ମାଲକାନଗିରି

ବାଉଁଶ ବାଡ଼ରେ ତିଆରି ବିଦ୍ୟାଳୟରେ ଗଢ଼ା ହେଉଛି ଦେଶର ଭବିଷ୍ୟତ

ମାଲକାନଗିରି,୧୦।୧୨(ଡି.ଏନ.ଏ.): ମାଲକାନଗିରି ଜିଲାରେ ଏପରି ଅନେକ ବିଦ୍ୟାଳୟ ରହିଛି ଯେଉଁଠି ଏପର୍ଯ୍ୟନ୍ତ ପକ୍କା ଘରଟିଏ ନାହିଁ। ରାଜ୍ୟ ସରକାର ଜିଲାରେ ଶିକ୍ଷା ସହ ଅନେକ କ୍ଷେତ୍ରରେ ପରିବର୍ତନ ଆଣୁଥିବା ବେଳେ ପ୍ରଶାସନିକ ଅବହେଳା ଯୋଗୁ ଅନେକ ସ୍ଥାନରେ ମୌଳିକ ସୁବିଧା ଅପହଞ୍ଚ…

୫ ବର୍ଷିଆ ମରାମତି ନାଁରେ ଚାଲିଛି ଲୁଟ୍‌

ମାଲକାନଗିରି, ୬।୧୨(ଡି.ଏନ.ଏ.):ମାଲକାନଗିରି ଜିଲା କାଲିମେଳା ମୁଖ୍ୟ ସଡକଠାରୁ କବାସିଗୁଡାକୁ ସଂଯୋଗ କରୁଥିବା ଗ୍ରାମ୍ୟ ସଡକର ୫ ବର୍ଷିଆ ମରାମତି ନଁାରେ ଲକ୍ଷାଧିକ ଟଙ୍କା ହେରଫେର କରାଯାଉଥିବା ଅଭିଯୋଗ ହୋଇଛି। କାର୍ଯ୍ୟର ନାମଫଳକରେ ଥିବା ସୂଚନା ଅନୁଯାୟୀ, ସମେନ୍ଦ୍ର ପ୍ରସାଦ ବିଶୋୟୀ ନାମକ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କୁ ଭେଟିଲେ ‘ଦମନ’ କଳାକାର

କୁଡୁମୁଲୁଗୁମ୍ମା,୫ା୧୨(ଡି.ଏନ.ଏ.):ଓଡ଼ିଶା ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ନିର୍ମିତ ଦମନ ଚଳଚ୍ଚିତ୍ରର କଳାକାରମାନେ କୁଡୁମୁଲୁଗୁମ୍ମା ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କୁ ଭେଟିଛନ୍ତି। ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ‘ଦମନ’କୁ ଆଧାର କରି ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଜଳଭଣ୍ଡାର ଆଖପାଖରେ ଏହି ଚଳଚ୍ଚିତ୍ର…

ପୋଲିସ ଏନ୍‌କାଉଣ୍ଟରରେ ୪ ମାଓବାଦୀ ମୃତ: ଜବତ ହେଲା ଆମେରିକାରେ ନିର୍ମିତ ଅସ୍ତ୍ରଶସ୍ତ୍ର

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲା ପେର୍ମା ନିକଟରେ ହୋଇଥିବା ଏନକାଉଣ୍ଟରରେ ୪ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମୃତଦେହ ସହ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଛତିଶଗଡ଼ ବିଜାପୁର ଜିଲା ପେର୍ମାଠାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି…

ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ଦମନ ଚଳଚ୍ଚିତ୍ର ଦେଖିଲେ ଆଶାକର୍ମୀ

ଚିତ୍ରକୋଣ୍ଡା.୧।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ଉଦ୍ୟମରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୯ଟି ପଞ୍ଚାୟତ ଯଥା ବଡପଡା, ପାପରମେଟେଲା, ରାଲେଗ, ଧୂଳିପୁଟ, ଯୋଡ଼ାମ୍ବ, ପଣଷପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ ଏବଂ ଗାଜୁଲୁମାମୁଡି ପଞ୍ଚାୟତର ଆଶାକର୍ମୀ ଦମନ ଚଳଚିତ୍ର ଦେଖିଛନ୍ତି। କିଛି ବର୍ଷ ତଳେ ମାଲକାନଗିରି…

