ହାର୍ଡକୋର ମାଓବାଦୀ ଚେଣ୍ଟିଙ୍କୁ ଗିରଫ କଲା ଏନ୍ଆଇଏ
ମାଲକାନଗିରି,୨୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରୁ ହାର୍ଡକୋର ମାଓବାଦୀ ଚେଣ୍ଟିଙ୍କୁ ମଙ୍ଗଳବାର ଏନ୍ଆଇଏ ଗିରଫ କରିଛି। ତାଙ୍କ ନାମରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା। ୨୦୧୨ ଜୁଲାଇରେ ଚେଣ୍ଟି ବିଏସ୍ଏଫ୍ ଉପରେ ଆକ୍ରମଣ କରିଥିଲେ। ଏଥିରେ ୪ ଯବାନ…
ଅଧିକ ସଂଖ୍ୟକ ଝିଅ ଥିବା ୫ ପଞ୍ଚାୟତ ପୁରସ୍କୃତ
ମାଲକାନଗିରି,୨୫।୧(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ସଂସ୍କୃତି ଭବନଠାରେ ଜିଲାସ୍ତରୀୟ ଜାତୀୟ ଶିଶୁ କନ୍ୟା ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି ା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବଳଭଦ୍ର ଦିପ୍ ଯୋଗ ଦେଇଥିଲେ। ଦେଶରେ ଦିନକୁ…
ସାଇକେଲ ମରାମତି ଦୋକାନରେ ନିଆଁ: ୫୦ହଜାରରୁ ଊର୍ଦ୍ଧ୍ୱ ଜିନିଷ ପତ୍ର ନଷ୍ଟ
କୋରୁକୋଣ୍ଡା,୨୩।୧(ଡି.ଏନ.ଏ): ମାଲକାନାଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ମଉଳି ମା’ ଛକଠାରେ ଥିବା ଏକ ସାଇକେଲ ମରାମତି ଦୋକାନରେ ନିଆଁ ଲାଗି ପ୍ରାୟ ୫୦ହଜାର ଟଙ୍କାରୁ ଊର୍ଦ୍ଧ୍ୱ ଜିନିଷ ପତ୍ର ପୋଡି ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, କୋରୁକୋଣ୍ଡା ନିକଟ ଏମ୍ଭି-୩୧ ଗ୍ରାମର…
ମାଛ ଧରିବାକୁ ଯାଇ ୧୮ ଘଣ୍ଟା ପରେ ମିଳିଲା ମୃତଦେହ
ଚିତ୍ରକୋଣ୍ଡା,୨୨।୧(ଡି.ଏନ୍.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସ୍ବାଭିମାନ ଅଞ୍ଚଳ ବଡ଼ପଡ଼ା ପଞ୍ଚାୟତ କାଦଗୁମ୍ମା ଗ୍ରାମର ନିଖୋଜ ମଙ୍ଗରା ପାଙ୍ଗି(୪୬)ଙ୍କ ମୃତଦେହ ୧୮ ଘଣ୍ଟା ପରେ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ଶନିବାର ପୂର୍ବାହ୍ନରେ କାଦଗୁମ୍ମା ଗ୍ରାମର ମଙ୍ଗରା ସ୍ତ୍ରୀଙ୍କ…
ସ୍ତ୍ରୀଙ୍କ ଆଖି ସାମ୍ନାରେ ନଦୀରେ ଭାସିଗଲେ ସ୍ବାମୀ, ମିଳିନି ପତ୍ତା
ଚିତ୍ରକୋଣ୍ଡା,୨୧ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ଥାନା ଅନ୍ତର୍ଗତ ବଡ଼ପଡ଼ା ପଞ୍ଚାୟତ କାଦଗୁମା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀ ନଦୀରେ ଭାସି ଯାଇଥିଲେ ସୁଦ୍ଧା ତାଙ୍କ ପତ୍ତା ମିଳିନାହିଁ। ପାପରମେଟେଲା ଥାନାଧିକାରୀ…
କୋଣ୍ଡାଦୋରାଙ୍କୁ ତଫସିଲଭୁକ୍ତ ଜନଜାତିରେ ସାମିଲ ପାଇଁ ତଦନ୍ତ ପ୍ରକିୟା ଆରମ୍ଭ
ଚିତ୍ରକୋଣ୍ଡା,୧୯।୧(ଡି.ଏନ୍.ଏ.): ଦୀର୍ଘ ଦଶନ୍ଧି ଧରି ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ନାଗଲୁରୁ, ପାପୁଲୁର ଏବଂ କୁରୁମାନୁର ପଞ୍ଚାୟତର ୧ ହଜାରରୁ ଊର୍ଦ୍ଧ୍ୱ କୋଣ୍ଡାଦୋରା ସମ୍ପ୍ରଦାୟ ତଫସିଲଭୁକ୍ତ ଜନଜାତିର ମାନ୍ୟତା ନେଇ ଦାବି କରିଆସୁଥିଲେ। ହେଲେ ତାଙ୍କୁ ନିରାଶ…
