ମାଲ୍ୟବନ୍ତ ମହୋତ୍ସବରେ ଦୁଲୁକିଲା ଚିତ୍ରକୋଣ୍ଡା
ଚିତ୍ରକୋଣ୍ଡା,୧୧ା୧(ଡି.ଏନ୍.ଏ.): ମାଲକାନଗିରିର ସବୁଠାରୁ ବଡ଼ ତଥା ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଚିତ୍ରକୋଣ୍ଡାରେ ବୁଧବାର ଆରମ୍ଭ ହୋଇଛି। ଏହି ଅବସରରେ ଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ…
ଆମ୍ମାକୁଣ୍ଡରୁ ସଂଗ୍ରହ ହେଲା ଜଳ
ମାଲକାନଗିରି/ଖଇରପୁଟ/କୁଡୁମୁଲୁଗୁମ୍ମା,୧୦।୧(ଡି.ଏନ.ଏ.): କରୋନା ମହାମାରୀ ପାଇଁ ଗତ ଦୁଇବର୍ଷ ଧରି ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଏହି ମହୋତ୍ସବ ପାଇଁ ମାଲକାନଗିରି ଜିଲା ଉତ୍ସବ ମୁଖର ହୋଇଉଠିଛି। ସୋମବାର ମାଲ୍ୟବନ୍ତ ମହୋତ୍ସବ ଲାଗି ଖଇରପୁଟ ବ୍ଲକ…
ଶକ୍ତିଶାଳୀ ଆଇଇଡି ବୋମା ଜବତ
ମାଲକାନଗିରି, ୯ା୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାରେ କୋମ୍ବିଂ ଅପରେଶନ ବେଳେ ସୋମବାର ଯବାନମାନେ ଏକ ଶକ୍ତିଶାଳୀ ଆଇଇଡି ବୋମା ସହ କିଛି ମାଓବାଦୀ ପୋଷ୍ଟର ଜବତ କରିଛନ୍ତି। ନାରାୟଣପୁର ଜିଲାର ଗୋରା ଗ୍ରାମ ନିକଟ ଜଙ୍ଗଲରେ ସ୍ଥାନୀୟ…
ଚିତ୍ରକୋଣ୍ଡାରେ ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି
ଚିତ୍ରକୋଣ୍ଡା,୯।୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ୧୧ ତାରିଖରେ ବ୍ଲକ ସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହେବ l ଏଥିପାଇଁ ଚିତ୍ରକୋଣ୍ଡା ବ୍ଲକରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚିତ୍ରକୋଣ୍ଡା ବ୍ଲକ ବିଡ଼ିଓ ରଘୁନାଥ ମୁଣ୍ଡାରୀଙ୍କ ନେତୃତ୍ୱରେ ଏବଂ ବ୍ଲକ ଅଧ୍ୟକ୍ଷା…
ଗଞ୍ଜେଇ ଚାଷ ନଷ୍ଟ ବେଳେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ
କୋରୁକୋଣ୍ଡା,୭ା୧(ଡି.ଏନ୍.ଏ.): ଗଞ୍ଜେଇ ଚାଷ ନଷ୍ଟ ବେଳେ ପୋଲିସକୁ ଶନିବାର ଆକ୍ରମଣ ହୋଇଛି। ସ୍ଥାନୀୟ ଲୋକଙ୍କ ଆକ୍ରମଣରେ ୩ ପୋଲିସ କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ହୋମଗାର୍ଡଙ୍କୁ ମଧ୍ୟ ଗ୍ରାମବାସୀ ଅଟକ ରଖିଛନ୍ତି। ସୂଚନାନୁଯାୟୀ ଏସ୍ଡିପିଓଙ୍କ ନେତୃତ୍ୱରେ ମାଲକାନଗିରି…
ସ୍ୱାଭିମାନ ଅଞ୍ଚଳରେ ଘରେ ଘରେ ପୁଷ୍ଟି ପ୍ରୟାସର ଶୁଭାରମ୍ଭ କଲେ ମନ୍ତ୍ରୀ, ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଘୋଡ଼ା ଦୌଡ଼ ପ୍ରତିଯୋଗିତା
ଚିତ୍ରକୋଣ୍ଡା ,୦୭/୧: ଘରେ ଘରେ ପୁଷ୍ଟି ପ୍ରୟାସ ଶନିବାର ଓଡିଶା ସରକାର ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ନ୍ୟୁଟ୍ରେଶନ ଆଟ ଡୋରଷ୍ଟେପ(ଘରେ ଘରେ ପୃଷ୍ଟି) ପ୍ରଥମେ ଶନିବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଗ୍ରାମ ପଂଚାୟତର ଯନ୍ତାପାଇ ଗ୍ରାମରେ…
ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ
