ମାଲକାନଗିରି

୨ ସାଇବର ଲୁଟେରା ଗିରଫ

ମାଲକାନଗିରି,୧୮ା୨(ଡି.ଏନ୍‌.ଏ.): ରାଜ୍ୟରେ ଗତ ଦୁଇ ବର୍ଷ ଧରି ସାଇବର ଲୁଟେରାଙ୍କ ପାଦୁର୍ଭାବ ବୃଦ୍ଧି ପାଇଚାଲିଛି। ଶୁକ୍ରବାର ମାଲକାନଗିରି ପୋଲିସ ୨ଜଣ ସାଇବର ଲୁଟେରାଙ୍କୁ ଗିରଫ କରିଥିବା ମାଲକାନଗିରି ଏସ୍‌.ପି. ନିତିଶ୍‌ ଓ୍ବାଧ୍ୱାନି କହିଛନ୍ତି। ଏ ସମ୍ପର୍କରେ ଓ୍ବାଧାନି କହିଛନ୍ତି, ଗତ ମେ…

୨୦ ଘଣ୍ଟା ପରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଚିତ୍ରକୋଣ୍ଡା,୧୫।୨(ଡି.ଏନ.ଏ.): ବାଲିମେଳା ଜଳଭଣ୍ଡାରରୁ ୨୦ ଘଣ୍ଟା ବ୍ୟବଧାନ ପରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନାନୁଯାୟୀ,ମଙ୍ଗଳବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରେ ମାଛ ଧରିବାକୁ ଯାଇ ସ୍ପିଲବାଇ ଗ୍ରାମର ଘାସି ଖିଲ(୬୦) ନିକୋଜ ହୋଇଯାଇଥିଲେ।…

ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ

ଚିତ୍ରକୋଣ୍ଡା,୧୫।୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନର୍ଗତ ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରେ ମାଛ ଧରିବାକୁ ଯାଇ ଜଣେ ନିଖୋଜ। ସେ ହେଲେ ସ୍ପିଲବାଇ ଗ୍ରାମର ଘାସି ଖିଲ(୬୦)। ମଙ୍ଗଳବାର ମାଛ ମାରୁଥିବା ସମୟରେ ଘାସି ଜଳଭଣ୍ଡାର ଭିତରକୁ ଖସି ପଡ଼ିଥିବା ଜଣାପଡିଛି।…

ଫିନାଇଲ ପିଇଲେ ଆବାସିକ ଛାତ୍ରୀ

ଚିତ୍ରକୋଣ୍ଡା,୧୪।୧(ଡି.ଏନ୍‌.ଏ.): ଫିନାଇଲ ପିଇ ଗୁରୁତର ହୋଇଛନ୍ତି ଜଣେ ଆବାସିକ ଛାତ୍ରୀ। ଚିତ୍ରକୋଣ୍ଡା ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୁଜାତା ଖରାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଛି। ସୂଚନାନୁଯାୟୀ,…

ବର୍ଷେ ନ ପୂରୁଣୁ ଭୁଶୁଡ଼ିଲା ପୋଲ, ସମସ୍ୟାରେ ଗ୍ରାମବାସୀ

ମାଲକାନଗିରି,୧୪ା୨(ଡି.ଏନ୍‌.ଏ.):ମାଲକାନଗିରି ଜିଲାର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ତାହା ଜନସାଧାରଣଙ୍କ ସ୍ବାର୍ଥରେ ଲାଗିପାରୁନି। ତଳସ୍ତରରେ କେତେଜଣ ଅଧିକାରୀ ଓ କର୍ମଚାରୀ ଏଥିରେ ଅବହେଳା କରୁଥିବାରୁ ଯୋଜନା ଗୁଡ଼ିକର ସଫଳ ରୂପାୟନ ହୋଇପାରୁନି। ମାଲକାନଗିରି ଜିଲା ମାଥିଲି…

କ୍ରଶରରେ ପଥର ଉପରୁ ପଡି ଯୁବକ ମୃତ

ଚିତ୍ରକୋଣ୍ଡା,୧୧ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ହନ୍ତାଳଗୁଡ଼ାଠାରେ ଥିବା ଏକ କ୍ରଶରରେ କର୍ମଚାରୀ ଭାବରେ ଏମ. ଆଞ୍ଜି (୨୩) ନାମକ ଯୁବକ କାମ କରୁଥିଲେ। ସବୁଦିନ ପରି ସେ ଗୁରୁବାର କ୍ରସରରେ ଥିବା ଏକ ବଡ ପଥର ଉପରକୁ…

୧୨ କି.ମି. ଚାଲି ୬ ଗ୍ରାମର ସମସ୍ୟା ବୁଝିଲେ

ଚିତ୍ରକୋଣ୍ଡା,୧୧ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ସମାଧାନ କରି ସେମାନଙ୍କୁ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେବାକୁ କପାତୁଟି ସମିତିସଭ୍ୟ ନାଗେଶ ଖିଲ, ସରପଞ୍ଚ ଶୁକ୍ରି ହନ୍ତାଳଙ୍କ ସ୍ବାମୀ ପଦଲାମ ହନ୍ତାଳ ଏବଂ ଧରିତ୍ରୀ…

ଦୀର୍ଘ ସ୍ଥାୟିତ୍ୱ ଉପରେ ରହୁ ଗୁରୁତ୍ୱ

ମାଲକାନଗିରି,୬ା୨(ଡି.ଏନ୍‌.ଏ.):ମାଲକାନଗିରି ଜିଲା ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିରେ ସର୍ବଦା ରହିଛି। ଜିଲାର ଉନ୍ନତି ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ତେବେ ଜିଲାରେ ପାନୀୟ ଜଳ ସମସ୍ୟା ଦୂର କରିବାକୁ ଗତମାସରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲାର କାଲିମେଳା ବ୍ଲକରେ ୨ଟି, ମାଲକାନଗିରି, ମାଥିଲି ବ୍ଲକରେ…

ରାତି ୧୨ ପରେ ଆପେ ଆପେ ଚାଲୁଛି ମୋଟରସାଇକେଲ: ରହସ୍ୟମୟୀ ଘଟଣାର ଭିଡିଓ ସିସିଟିଭିରେ କଏଦ

ଚିତ୍ରକୋଣ୍ଡା,୫।୨(ଡି.ଏନ୍‌.ଏ): ରାତି ପ୍ରାୟ ୧୨ଟା ପରେ ମୋଟରସାଇକେଲ ଆପେ ଆପେ ଚାଲୁଚି। ବିନା ଚାଳକରେ ମୋଟରସାଇକେଲଟି ଚାଲିବା ଯେତିକି ରହସ୍ୟମୟ, ସେତିକି ଆଶ୍ଚର୍ଯ୍ୟଜନକ। ଏଭଳି ଏକ ଅଦ୍ଭୁତ ଘଟଣା ଚିତ୍ରକୋଣ୍ଡା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଚିତ୍ରକୋଣ୍ଡା ସଦର ମହକୁମାସ୍ଥିତ ଦୈନିକ…

ଖାଲରେ ପଡ଼ି ଦୁଇ ଶିଶୁକନ୍ୟା ମୃତ

ଚିତ୍ରକୋଣ୍ଡା,୨ା୨(ଡି.ଏନ୍‌.ଏ.): ଖାଲକୁ ଖସି ଗୁରୁବାର ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏନେଇ ଚିତ୍ରକୋଣ୍ଡା ଉପଖଣ୍ଡ ମେଡିକାଲ ଡାକ୍ତର ଘୋଷଣା କରିଛନ୍ତି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ଢେପ ସାହିରେ ଏପରି ଦୁଃଖଦାୟକ ଘଟଣା ଦେଖିବାକୁ ମିଳିଛି। ସୁଭଦ୍ରା କମାର(୪) ଏବଂ…

ଚାକିରିରୁ ଅବସର ନେବା ପରେ ଶରୀର ଦାନ କଲେ ଶିକ୍ଷକ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ଚାକିରିରୁ ଅବସର ନେବା ଦିନ ରକ୍ତଦାନ ସହ ନିଜ ଶରୀର ଦାନ କରିଛନ୍ତି ଜଣେ ଶିକ୍ଷକ। ଶିକ୍ଷକଙ୍କ ଏପରି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏହା ସମାଜ ପାଇଁ ଏକ ଅନନ୍ୟ ଉଦାହରଣ ବୋଲି ଚର୍ଚ୍ଚା ହେଉଛି। ପିଲାଟି ଦିନରୁ…

ଖୋଲିଲା ଗାଡ଼ି ପାର୍କିଂ ଗେଟ୍‌ରୁ ତାଲା

ମାଲକାନଗିରି, ୩୧ା୧(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାର ସୁଭାଷ ବୋଷ ଛକ ନିକଟରେ ପୌର ପରିଷଦ ପକ୍ଷରୁ ଜନସାଧାରଣଙ୍କ ସୁବିଧା ପାଇଁ ଗାଡ଼ି ପାର୍କିଂ ଲାଗି ବ୍ୟବସ୍ଥା କରାଯାଇଥିଲା। ଏହାର ନିର୍ମାଣ କାର୍ଯ୍ୟ ସରିବା ସହ ଉଦ୍‌ଘାଟନ ମଧ୍ୟ ହୋଇସାରିଥିଲା। ଉଦ୍‌ଘାଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?