷ୍ଟ

ମାଲକାନଗିରି,୨୦ା୩ (ଡି.ଏନ୍‌.ଏ.): ଚଳିତ ବର୍ଷ ମାଲକାନଗିରି ଜିଲାରେ ବହୁ ଚାଷୀ ତରଭୁଜ ସହ ପୋଟଳ, କାକୁଡି ଓ ଅନ୍ୟାନ୍ୟ ପନିପରିବା ଚାଷ କରିଥିଲେ। ଭଲ ଫସଲ ମଧ୍ୟ ହୋଇଥିଲା। ତରଭୁଜ ସହ ଅନ୍ୟ ପନିପରିବା ଅମଳ ହେଲେ ଏହାକୁ ବିକ୍ରି କରି…

ଖାକିରେ ଲାଗିଲା ଦାଗ: ଗଞ୍ଜେଇ ଚାଲାଣ କରି କନଷ୍ଟେବଳ ଗିରଫ

ମାଲକାନଗିରି,୨୦ା୩(ଡି.ଏନ୍‌.ଏ.): ପୁଣି ଜଣେ ଖାକି ବର୍ଦ୍ଧିଧାରୀ ପୋଲିସ କନଷ୍ଟେବଳ ଗଞ୍ଜେଇ ଚାଲାଣ କରି ଗିରଫ ହୋଇଛନ୍ତି। ମିଳିଥିବା ସୂଚନାନୁଯାୟୀ, ମାଲକାନଗିରି ଥାନା ମାର୍କାପାଲ୍ଲୀଠାରେ ଜଣେ ଗଞ୍ଜେଇ ବେପାରୀ ଶରତ ଚନ୍ଦ୍ର ହନ୍ତାଳ ଗଞ୍ଜେଇ ଚାଲାଣ କରୁଥିବା ଖବର ମିଳିବା ପରେ ମାଲକାନଗିରି…

ପୂଜକଙ୍କୁ ସ୍ବପ୍ନରେ ପ୍ରଭୁ କହିଲେ ମୋତେ ଉଦ୍ଧାର କର, ସକାଳେ ମାଟିତଳୁ ମିଳିଲା ମୂର୍ତ୍ତି

ଚିତ୍ରକୋଣ୍ଡା,୧୯ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ତିରୁପତି ବାଲାଜୀ ମନ୍ଦିରର ପୂଜକ ରବି ଶାସ୍ତ୍ରୀଙ୍କୁ ଗତ ୧୭ ତାରିଖ ରାତିରେ ସ୍ବପ୍ନାଦେଶ ହୋଇଥିଲା। ମନ୍ଦିର ପରିସରରେ ପ୍ରଭୁ ମାଟିତଳେ ପୋତି ହୋଇ ରହିଛନ୍ତି। ତାଙ୍କୁ ଉଦ୍ଧାର କରିବାକୁ ନିର୍ଦ୍ଦେଶ ହୋଇଥିଲା। ୧୮ ତାରିଖ…

ବନ କର୍ମଚାରୀଙ୍କୁ ଆଶ୍ୱସ୍ତି ଦେଲା ଝଡ଼ବର୍ଷା

ମାଲକାନଗିରି,୧୭।୨(ଡି.ଏନ୍‌.ଏ.): ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଥିଲା। ଏପରି କି ନିଆଁକୁ ଆୟତ୍ତ କରିବା ପାଇଁ ବନ କର୍ମଚାରୀଙ୍କୁ ନାକେଦମ୍‌ ହେବାକୁ ପଡୁଥିଲା। ଜଙ୍ଗଲ ନିଆଁକୁ ଲିଭାଇବାରେ ସରକାର ବିଫଳ ହୋଇଥିବା ଅଭିଯୋଗ କରି ସରକାରଙ୍କୁ ଟାର୍ଗେଟ…

ଆଦିବାସୀଙ୍କ ଆବଶ୍ୟକତା ଭରଣା କରୁଛି ଟୋଲା ତେଲ

ମାଥିଲି, ୧୭।୩ (ଡି.ଏନ.ଏ) :ଜଙ୍ଗଲ ଜାତ ଦ୍ରବ୍ୟ ହେଉଛି ଟୋଲା। ଏଥିରୁ ପ୍ରସ୍ତୁତ ତେଲକୁ ଆଦିବାସୀମାନେ ରୋଷେଇରେ ବ୍ୟବହାର କରିଥାନ୍ତିି। ମାଲକାନଗିରି ଜିଲା ମାଥିଲି ଓ ଖଇରପୁଟ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀମାନେ ବ୍ୟବହାର କରନ୍ତି ଏହି ଟୋଲା ତେଲ…

ଚିତ୍ରକୋଣ୍ଡାରେ କୁଆପଥର ବର୍ଷା

ଚିତ୍ରକୋଣ୍ଡା,୧୬ା୩(ଡି.ଏନ୍‌.ଏ.): ଚୈତ୍ର ଆରମ୍ଭରୁ ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ କିଛି ଦିନ ଧରି ଖରାର ପ୍ରକୋପ ଦେଖିବାକୁ ମିଳିଥିବା ବେଳେ ଗୁରୁବାର ଅଦିନିଆ ବର୍ଷା ସହ କୁଆପଥର ମାଡ଼ ହୋଇଛି। ବର୍ଷା ସାଙ୍ଗକୁ ଦୀର୍ଘ ସମୟ ଧରି ଘଡ଼ଘଡ଼ି ମାରିଛି। ୪୫ ମିନିଟ୍‌ରୁ…

ସୀମାନ୍ତରେ ୩ ଗାଡ଼ି ପୋଡ଼ିଲେ ମାଓବାଦୀ

ମାଲକାନଗିରି,୧୫ା୩(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲାରେ ଗତ ଏକ ମାସ ମଧ୍ୟରେ ମାଓବାଦୀମାନେ ଦୁଇଥର ଗାଡି ଜାଳିବା ସହ ଅନେକ ହିଂସାକାଣ୍ଡ ଘଟାଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ପୁଣି ଜିଲାର ନାଏମଡ ଥାନା ଅଞ୍ଚଳରେ ୩ଟି ଗାଡି ପୋଡିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?