ମାଲକାନଗିରି

ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ

ମାଲକାନଗିରି,୧୫।୩:(ଡି.ଏନ.ଏ.): ଡ୍ରାଇଭର ଏକତା ମହାମଞ୍ଚ ଆନୁକୁଲ୍ୟରେ ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ରାଜ୍ୟବ୍ୟାପି ଆଜି ଶାନ୍ତିପୂର୍ଣ୍ଣ ଧର୍ମଘଟ ସହ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଥିବା ବେଳେ ଏହାର ପ୍ରଭାବ ମାଲକାନଗିରି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ସକାଳୁ ମାଲକାନଗିରି ବସଷ୍ଟାଣ୍ଡ…

ସରକାରୀ ସ୍ତରରେ ନାହିଁ ବଜାର ବ୍ୟବସ୍ଥା, ଫାଇଦାରେ ବ୍ୟବସାୟୀ

ମାଥିଲି,୧୫।୩ (ଡି.ଏନ.ଏ.): ଆଦିବାସୀମାନଙ୍କୁ ରୋଜଗାର ଯୋଗାଉଛି ଋତୁକାଳୀନ ବନଜାତ ଦ୍ରବ୍ୟ ମହୁଲ। ବଣ ପାହାଡ ଘେରା ମାଲକାନଗିରି ଜିଲାର ପ୍ରମୁଖ ବନଜାତ ଦ୍ରବ୍ୟ ମଧ୍ୟରେ ଏହି ମହୁଲ ଫୁଲ ଅନ୍ୟତମ। ଫେବୃଆରୀ, ମାର୍ଚ୍ଚ,ଏପ୍ରିଲ ୩ ମାସ ଧରି ମହୁଲ ଫୁଲ ସଂଗ୍ରହ…

ରାସ୍ତା ପ୍ରଶସ୍ତିକରଣ,ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ.): ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାସ୍ତା ପାର୍ଶ୍ୱରେ ଥିବା ସରକାରୀ ଜମିରେ ଦୋକାନ ଗୃହ ଗୁଡିକ ଉଚ୍ଛେଦ କରାଯାଇଛି। ସୂଚନାନୁସାରେ, ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତାକଡରେ କିଛି ବ୍ୟବସାୟୀ ଦୀର୍ଘ…

ପାଣି ପାଇଁ ଲୋକେ ହନ୍ତସନ୍ତ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ): ପାଣି ପାଇଁ ଲୋକେ ହନ୍ତସନ୍ତ। ଏଭଳି ଘଟଣା ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦରରେ ଦେଖିବାକୁ ମିଳିଛି । ବ୍ଲକ ସଦର ଇରିକେଶନ କୋଲନିଠାରୁ ମାଝି ମୁଣ୍ଡା ପୋଖରୀ ପର୍ଯ୍ୟନ୍ତ ପ୍ରାୟ ୪୦ରୁ ୫୦ପରିବାର ରହୁଛନ୍ତି। ଏହି ଅଞ୍ଚଳ…

‘ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରାଯାଉ’

ମାଲକାନଗିରି,୧୩।୩ (ଡି.ଏନ୍‌.ଏ.): ଓଡ଼ିଶା ସୁରକ୍ଷା ସେନା ପକ୍ଷରୁ ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରିବାକୁ ଦାବି କରାଯାଇଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଂଗଠନର ରାଜ୍ୟ ସଭାପତି ଅଭିଷେକ ଯୋଷୀ ଏହି ଦାବି କରିଛନ୍ତି। ସ୍ଥାନୀୟ ଏକ ହଟେଲରେ ଆୟୋଜିତ ଏକ…

କାଜୁ ପ୍ଲାଣ୍ଟେଶନ,ଲେମନ ଗ୍ରାସ୍‌ ଚାଷ ବାଟବଣା

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡ଼ାମ୍ବ, ପାପରମେଟଲା ଏବଂ ପଣଷପୁଟ ପଞ୍ଚାୟତ ଅଞ୍ଚଳରେ ବିକାଶ ନାମକ ଅନୁଷ୍ଠାନ ଆଦିବାସୀଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ ଦିଗରେ ଜିଲା ଆଇଟିଡିଏ ଆନୁକୂଲ୍ୟରେ ଓଟିଇଏଲ୍‌ପି ପ୍ରକଳ୍ପ ମାଧ୍ୟମରେ କାର୍ଯ୍ୟ କରୁଛି। ମାତ୍ର ଦୀର୍ଘ ଦିନ…

