ମାଲକାନଗିରି

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ କରାଯାଇନି।…

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଆସନ୍ତା…

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦୁଇ ଗୋଷ୍ଠୀ ଦାବିପତ୍ର…

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି ହୋଇଛି। ଅନ୍ୟପକ୍ଷେ, ମାଲକାନଗିରିରେ ଇଣ୍ଟରନେଟ କଟକଣା କେଭି ସିଂହଦେଓ। ଦୁଇ ଗୋଷ୍ଠୀ ସହ ରୁଦ୍ଧଦ୍ୱାର…

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ। ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା…

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ଇତିମଧ୍ୟରେ ମାଲକାନଗିରି ଜିଲାରେ ଆଉ ୧୮…

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ରାଖେଲଗୁଡ଼ା ଗ୍ରାମବାସୀଙ୍କ ସମେତ ଆଦିବାସୀ ସମ୍ପ୍ରଦାୟର…

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା…

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ ଘର, ଗାଡ଼ି ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ବେ ପୁରୁଷ,…

ମନମୋହୁଛି ମାଲ୍ୟବନ୍ତ ମହୋତ୍ସବ: ଆଜି ଆସିବେ ଓଡ଼ିଆ ସୁପରଷ୍ଟାର ବାବୁଶାନ

କାଲିମେଳା, ୪।୧୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲାର ସବୁଠାରୁ ବଡ଼ ସାଂସ୍କୃତିକ ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଏବେ ପୂରା ଜିଲା ସମେତ ବ୍ଲକ ସ୍ତରରେ ମହାଆଡମ୍ବର ସହକାରେ ପାଳିତ ହେଉଛି । ଏହି ଅବସରରେ ଜିଲାର କାଲିମେଳା ବ୍ଲକସ୍ତରୀୟ ଏହି ୩…

ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା: ଆତ୍ମସମର୍ପଣ କଲେ ୩୭ ମାଓବାଦୀ

ମାଲକାନଗିରି,୨୨ା୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନାରେ ୩୭ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ପୋଲିସ ପାଇଁ ଏହା ବଡ ସଫଳତା ହୋଇଥିବା ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା ଲାଗିଛି। ସେମାନଙ୍କ ମଧ୍ୟରେ ଛତିଶଗଡ଼ ମାଓବାଦୀ ସଂଗଠନର ୨ ଟପ୍‌ ମାଓବାଦୀ ନେତା…

ଜଳପ୍ରପାତରେ ନିଖୋଜ: ୩ ଦିନ ପରେ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ

ଗୋବିନ୍ଦପାଲି,୨୧।୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଗୋବିନ୍ଦପାଲି ନିକଟ ଗୁମ୍ମାଝରଣ ଜଳପ୍ରପାତରେ ବୁଡି ୨ ଛାତ୍ର ନିଖୋଜ ଘଟଣାରେ ବୁଧବାର ଜଣେ ଛାତ୍ରଙ୍କ ମୃତଦେହ ମିଳିଥିବା ବେଳେ ଶୁକ୍ରବାର ଅପରାହ୍ନରେ ଅନ୍ୟ ଜଣେ ଛାତ୍ର ଲିଙ୍ଗରାଜ ମହାପାତ୍ରଙ୍କ ମୃତଦେହ ମିଳିଛି। ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?