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଦୁଇ ଗାଁ

ଚିତ୍ରକୋଣ୍ଡା,୧ା୧୨(ଡି.ଏନ୍‌.ଏ.): ଓଡ଼ିଶା ଆନ୍ଧ୍ର ସୀମାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତ ଅନ୍ତର୍ଭୁକ୍ତ ଉପାନ୍ତ ଦୁର୍ଗମ ଇଲାକା ଜୁମଡାଙ୍ଗଠାରୁ ୭ କିଲୋମିଟର ପାହାଡ଼ି ଭିତରେ ଅବସ୍ଥିତ ଥିବା ଦୁଇଟି ଗାଁ କନ୍ଦୁଲପାଡୁ ଏବଂ ବାଙ୍ଗରାକୋଣ୍ଡା ପ୍ରଶାସନର ଦୃଷ୍ଟି ଆଢୁଆଳରେ…

ବିଭିନ୍ନ ସଙ୍ଗଠନ, କର୍ମଚାରୀଙ୍କ ଦାବିନେଇ ଅଡୁଆରେ ସରକାର

ମାଲକାନଗିରି,୩୦।୧୧(ଡି.ଏନ୍‌.ଏ.): ଆଉ ଗୋଟିଏ ବର୍ଷ ପରେ ରାଜ୍ୟରେ ହେବ ସାଧାରଣ ନିର୍ବାଚନ। ରାଜ୍ୟର ୧୪୭ ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ନିର୍ବାଚନ ପୂର୍ବରୁ ସରକାର ବିଭିନ୍ନ ଜନହିତକର ଯୋଜନା କରି ଲୋକଙ୍କୁ ନିଜ ସପକ୍ଷରେ ନେବାକୁ ଉଦ୍ୟମ…

କଟାଗଲା ୪୫୦୦୦ ଗଞ୍ଜେଇ ଗଛ

ଚିତ୍ରକୋଣ୍ଡା,୨୬ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ,ପାପରମେଟେଲା ପୋଲିସ ଓ ଅବକାରୀ ବିଭାଗ ମିଳିତ ଆନୁକୂଲ୍ୟରେ ଡିଭିଏଫ୍‌ ସହଯୋଗରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗଡ଼ା ପଞ୍ଚାୟତ ସାକୃବନ୍ଧା ଏବଂ ପଲଙ୍କରାଇ ଗ୍ରାମ ଅଞ୍ଚଳରେ ମିଳିତ ଭାବରେ ଚଢାଉ କରି ୩୮…

ପୁଣି ଯବାନ-ମାଓବାଦୀ ଗୁଳି ବିନିମୟ: ମହିଳା ମାଓବାଦୀଙ୍କ ସମେତ ୩ ମୃତ

କୋରୁକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ଛତିଶଗଡ଼ ବିଜାପୁର ଜିଲା ମିର୍ତୁର ନିକଟସ୍ଥ ପୋମରା ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏନ୍‌କାଉଣ୍ଟରରେ ଜଣେ ମହିଳା ମାଓବାଦୀଙ୍କ ସମେତ ୩ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବିଜାପୁର ଆଇଜି ସୁନ୍ଦର ରାଜ…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ଓ ସୀମା ସୁରକ୍ଷା ବାହିନୀ ଦ୍ୱାରା ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ମାଲକାନଗିରି ଏସ୍‌.ପି. ନିତେଶ ବାଧ୍ୱାନୀ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଦେଇଥିବା ସୂଚନାନୁଯାୟୀ, ବିଶେଷ ସୂତ୍ରରୁ ଖବର ପାଇ ଆନ୍ଧ୍ର-ଓଡ଼ିଶା…

ସରକାରୀ ଦସ୍ତାବିଜ୍‌ ସହ ସୂଚନା ଅଧିକାର ତଥ୍ୟ ଅମେଳ

ମାଲକାନଗିରି, ୨୩।୧୧(ଡି.ଏନ.ଏ.): ମାଲକାନଗିରି ଭଳି ଆଦିବାସୀ ବହୁଳ ଜିଲାର ବିକାଶ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଗୁରୁତ୍ୱ ଦେଉଛନ୍ତି। ଜିଲାର ଗ୍ରାମାଞ୍ଚଳଗୁଡିକରେ ଯୋଗାଯୋଗ ସୁବିଧା ପାଇଁ ବହୁ ଅର୍ଥ ବ୍ୟୟ କରୁଛନ୍ତି। ଯେଉଁ ରାସ୍ତା ହେଉଛି ତାହା କେତେ ଦୂର ଠିକ୍‌…

ମାଲକାନଗିରି ବିକାଶ ସବୁଠୁ ଅଧିକ ଖୁସି ଦିଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ବ୍ୟୁରୋ)/ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ଜିଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ପ୍ରକଳ୍ପ ଜିଲାର ସାମାଜିକ ଓ ଆର୍ଥିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri