ଜାତୀୟସ୍ତରକୁ ମନୋନୀତ ହେଲେ ଭାଗ୍ୟଶ୍ରୀ
ମାଲକାନଗିରି,୨୭ା୧୨ (ଡି.ଏନ୍.ଏ.):ମାଲକାନଗିରି ଜିଲା ପଡିଆ ସଦର ବ୍ଲକର ଜଣେ ଛାତ୍ରୀ ମହିଳା କ୍ରିକେଟ ଟିମ୍ ଓଡ଼ିଶା ଦଳରେ ୧୫ ବର୍ଷରୁ କମ୍ ବର୍ଗରେ ମନୋନୀତ ହୋଇଛନ୍ତି। ସେ ହେଲେ ପଡିଆ ସଦର ବ୍ଲକର ଏନ୍. ଭାଗ୍ୟଶ୍ରୀ। ଏହି ଖବର ଜଣାପଡିବା ପରେ…
ଦୁର୍ଗମ ଅଞ୍ଚଳରେ ଦୁର୍ଦ୍ଦଶାରେ ଗ୍ରାମବାସୀ
ମାଥିଲି,୨୬ା୧୨(ଡି.ଏନ.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମାଳମାଳ ଯୋଜନା କାର୍ଯ୍ୟକାରୀ ହେଉଛି ସତ ମାତ୍ର ଦୁର୍ଗମ ଅଞ୍ଚଳରେ ସେସବୁ ପହଞ୍ଚତ୍ପାରୁନି। ପ୍ରଶାସନ ପକ୍ଷରୁ ମଧ୍ୟ ଲୋକଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚାଇବା ଲାଗି ଆନ୍ତରିକ ଉଦ୍ୟମ ନାହିଁ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ…
ଗୀତା,ଶ୍ଳୋକ ଆବୃତ୍ତି କରି ଚର୍ଚ୍ଚାରେ ମହେଶ, ଧନେଶ୍ୱରୀ
ମାଲକାନଗିରି,୨୫।୧୨(ଡି.ଏନ.ଏ.): ଅନର୍ଗଳ ମୁହଁରୁ ତାଙ୍କର ବାହାରି ପଡୁଛି ଗୀତା ଶ୍ଲୋକ। ଜିଲା ସ୍ତରରେ ଗୀତା ଶ୍ଲୋକ ଆବୃତ୍ତି କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପରେ ଏବେ ସେ ରାଜ୍ୟସ୍ତରରେ ନିଜ ପ୍ରତିଭାର ପରିଚୟ ଦେବେ। ସେ ହେଉଛନ୍ତି ବଡଡୁରାଲ…
ପୋଲିସ କାର୍ଯ୍ୟାଳୟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୨୨ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲା ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ କୁମାରୀ ହେମଲା। ଛତିଶଗଡ଼ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ଘରକୁ ଫେରିଆସ ଅଭିଯାନ’ରେ ଅନୁପ୍ରାଣିତ ହୋଇ ସେ…
ଯନ୍ତ୍ରୀ, ଜନ୍ତାବାଇରେ ବିଏସ୍ଏଫ୍ ଏଡିଜି
ଚିତ୍ରକୋଣ୍ଡା,୨୧ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଯନ୍ତ୍ରୀ ଓ ଯୋଡ଼ାମ୍ବ ପଞ୍ଚାୟତକୁ ବିଏସ୍ଏଫ୍ ଏଡ଼ିଜି ଅନୁରାଗ ଗର୍ଜ ଗସ୍ତ କରି ମାଓବାଦୀ ଦମନ ନେଇ ଅଧିକାରୀମାନଙ୍କ ସହ ଆଲୋଚନା କରି ସମୀକ୍ଷା କରିଛନ୍ତି। ଏଡିଜି ଗର୍ଜଙ୍କ ଏହା ମାଲକାନଗିରି…
ଆତ୍ମସମର୍ପଣ କଲେ ୯୦୭ ମାଓବାଦୀ, ସମର୍ଥକ
ମାଲକାନଗିରି/ଚିତ୍ରକୋଣ୍ଡା, ୨୦ା୧୨ (ଡି.ଏନ୍.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ପଣସପୁଟ ପଞ୍ଚାୟତ ଘନବେଡା ବିଏସ୍ଏଫ୍ କ୍ୟାମ୍ପରେ ମଙ୍ଗଳବାର ୯୦୭ ଜଣ ମାଓବାଦୀ ଓ ମାଓବାଦୀ ସମର୍ଥକ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୪୬୭ ଜଣ ମାଓବାଦୀ ସମର୍ଥକ ରହିଥିବା ଜଣାପଡିଛି। ଅବଶିଷ୍ଟ…
ଜୀବନ୍ତ ବୋମା ଉଦ୍ଧାର
ଚିତ୍ରକୋଣ୍ଡା, ୧୮ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଯନ୍ତ୍ରୀ ପଞ୍ଚାୟତର ତୋଟାଗୁଡା ନିକଟସ୍ଥ ଜଙ୍ଗଲରୁ ମାଟି ତଳେ ଖଞ୍ଜା ଯାଇଥିବା ଏକ ଜୀବନ୍ତ ବୋମାକୁ ଶନିବାର ବିଏସ୍ଏଫ୍ ଯବାନମାନେ ଜବତ କରିଛନ୍ତି। ଯନ୍ତ୍ରୀ ପଞ୍ଚାୟତ ଓ ଏହାର ଆଖପାଖ ଅଞ୍ଚଳରେ…
୨ ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ବ୍ଲକ ଅଧ୍ୟକ୍ଷା
ଚିତ୍ରକୋଣ୍ଡା,୧୫।୧୨: ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଜାନବାଇ ମେଡିକାଲ ପିଏଚ୍ସିରେ ୨ ଯକ୍ଷ୍ମା ରୋଗୀଙ୍କୁ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ରାଜେଶ୍ୱରୀ ଖିଲ ଗୁରୁବାର ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ସେମାନେ ହେଲେ ବଡପଡ଼ା ପଞ୍ଚାୟତ ଖଜୁରୀଗୁମା ଗ୍ରାମର…
ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍
ମାଥିଲି,୧୫ା୧୨(ଡି.ଏନ.ଏ.): ମାଥିଲିରେ ସରକାରଙ୍କ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍ ମାରିଛି। ଶୁଦ୍ଧ ପାନୀୟଜଳ ଘରେ ଘରେ ପହଞ୍ଚାଇବା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବରେ ଏଥିରୁ ଲୋକେ ସୁଫଳ ପାଉନଥିବା ଅଭିଯୋଗ…
ଧାରଣାରେ ବସିଥିବା ଅଙ୍ଗନଓ୍ବାଡି କର୍ମୀଙ୍କୁ ଭେଟିଲେ ସ୍ବତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା
ଚିତ୍ରକୋଣ୍ଡା,୧୪ା୧୨(ଡି.ଏନ୍.ଏ.): ସ୍ବତନ୍ତ୍ର ବିକାଶ ପରିଷଦ ରାଜ୍ୟ ଉପଦେଷ୍ଟା ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ କରି ପ୍ରଦୀପ ମାଝି ବୁଧବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗସ୍ତ କରିଥିଲେ। ଆଜି ଏହି ଗସ୍ତ ସମୟରେ ଚିତ୍ରକୋଣ୍ଡା ମୁଖ୍ୟ ରାସ୍ତାର ଏଚ୍ଡିଏଫ୍ସି…
ସେକ୍ ଜିଲାଲିଙ୍କୁ ପଳାତକ ଘୋଷଣା, ଗିରଫ ପରଓ୍ବାନା ଜାରି
ଚିତ୍ରକୋଣ୍ଡା,୧୩ା୧୨(ଡି.ଏନ.ଏ.): ବାରମ୍ବାର କୋର୍ଟ ନୋଟିସ୍କୁ ଅବମାନନା କରି ନିର୍ଦ୍ଧାରିତ ତାରିଖରେ କୋର୍ଟରେ ହାଜର ହେଉ ନ ଥିବାରୁ ମାଲକାନଗିରି ଜିଲା ଦୌରା ତଥା ସ୍ବତନ୍ତ୍ର ଜଜ୍ଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ଚିତ୍ରକୋଣ୍ଡା ଏସ୍ଡିପିଓ ଆର୍ସେଲ କିସପୋଟାଙ୍କ ନେତୃତ୍ୱରେ ସେକ୍ ଜିଲାଲି (୨୪)ଙ୍କୁ ପଳାତକ…
ଯନ୍ତ୍ରୀ ଜାଣିନାହାନ୍ତି କାର୍ଯ୍ୟର ଅଟକଳ ମୂଲ୍ୟ
ମାଲକାନଗିରି,୧୨ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବିଏଲକେ ଅନ୍ତର୍ଗତ ଏମପିଭି-୨୯ ଗ୍ରାମ ନିକଟସ୍ଥ ପୋଟେରୁ ଜଳସେଚନ ବିଭାଗର ଶାଖା କେନାଲରେ ନିର୍ମାଣାଧୀନ କଂକ୍ରିଟ କାମ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। ଏଥିସହ ଏହି କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ କରାଯାଇଥିବା କୁହାଯାଉଛି। ଏହି…
Archives