ମାଲକାନଗିରି, ୬ା୧(ଡି.ଏନ.ଏ.):ମାଲକାନଗିରି ଜିଲା ସଦରସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଭୋଟର ତାଲିକା-୨୦୨୩ ପ୍ରକାଶ ପାଇଛି। ଜିଲାପାଳ ବିଶାଲ ସିଂଙ୍କ ଉପସ୍ଥିତିରେ ସମସ୍ତ ରାଜନୈତିକ ଦଳଙ୍କୁ ଏହି ତାଲିକା ପ୍ରଦାନ କରାଯାଇଛି। ବିଗତ ଦିନରେ ଭଲଭାବେ ଭୋଟର ସଚେତନତା କାର୍ଯ୍ୟକ୍ରମ…
ସ୍ବାଭିମାନ ଅଞ୍ଚଳରେ ଆରମ୍ଭ ହେଲା ବାଇକ୍ ଆମ୍ବୁଲାନ୍ସ ସେବା
ଚିତ୍ରକୋଣ୍ଡା,୪ା୧(ଡି.ଏନ୍.ଏ.): ଆଦିବାସୀ ଅଧ୍ୟୁଷିତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପ୍ରଥମ କରି ବାଇକ୍ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ବୁଧବାର ଏହି ସେବା ଆରମ୍ଭ ହୋଇଛି। ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳ ବଡ଼ପଡା ପଞ୍ଚାୟତ ପରିସରରେ…
୧୦ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ
ମାଲକାନଗିରି,୧।୧(ଡି.ଏନ.ଏ.): ବର୍ଷ ଆରମ୍ଭରୁ କଡା ଆଭିମୁଖ୍ୟ ଗ୍ରହଣ କରିଛି ମାଲକାନଗିରି ଜିଲା ପ୍ରଶାସନ। କାର୍ଯ୍ୟରେ ଅବହେଳା ପାଇଁ ଜିଲାର ବିଭିନ୍ନ ବିଦ୍ୟାଳୟର କାର୍ଯ୍ୟରତ ୧୦ଜଣ କନିଷ୍ଠ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଶିକ୍ଷକମାନେ ହେଲେ ଅରୁଣାରାଣୀ ବେଉରିଆ, ସନ୍ତୋଷ ସ୍ବାଇଁ, ଜସ୍ମିନ…
ନୂଆବର୍ଷରେ ହ୍ରାସ ପାଇଲା ପର୍ଯ୍ୟଟକଙ୍କ ସଂଖ୍ୟା
ମାଲକାନଗିରି,୧ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦରମହକୁମା ଠାରୁ ୫ କିଲୋମିଟର ଦୂର ସତୀଗୁଡ଼ା ଜଳଭଣ୍ଡାରକୁ ଲାଗି ରହିଥିବା ସତୀଗୁଡ଼ା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଏବଂ ଚିତ୍ରକୋଣ୍ଡାଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀରେ ପୂର୍ବବର୍ଷ ଭଳି ନୂଆବର୍ଷରେ ପର୍ଯ୍ୟଟକଙ୍କ ସଂଖ୍ୟା କମ୍ ଦେଖିବାକୁ ମିଳିଛି। ପ୍ରତିବର୍ଷ ନୂଆବର୍ଷରେ…
ପିଅନଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀଙ୍କ ଜୀବନ ଗଲା
ମାଲକାନଗିରି,୧ା୧(ଡି.ଏନ୍.ଏ.): ପିଅନଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁଜୀଙ୍କ ଜୀବନ ଯାଇଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସଦର ସରସତୀ ଶିଶୁ ବିଦ୍ୟାମନ୍ଦିର ବିଦ୍ୟାଳୟରେ। ପିଅନ ନରେଶ କ୍ଷତ୍ରୀୟଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀ ନିରାକାର ସେଠୀଙ୍କ ମୃତ୍ୟୁ ହୋଇଛି।…
ଡ୍ୟାମ୍ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି
ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି କରି ଏହାର ପ୍ରତିବାଦ କରିଛନ୍ତି। ଛତିଶଗଡ଼ ମାଲକାନଗିରି ଜିଲା ସୀମାନ୍ତ ସାବେରୀ ନଦୀର ଭୀମସେନ…
Archives