ବାଘ ଛାଲ ଜବତ, ୩ କୋର୍ଟ ଚାଲାଣ
ମାଲକାନଗିରି,୧୯ା୧(ଡି.ଏନ୍.ଏ.): ମାଲକାନଗିରି ବନଖଣ୍ଡ ଅନ୍ତର୍ଗତ ମୋଟୁ ବନାଞ୍ଚଳର ପୋଟେରୁକୋଲେଠାରେ ଏକ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏହି ଚମଡ଼ାର ଲମ୍ବର ପ୍ରାୟ ୧.୧୩ ମିଟର। ମୋଟୁ ବନାଞ୍ଚଳର ସମସ୍ତ ବନପାଳ, ବନରକ୍ଷୀଙ୍କ ସହଯୋଗ ଏବଂ ବନାଞ୍ଚଳ ଅଧିକାରୀ ରଶ୍ମୀରଞ୍ଜନ ସ୍ବାଇଁଙ୍କ…
ମାଲକାନଗିରି ହେବ ରାଜ୍ୟର ସର୍ବଶ୍ରେଷ୍ଠ ଜିଲା
ମାଲକାନଗିରି, ୧୬ା୧ (ଡି.ଏନ୍.ଏ.): ମାଲ୍ୟବନ୍ତ ମହୋତ୍ସବର ମୁଖ୍ୟ ଉତ୍ସବ ରବିବାର ମାଲକାନଗିରି ସଦରମହକୁମାରେ ଆରମ୍ଭ ହୋଇଛି। ପୂର୍ବାହ୍ନରେ ଆମାକୁଣ୍ଡରୁ ସଂଗ୍ରହ କରାଯାଇଥିବା ଜଳ ଜଗନ୍ନାଥ ମନ୍ଦିରରୁ ପୂଜାର୍ଚ୍ଚନା ପରେ ଏକ ଶୋଭାଯାତ୍ରାରେ ଡିଏନ୍କେ ଖେଳପଡିଆ ମୁଖ୍ୟ ମଣ୍ଡପକୁ ନିଆଯାଇଥିଲା। କଳସ ଶୋଭାଯାତ୍ରାରେ…
ଆଇଇଡି ବୋମା ବିସ୍ଫୋରଣରେ ଏଏସ୍ଆଇ ଗୁରୁତର
ମାଲକାନଗିରି, ୧୫।୧(ଡି.ଏନ.ଏ.): ଛତିଶଗଡ଼ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ଜଣେ ପୋଲିସ ଏଏସ୍ଆଇ ମହମ୍ମଦ ଅସଲମ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ରାୟପୁର ପଠାଯାଇଛି। ଖବରରୁ ଜଣାପଡିଛି, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ପେଗଡାପଲ୍ଲି ସ୍ଥିତ ସିଆର୍ପିଏଫ୍…
ଏମ୍ଭି-୧୧୧ ପ୍ରଥମ, ସୋରିଷମାଳ ଦ୍ୱିତୀୟ,ସିନ୍ଧ୍ରିମାଳ ତୃତୀୟ
ମାଲକାନଗିରି,୧୪।୧(ଡି.ଏନ୍.ଏ.): ମାଲକାନଗିରି ଜିଲାର ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଅବସରରେ ସତୀଗୁଡ଼ା ଜଳଭଣ୍ଡାରରେ ଶୁକ୍ରବାର ମତ୍ସ୍ୟଜୀବୀମାନଙ୍କୁ ନେଇ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରତ୍ନାକର ସାହୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।…
୧୭ କି.ମି. ଦୌଡ଼ିଲେ କୁନି ଧାବକ ରୁଦ୍ର
ମାଲକାନଗିରି,୧୩ା୧ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ମାଲ୍ୟବନ୍ତ ମହୋତ୍ସବ ଅବସରରେ ଜିଲା ସଂସ୍କୃତି ପରିଷଦ ଏବଂ ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ଗୁରୁବାର ଏକ ମିନି ମାରାଥନ (ଗଣଦୌଡ଼) ଆୟୋଜିତ ହୋଇଥିଲା। ଏଥିରେ ୬ ବର୍ଷର କୁନି ଧାବକ ରୁଦ୍ରପ୍ରସାଦ ସେଠୀ ୧୭…
ଉପାନ୍ତ ଅଞ୍ଚଳବାସୀ ଦେଖିଲେ ହକି ବିଶ୍ୱକପ୍ର ଉଦ୍ଘାଟନୀ ଉତ୍ସବ
ଚିତ୍ରକୋଣ୍ଡା,୧୧ା୧(ଡି.ଏନ୍.ଏ.): ବୁଧବାର ପୁରୁଷ ହକି ବିଶ୍ୱକପ୍ ୨୦୨୩ର ଉଦଘାଟନୀ ଉତ୍ସବ କଟକ ବାରବାଟୀ ଷ୍ଟାଡିୟମରୁ ସିଧାପ୍ରସାରଣ ହେଉଥିବାରୁ କେହି ଯେମିତି ବାଦ୍ ନ ପଡ଼ିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ପ୍ରତ୍ୟେକ ବ୍ଲକରେ ଏଲ୍ଇଡି/ଏଲ୍ସିଡିର ସୁବିଧା ଯୋଗାଇଛନ୍ତି। ଫଳରେ ଏହା ମାଧ୍ୟମରେ…
Archives