କାଜୁ, ଲେମନ ଗ୍ରାସ୍‌ କେଳେଙ୍କାରି : ଜୀବନ ଜୀବିକା ନାଁରେ ହରିଲୁଟ୍‌

ଚିତ୍ରକୋଣ୍ଡା,୧୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ, ପାପରମେଟେଲା ଏବଂ ପଣସପୁଟ ଅଞ୍ଚଳରେ ବିକାଶ ନାମକ ଏକ ଏନ୍‌ଜିଓ କାର୍ଯ୍ୟ କରୁଛି। ଏହି ଅନୁଷ୍ଠାନ ଜିଲା ଆଇଟିଡିଏ ଆନୁକୂଲ୍ୟରେ ଓଟିଇଏଲ୍‌ପି ପ୍ରକଳ୍ପ ମାଧ୍ୟମରେ ଆଦିବାସୀଙ୍କ ଜୀବନଜୀବିକାରେ ପରିବର୍ତ୍ତନ କରିବାକୁ କାମ…

୩ ଦିନ ହେଲା ଅନ୍ଧାରରେ ଛାତ୍ରୀନିବାସ

କୋରୁକୋଣ୍ଡା,୧୧ା୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ହିତ ପାଇଁ ବିଦ୍ୟୁତ୍‌ ବିଭାଗକୁ ଘରୋଇକରଣ କରି ଟାଟା ପାଓ୍ବାରକୁ ହସ୍ତାନ୍ତର କରିଛନ୍ତି। କିନ୍ତୁ ସୁବିଧା ବଦଳରେ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅନେକ ସମୟରେ ଜିଲାର ଅନେକ ଅଞ୍ଚଳରୁ ନାନା ଖବର ଆସୁଥିବାର…

କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁକାଳୀନ ସହାୟତା ଲୁଟ୍‌, ୨ ବନ ଅଧିକାରୀ ନିଲମ୍ବିତ

ମାଲକାନଗିରି,୧୧ା୩(ଡି.ଏନ୍‌.ଏ.): କେନ୍ଦୁପତ୍ର ଟଙ୍କା ହଡ଼ପ ଘଟଣାରେ ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ କୁଡୁମୁଲୁଗୁମ୍ମା ମହିଳା ଫରେଷ୍ଟଗାର୍ଡ ପଦ୍ମିନୀ ପଟ୍ଟନାୟକ ଏବଂ ବାଲିମେଳା ଫରେଷ୍ଟର ଦୁର୍ଗା ପ୍ରସାଦ ନାୟକ। ଜୟପୁର କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ଏହି ଦୁଇ ଅଧିକାରୀଙ୍କୁ…

୮ ବର୍ଷ ହେଲା କାଗଜକଲମରେ ଚାଲିଛି ବିଦ୍ୟାଳୟ

ମାଥିଲି,୧୧ା୩ (ଡି.ଏନ.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକରେ ରହିଛି ବଡ଼ଡୁରାଲ ପଞ୍ଚାୟତର କୁଟୁନିପଦର ଗ୍ରାମ। ଗ୍ରାମରେ ୨୦ରୁ ଊର୍ଦ୍ଧ୍ୱ ଛୋଟ ପିଲା ଥିଲେ ମଧ୍ୟ ସେମାନେ ଏଯାଏ ବିଦ୍ୟାଳୟ ମୁହଁ ଦେଖିନାହାନ୍ତି। ମାତ୍ର କାଗଜକଲମରେ ଗ୍ରାମରେ ବିଦ୍ୟାଳୟ ଚାଲିଛି। ପିଲାମାନେ ପାଠ…

ମା’ଙ୍କୁ ଶେଷ ଦର୍ଶନ କରିପାରିଲେନି ମାଓବାଦୀ ନେତା: ଶେଷକୃତ୍ୟ ସମ୍ପନ୍ନ କଲେ ପୋଲିସ ବାବୁ

ଚିତ୍ରକୋଣ୍ଡା,୧୦ା୩,(ଡି.ଏନ୍‌.ଏ.): କେନ୍ଦ୍ରୀୟ କମିଟି ମାଓବାଦୀଙ୍କ ମା’ଙ୍କ ଅକାଳ ବିୟୋଗ ହୋଇଥିବା ବେଳେ ମାଓବାଦୀ ନେତା ଜଗନ୍ନ ଖବର ପାଇଥିଲେ ମଧ୍ୟ ମା’ଙ୍କୁ ଶେଷ ଦର୍ଶନ କରିପାରି ନ ଥିଲେ। ମାଓବାଦୀ ନେତାଙ୍କ ମା’ଙ୍କ ପରଲୋକ ଖବର ପାଇ ସିଲେରୁ ଥାନା ଏସିଆଇ,…

ସରପଞ୍ଚଙ୍କୁ ଗୁଳି କରି ହତ୍ୟା

ମାଲକାନଗିରି,୮।୩(ଡି.ଏନ୍‌.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲା କେରଳପାଲ ଥାନା ଅଧୀନ ପୋଗାବେଜୀ ସରପଞ୍ଚ ପୁଣେ ସନ୍ନାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମାଓବାଦୀମାନେ ଏଭଳି ବର୍ବରକାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି। ମିଳିଥିବା ସୂଚନା ମୁତାବକ, ସରପଞ୍ଚ ପୁଣେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?